Posted inଜାତୀୟ

ଉତ୍ତର ଭାରତରେ ଶୀତ ଲହରୀ: ୪ରାଜ୍ୟକୁ ରେର୍ଡ ଆଲର୍ଟ ଜାରି

ନୂଆଦିଲ୍ଲୀ,୨୯।୧୨: ଉତ୍ତର ଭାରତର ଅଧିକାଂଶ ସ୍ଥାନରେ ହାଡଭଙ୍ଗା ଶୀତ ପରିଲକ୍ଷିତ ହୋଇଛି। ଏହା ଫଳରେ ସାଧାରଣ ଜୀବନ ପ୍ରଭାବିତ ହୋଇଛି। ରବିବାର ସୁଦ୍ଧା ଦିଲ୍ଲୀ ତାପମାତ୍ରା ରେକର୍ଡ ଭାଙ୍ଗୀ ୧.୭ ଡିଗ୍ରୀରେ ପହଞ୍ଚିଥିବା ବେଳେ ଅଧିକାଂଶ ସ୍ଥାନରେ ଏହା ପାଖାପାଖି ୫ ଡିଗ୍ରୀ ରହିଛି। ଏହାକୁ ଦେଖି ଉତ୍ତର ପ୍ରଦେଶର ସରକାରୀ ଓ ବେସରକାରୀ ସ୍କୁଲକୁ କିଛିଦିନ ପାଇଁ ବନ୍ଦ କରି ଦିଆଯାଇଛି। କୁହୁଡି ଯୋଗୁ ଟ୍ରେନ୍‌ ଓ ବିମାନ ସେବା ମଧ୍ୟ ବାଧାପ୍ରାପ୍ତ ହୋଇଛି। ପ୍ରବଳ ଶୀତକୁ ଦେଖି ପାଣିପାଗ ବିଭାଗ ପକ୍ଷରୁ ୪ ରାଜ୍ୟକୁ ରେର୍ଡ ଆଲର୍ଟ ଜାରି କରାଯାଇଛି। ଏହି ରାଜ୍ୟ ଗୁଡିକ ହେଉଛି ପଞ୍ଜାବ, ହରିୟାଣା, ଉତ୍ତର ପ୍ରଦେଶ ଓ ରାଜସ୍ଥାନ। ସେହିଭଳି ମଧ୍ୟ ପ୍ରଦେଶ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେପଟେ ରାଜଧାନୀ ଦିଲ୍ଲୀରେ ତାପମାତ୍ରା ୧୧୮ ବର୍ଷର ରେକର୍ଡ ଭାଙ୍ଗିଥିବା ବେଳେ ରାଜସ୍ଥାନର ତାପମାତ୍ରା ମାଇନସ୍‌ ୪ ଡିଗ୍ରୀରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri