Posted inଜାତୀୟ

ଉତ୍ତର-ପୂର୍ବ ଦିଲ୍ଲୀରେ ୩୫ କମ୍ପାନୀ ପାରାମିଲିଟାରୀ ଯବାନ ମୁତୟନ

ନୂଆଦିଲ୍ଲୀ,୨୫।୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ନେଇ ଉତ୍ତର-ପୂର୍ବ ଦିଲ୍ଲୀରେ ହିଂସା ଥମିବାରେ ନା ଧରୁନି। ଏହାକୁ ଦୃଷ୍ଟିରେ ରଖି ଏଠାରେ ୩୫ କମ୍ପାନୀ ପାରାମିଲିଟାରୀ ଯବାନଙ୍କୁ ମୁତୟନ କରାଯାଇଛି। ଏହା ସହିତ ସ୍ପେସାଲ ସେଲ୍‌, କ୍ରାଇମ୍‌ ବ୍ରାଞ୍ଚ୍‌ ଏବଂ ଆର୍ଥିକ ଅପରାଧ ଓ୍ବିଙ୍ଗଙ୍କୁ ମଧ୍ୟ ଏଠାରେ ମୁତୟନ କରାଯାଇଥିବା ଦିଲ୍ଲୀ ପୋଲିସ ପକ୍ଷରୁ କୁହାଯାଇଛି। ଏନେଇ ଯୁଗ୍ମ ପୋଲିସ କମିଶନର ଆଲୋକ କୁମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲେଙ୍ଗାନାରେ ଭାଜପାର ମିଶନ ଜାରି! ଇସ୍ତଫା ଦେଲେ ଟିଆର୍‌ଏସ୍‌ ବିଧାୟକ

ହାଇଦ୍ରାବାଦ,୧୨।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର ବରିଷ୍ଠ ନେତା ତଥା ତେଲେଙ୍ଗାନାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଇ. ରାଜେନ୍ଦ୍ର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ...

ଚିନ୍ତା ବଢାଇଲାଣି କରୋନାର ତୃତୀୟ ଲହର: ପୁଡୁଚେରୀରେ ୨୦ ଶିଶୁ ହସ୍ପିଟାଲରେ ଭର୍ତ୍ତି

ପୁଡୁଚେରୀ,୧୬ ।୭: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉ ନାହିଁ । ଗୋଟିଏ ପଟେ ଦ୍ୱିତୀୟ ଲହର ଏବେବି ରହିଥିବା ବେଳେ ଅନ୍ୟପଟେ ତୃତୀୟ...

ଦୀପାବଳିରେ ହେବନାହିଁ ବିଜୁଳି କାଟ: ଆଦିତ୍ୟନାଥ

ଲକ୍ଷ୍ନୌ,୮।୧୦: ଆସନ୍ତା ଦୀପାବଳିରେ ଉତ୍ତର ପ୍ରଦେଶରେ ବିଜୁଳି କାଟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଅର୍ଥାତ୍‌ ୨୪ ଘଣ୍ଟା...

ପ୍ରଧାନମନ୍ତ୍ରୀ ମୋଦି ଫୋନ କରିବା ମାତ୍ରେ କାନ୍ଦିଲେ ମହିଳା ହକି ଖେଳାଳି

ଟାକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ବ୍ରିଟେନ ବିପକ୍ଷରେ ପରାଜୟର ସମ୍ମୁଖୀନ ହୋଇଛି ସତ ମାତ୍ର ଦଳ ୧୩୦ କୋଟି ଦେଶବାସୀଙ୍କ ହୃଦୟ ଜିତି...

ପାରିବାରିକ ଉତ୍ସବରେ ଯୋଗ ଦେଇ ପାରିବେ କଏଦୀ, ହାଇକୋର୍ଟ…

ଚଣ୍ଡିଗଡ଼,୩୧।୧୦: ଦୋଷୀ ସାବ୍ୟସ୍ତ ହୋଇ ଜେଲରେ କାରାଦଣ୍ଡାଦେଶ ଭୋଗୁଥିବା କଏଦୀ ଗୁରୁତ୍ୱପୂର୍ଣ୍ଣ ପାରିବାରିକ ଉତ୍ସବରେ ଯୋଗ ଦେଇପାରିବେ। ସେମାନଙ୍କୁ ଏଥିରୁ ବଞ୍ଚିତ କରିହେବ ନାହିଁ ବୋଲି...

୩୯ କୋଟି ଲୋକଙ୍କୁ ପ୍ରଦାନ କରାଯାଇଛି ୩୪,୮୦୦ କୋଟିର ପିଏମ୍‌ଜିକେପି ସହାୟତା

ନୂଆଦିଲ୍ଲୀ,୬।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଲୋକଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦେବା ପାଇଁ ସରକାରଙ୍କ ପକ୍ଷରୁ ପ୍ରୟାସ କକରାଯାଉଛି। ମେ...

ଦୈନିକ ମୃତ୍ୟୁ ସଂଖ୍ୟା ୩୩…

ନୂଆଦିଲ୍ଲୀ, ୧୮।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ମୃତ୍ୟୁ କାଳୀନ ବୟାନ ଆଧାରରେ ଦୋଷ ପ୍ରମାଣିତ ହୋଇ ପାରିବ, ସୁପ୍ରିମ୍‌କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୨।୨ :ସୁପ୍ରିମକୋର୍ଟ କହିଛନ୍ତି ଯେ ମୃତ୍ୟୁ କାଳୀନ ବୟାନ ଆଧାରରେ ଦୋଷ ପ୍ରମାଣିତ ହୋଇ ପାରିବ। ଜଷ୍ଟିସ ଏମ.ଆର. ଶାହା ଏବଂ ବି.ଭି ନାଗରତ୍ନାଙ୍କ...

Advertisement
Archives

Model This Week