Posted inଫୁରସତ

ଉତ୍ତର ଖାତାରେ ନିଜ ସାଥିଙ୍କୁ ବୋନସ ନମ୍ବର ଦେବାକୁ ଗୁହାରି କଲେ ଛାତ୍ର

ଶୁଣିବାକୁ ମିଳେ ପରୀକ୍ଷାରେ ଅଧିକ ନମ୍ବର ଦେବା ପାଇଁ କେତେଜ ପିଲା ଉତ୍ତର ଖାତାରେ ଶିକ୍ଷକଙ୍କୁ ଅନୁରୋଧ କରିଥାଆନ୍ତି। ହେଲେ ଏବେ ଏମିତି ଏକ ଉତ୍ତର ଖାତା ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯାହାକୁ ଦେଖି ଯେ କେହି ଆଶ୍ଚର୍ଯ୍ୟ ହୋଇ ଯାଉଛନ୍ତି। ଉକ୍ତ ଉତ୍ତର ଖାତାରେ ଜଣେ ଛାତ୍ର ତାଙ୍କ ବୋନସ ନମ୍ବରକୁ କମ୍‌ ନମ୍ବର ରଖିଥିବା ସାଥିଙ୍କୁ ଦାନ କରିବାକୁ ଅନୁରୋଧ କରିଛନ୍ତି। ଏହା ଦେଖିବା ପରେ ଶିକ୍ଷକ ଜଣକ ଉତ୍ତର ଖାତାର ଏକ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଦେଇଥିଲେ। ଯାହା ଏବେ ଭାଇରାଲ ହୋଇଛି। ଏହାକୁ ଦେଖିବା ପରେ କେତେଜଣ ୟୁଜର୍ସ କହିଛନ୍ତି ଶିକ୍ଷକ ହୋଇଥିବାରୁ ଓ ନ୍ୟାୟ ଦୃଷ୍ଟିରୁ ଜଣଙ୍କର ବୋନସ୍‌ ପଏଣ୍ଟ ଆଉ କାହାକୁ ଦେବା ଠିକ୍‌ ନୁହେଁ। ଆଉ କେତେଜଣ ଲେଖିଛନ୍ତି ମାନବିକତା ଏବେବି ବଞ୍ଚିଛି। ଛୋଟ ପିଲା ହୋଇ ମଧ୍ୟ ସେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟି ଯାଇଛନ୍ତି। ବୋନସ ପଏଣ୍ଟ ଭଲ ପଢୁଥିବା ଛାତ୍ରଙ୍କ ପାଇଁ ଯେତିକି ଆବଶ୍ୟକ ନୁହେଁ ଅନ୍ତତଃ ପକ୍ଷେ ଏହି ନମ୍ବର ମିଶିଗଲା ପରେ ଯଦି ଜଣେ ଫେଲ୍‌ ହେଉଥିବା ଛାତ୍ର ପାସ୍‌ କରିଯାଆନ୍ତି ତେବେ ତାହା ତାଙ୍କ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏହି ଘଟଣା କେଉଁ ସ୍ଥାନର ସେ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପାଣିରୁ ବିଦ୍ୟୁତ୍‌ ଶକ୍ତି ଉତ୍ପାଦନ, ଆଇଆଇଟିର ସଫଳତା …

ନୂଆଦିଲ୍ଲୀ,୧୮।୯: ଏଣିକି ବର୍ଷା ପାଣିରୁ ମଧ୍ୟ ବିଦ୍ୟୁତ୍‌ ଶକ୍ତି ଉତ୍ପାଦନ ହୋଇପାରିବ। ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଆଇଆଇଟି) ଦିଲ୍ଲୀ ପକ୍ଷରୁ ଦୀର୍ଘଦିନ ଗବେଷଣା କରାଯିବା...

ଉଡ଼ନ୍ତା ସାପ ଭଳି ରୋବୋ

ଓ୍ବାଶିଂଟନ୍‌,୧୬ା୧୨:ଆଧୁନିକ ଯୁଗରେ କଳକାରଖାନା ହେଉ ଅବା ରିସର୍ଚ୍ଚ ସେଣ୍ଟର ରୋବୋର ବ୍ୟବହାର ବିଭିନ୍ନ କ୍ଷେତ୍ରରେ ବଢ଼ିବାରେ ଲାଗିଛି। ରୋବୋ ସାହାଯ୍ୟରେ କମ୍‌ ସମୟରେ ଓ ଅତି...

ବିଲେଇର ସାଦ ଖିଆ

କୋଏମ୍ବାଟୁର,୩।୧: ସାଧାରଣତଃ ମହିଳାମାନେ ଗର୍ଭବତୀ ଥିଲେ ୭ ମାସରେ ସାଦ ଖାଇବାର ବ୍ୟବସ୍ଥା ରହିଛି। ଏଥିରେ ମା’ ଏବଂ ପୃଥିବୀକୁ ଆସିଥିବା ଅତିଥିକୁ ସମ୍ପର୍କୀୟମାନେ ଆଶୀର୍ବାଦ...

ଗହ୍ମାପୂର୍ଣ୍ଣିମା ଓ ଶ୍ରୀବଳରାମ

ରାଖୀ ପୂର୍ଣ୍ଣିମା ବା ଗହ୍ମାପୂର୍ଣ୍ଣିମା ଆମ ସଂସ୍କୃତିର ଏକ ଗୁରୁତ୍ୱପୂର୍ଣ୍ଣ ପର୍ବ। ସାରା ଦେଶରେ ଏହିଦିନ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଥାଏ। ରାଖୀ ଭାଇ-ଭଉଣୀଙ୍କ ପବିତ୍ର...

ପର୍ଯ୍ୟଟନର ସହର ସମ୍ବଲପୁର

ଓଡ଼ିଶାର ସମ୍ବଲପୁର ଜିଲ୍ଲାରେ ତ ଅନେକ ଦର୍ଶନୀୟ ସ୍ଥାନ ରହିଛି, ହେଲେ ତନ୍ମଧ୍ୟରୁ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ, ଚିପିଲିମାର ମା’ ଘଣ୍ଟେଶ୍ୱରୀ ଓ...

ଗରମରୁ ବଞ୍ଚିବା ପାଇଁ କାରରେ ଗୋବର ବୋଳିଲେ ମାଲିକ

ମେ’ମାସ ଶେଷ ହେବାକୁ ଆସୁଥିବା ବେଳେ ଦିନକୁ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି। ତେବେ ଏହି ଭୀଷଣ ଗରମ ପାଇଁ ପଶ୍ଚିମ ଓ ଉତ୍ତର ଭାରତରେ...

ଖାଇବା ପରିବର୍ତ୍ତେ ଛତୁ ରସର ଇଞ୍ଜେକ୍‌ସନ ନେଲେ ଯୁବକ, ପରେ ଯାହା ଘଟିଲା…

ଜଣେ ୩୦ ବର୍ଷୀୟ ଯୁବକ ଛତୁରୁ ରସ ବାହାର କରି ମଜାରେ ନିଜ ଶରୀରରେ ଇଞ୍ଜେକ୍‌ସନ ଦେଇଦେଲେ। ଏହା କିଛି ସମୟରେ ତାଙ୍କ ଶରୀରରେ ଛତୁଗଛ...

ଲାଲୁଙ୍କ ଝିଅଙ୍କୁ ବିବାହ କରିବା ଲାଗି ଚାର୍ଟର ବିମାନ ନେଇ ପହଞ୍ଚିଥିଲେ ଅଖିଳେଶଙ୍କ ଭଣଜା: ଅତିଥି ଭାବେ ମୋଦି ବି ହୋଇଥିଲେ ସାମିଲ

ଲାଲୁ ପ୍ରସାଦ ଯାଦବଙ୍କ ୯ ସନ୍ତାନଙ୍କ ମଧ୍ୟରୁ ସବୁଠାରୁ ସାନ ରାଜଲକ୍ଷ୍ମୀ ଯାଦବ। ତାଙ୍କ ବିବାହ ଉତ୍ତରପ୍ରଦେଶର ପୂର୍ବ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ନାତି...

Advertisement
Archives

Model This Week