ଉତ୍ତରପ୍ରଦେଶର ୩୧ଟି ଅଞ୍ଚଳ ସମ୍ପୂର୍ଣ୍ଣ ସିଲ୍‌

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶରେ ବିଭିନ୍ନ ଜିଲାର ୩୧ରୁ ଊର୍ଦ୍ଧ୍ୱ ଅଞ୍ଚଳକୁ ମଙ୍ଗଳବାର ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ସିଲ୍‌ କରାଯାଇଥିବା ଅଞ୍ଚଳକୁ ଏବେ କେହି ଯାଆସ କରିପାରିବେ ନାହିଁ। ତେବେ ଯେଉଁ ଅଞ୍ଚଳଗୁଡିକୁ ସିଲ୍‌ କରାଯାଇଛି ସେଠାରେ ଗତ ୪୮ ଘଣ୍ଟା ମଧ୍ୟରେ ଅଧିକ କରୋନା ପଜିଟିଭ୍‌ ରୋଗୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ରାୟବରେଲି ଜିଲାରେ ଦିଲ୍ଲୀରୁ ଫେରିଥିବା ତବଲିଘ ଜମାତର ୨ଜଣଙ୍କର କରୋନା ପଜିଟିଭ୍‌ ଆସିବା ପରେ ସୋମବାର ସେଠାକାର ୧୦ଟି ଅଞ୍ଚଳକୁ ସିଲ୍‌ କରିଦିଆଯାଇଛି। ଏହାପରେ ଉକ୍ତ ଅଞ୍ଚଳକୁ କରୋନା ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ବିଶୋଧନ କରାଯାଇଛି। ସେହିପରି ବାରାଣସୀର ୪ଟି ଅଞ୍ଚଳକୁ ମଙ୍ଗଳବାର ସିଲ୍‌ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?