Posted inଜାତୀୟ

ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଯୋଗୁ ଦିଲ୍ଲୀ ହିଂସା: ଏପ୍ରିଲ୍‌ ୧୩ରେ ଶୁଣାଣି; କେନ୍ଦ୍ରକୁ ରିପୋର୍ଟ ତଲବ

ନୂଆଦିଲ୍ଲୀ,୨୭।୨: ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଯୋଗୁ ଦିଲ୍ଲୀ ହିଂସା ହୋଇଥିବା ନେଇ ହାଇକୋର୍ଟରେ ଏକ ମାମଲା ଦାଖଲ କରାଯାଇଥିଲା। ଏହାର ବିଚାର କରି ଦିଲ୍ଲୀ ହାଇକୋର୍ଟ ଗୁରୁବାର କେନ୍ଦ୍ର ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ୍‌ ୧୩ରେ ହେବ ବୋଲି କୋର୍ଟ କହିଛନ୍ତି। ସେହିପରି ଜବାବ ଦାଖଲ ପାଇଁ ଦିଲ୍ଲୀ ପୋଲିସ ସମୟ ମାଗିଛି। ସୋଲିସିଟର ଜେନେରାଲ ତୁଷାର ମେହଟ୍ଟା ୩ଟି ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଦାଖଲ କରି କହିଥିଲେ ଯେ, ଏଭଳି ବହୁ ଭାଷଣ ରହିଛି। ଏନେଇ ହାଇକୋର୍ଟ ସମସ୍ତ ଭାଷଣ ଦାଖଲ କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାବଜାରକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ନୂଆଦିଲ୍ଲୀ,୮।୪: ଭାରତରେ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବଢ଼ିବାରେ ଲାଗିଛି। କେତେକ ସ୍ଥାନରେ ଜିନିଷ ମିଳୁ ନ ଥିବା...

ମହିଳା ଦିବସରେ ଏହି ସବୁ ସ୍ଥାନକୁ ମାଗଣାରେ କରିହେବ ପ୍ରବେଶ

ନୂଆଦିଲ୍ଲୀ,୮।୩: ଆଜି ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ମଙ୍ଗଳବାର ତାଜମହଲ, ଆଗ୍ରା ଦୁର୍ଗ, ଫତେହପୁର ସୀକରୀ ସମେତ ସମସ୍ତ ସ୍ମାରକୀରେ ପ୍ରବେଶ ନିଶୁଳ୍କ କରାଯାଇଛି...

ଜୁଲାଇ ୪ରେ ଜ୍ଞାନବାପି ମାମଲାର ପରବର୍ତ୍ତୀ ଶୁଣାଣି

ବାରାଣସୀ,୩୦।୫: ଉତ୍ତରପ୍ରଦେଶ ଜ୍ଞାନବାପି ମସ୍‌ଜିଦ ବିବାଦ ସମ୍ପର୍କରେ ସୋମବାର ବାରାଣସୀ ଜିଲା ଏବଂ ଫାଷ୍ଟ ଟ୍ରାକ୍‌ କୋର୍ଟରେ ଶୁଣାଣି ହୋଇଛି। ଶୁଣାଣି ଆରମ୍ଭ ହେବା ମାତ୍ରେ...

ଗୁରୁବାରଠାରୁ ଘରେ ପହଞ୍ଚିବ ମଦ

ମୁମ୍ବାଇ, ୧୩ା୫: ମହାମାରୀ କରୋନା ଭାଇରସ୍‌ ଯୋଗୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ରହିଛି। ଏହା ମଧ୍ୟରେ ମହାରାଷ୍ଟ୍ର ସରକାର ମଦ୍ୟପଙ୍କ ଲାଗି ମଦ ହୋମ୍‌ ଡେଲିଭରି...

କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୧।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୭୦୬...

ପେଗାସସ୍‌ ମାମଲାରେ କାହିଁକି ହୋଇନି ମାମଲା ରୁଜୁ, ପ୍ରଶ୍ନ କଲେ ସିଜେଆଇ…

ନୂଆଦିଲ୍ଲୀ,୫।୮: ପେଗାସସ ଗୁପ୍ତଚରୀ ମାମଲାରେ ନିରପେକ୍ଷ ଯାଞ୍ଚ ପାଇଁ ବିଭିନ୍ନ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛିି। ପ୍ରଧାନ ବିଚାରପତି (ସିଜେଆଇ )ଏନ.ଭି ରାମନା...

ଗୁଜରାଟର ଛଅ ନଗର ନିଗମ ପାଇଁ ମତଦାନ ଜାରି: ପରିବାର ସହ ଯାଇ ଭୋଟ ଦେଲେ ଶାହା

ଅହମଦାବାଦ,୨୧ ।୨: ଗୁଜରାଟର ଅହମଦାବାଦ, ସୁରଟ, ବଡୋଦରା, ଭାବନଗର, ଜାମନଗର ଓ ରାଜକୋଟ ନଗର ନିଗମ ପାଇଁ ରବିବାର ଭୋଟ ଗ୍ରହଣ କରାଯାଉଛି । ଏହି...

ଅନୁଚ୍ଛେଦ ୩୭୦ ଉଚ୍ଛେଦ: କେନ୍ଦ୍ରଶାସିତ ଅଞ୍ଚଳ ଘୋଷଣା ଉପରେ ଲାଗି ପାରିବନି ରୋକ

ନୂଆଦିଲ୍ଲୀ,୧।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ସୁପ୍ରିମ୍‌କୋର୍ଟରେ ହୋଇଥିବା ଆବେଦନର ବିଚାର ମଙ୍ଗଳବାର ହୋଇଛି। ଜମ୍ମୁ-କଶ୍ମୀରକୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ କରାଯାଇଥିବା କେନ୍ଦ୍ର ସରକାରଙ୍କ...

Advertisement
Archives

Model This Week