Posted inଜାତୀୟ

ଉତ୍ତରାଧିକାରୀ ନିଷ୍ପତ୍ତି ନେବେ ଦଲାଇଲାମା

ଧର୍ମଶାଳା,୧୬ା୭(ଆଇଏଏନ୍‌ଏସ୍‌)-ତିବ୍ବତର ଆଧ୍ୟାତ୍ମିକ ନେତା ଦଲାଇଲାମା ନିଜେ ତାଙ୍କର ଉତ୍ତରାଧିକାରୀ ସମ୍ପର୍କରେ ନିଷ୍ପତ୍ତି ନେବେ ବୋଲି କହିଛନ୍ତି। ତାଙ୍କର ଉତ୍ତରାଧିକାରୀ ଜଣେ ସୁନ୍ଦରୀ ମହିଳା ହେବ ବୋଲି କିଛିଦିନ ପୂର୍ବେ ମନ୍ତବ୍ୟ ଦେଇ ଦଲାଇଲାମା ବିବାଦ ଘେରକୁ ଆସିଥିଲେ। ପରେ ସେ ଏଥିପାଇଁ କ୍ଷମା ମାଗିଥିଲେ। ଉତ୍ତରାଧିକାରୀ ଚାଇନାରୁ ଚୟନ କରାଯିବା ଜରୁରୀ ଏବଂ ଭାରତ ଏଥିରେ ହସ୍ତକ୍ଷେପ କରିବା ଉଚିତ ନୁହେଁ ବୋଲି ଦିନକ ପୂର୍ବରୁ ବେଜିଂ କହିଥିଲା। ତେବେ ଦଲାଇଲାମାଙ୍କର ଉତ୍ତରାଧିକାରୀ ରହିବେ କି ନାହିଁ ତାହା ସେ ୯୦ ବର୍ଷ ବୟସରେ ନିଷ୍ପତ୍ତି ନେବେ। ପୁନର୍ଜନ୍ମ ତାଙ୍କର ବ୍ୟକ୍ତିଗତ ଅଧିକାର ବୋଲି ଦଲାଇଲାମାଙ୍କ କାର୍ଯ୍ୟାଳୟର ଜଣେ କର୍ମଚାରୀ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ...

ମୌସୁମୀ ବର୍ଷା, ବନ୍ୟା ନେଇଛି ୨୧୫୫ ଜୀବନ

ନୂଆଦିଲ୍ଳୀ,୨୬ା୧୦(ପି.ଟି.): ଚଳିତ ବର୍ଷ ଦେଶରେ ମୌସୁମୀ ବର୍ଷା ଓ ବନ୍ୟା ଜନିତ ମୃତ୍ୟୁସଂଖ୍ୟା ୨୧୫୫ରେ ପହଞ୍ଚତ୍ଥିଲାବେଳେ ୮୦୩ ଜଣ ଆହତ ହୋଇଛନ୍ତି। ଅନ୍ୟ ୪୫ ଜଣ...

ସାଧାରଣ ଲକ୍ଷଣ ସହ ବଢିବ ଓମିକ୍ରନ୍‌: ଟିକା ଦେବ ସୁରକ୍ଷା

ନୂଆଦିଲ୍ଲୀ,୨୬ ।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମ କରି ଓମିକ୍ରନ୍ ଭାରିଏଣ୍ଟର ଚିହ୍ନଟ କରିଥିବା ଡା.ଏଞ୍ଜେଲିକ କୋଏତଜୀ କହିଛନ୍ତି ଭାରତରେ ଓମିକ୍ରନ ସାମାନ୍ୟ ଲକ୍ଷଣ ସହ ପ୍ରସାର...

ଜେଏନ୍‌ୟୁ ବିକ୍ଷୋଭରେ ଦୀପିକା

ନୂଆଦିଲ୍ଲୀ,୮ା୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ମଙ୍ଗଳବାର ରାତିରେ ଜେଏନ୍‌ୟୁ କ୍ୟାମ୍ପସ୍‌ରେ ପହଞ୍ଚି ଆହତ ଛାତ୍ରୀଛାତ୍ରଙ୍କୁ ଭେଟିଥିଲେ। ରବିବାର ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଉପରେ ଦୁର୍ବୃତ୍ତମାନେ ମୁହଁରେ...

କର୍ମସ୍ଥଳରେ ବଢ଼ୁଛି ଯୌନ ଶୋଷଣ

ମୁମ୍ବାଇ,୨୧।୬:ଦେଶରେ ‘#ମି ଟୂ’ ଆନ୍ଦୋଳନ ସତ୍ତ୍ୱେ କାର୍ଯ୍ୟସ୍ଥଳରେ ଯୌନ ଶୋଷଣ ରୋକିବା ଲାଗି ଯେଉଁ ବିଧିବ୍ୟବସ୍ଥା ରହିଛି ତାହାକୁ ନିଯୁକ୍ତିଦାତା ଅନୁସରଣ କରୁନାହାନ୍ତି ବୋଲି ୫୦...

୫୧ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ...

ଦିନେ ପିଓକେ ହେବ ଭାରତର…

ନୂଆଦିଲ୍ଲୀ,୨୭।୧୦: ଦିନେ ପାକ୍‌ ଅଧିକୃତ କଶ୍ମୀର (ପିଓକେ) ଭାରତର ଅଂଶ ବିଶେଷ ହେବ। ଭାରତୀୟ ସେନା ଏହି ଲକ୍ଷ୍ୟ ନିଶ୍ଚିତ ପୂରଣ କରିବ। ବାୟୁସେନା କମାଣ୍ଡିଂ-ଇନ-ମୁଖ୍ୟ...

ଆନ୍ଧ୍ର ପ୍ରଦେଶର ଘରୋଇ କମ୍ପାନୀରେ ୭୫ ପ୍ରତିଶତ ଚାକିରି ସଂରକ୍ଷିତ ରହିବ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ

ବିଜୟଓ୍ବାଡା,୨୩।୭: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଭଲ ଯୋଜନା କରିଛନ୍ତି। ଏବେ ଆନ୍ଧ୍ର ପ୍ରଦେଶରେ ଥିବା ଘରୋଇ କମ୍ପାନୀରେ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ...

Advertisement
Archives

Model This Week