ଉତ୍ପାଦନରେ ଜେଏସ୍‌ପିଏଲ୍‌ର ରେକର୍ଡ

ଭୁବନେଶ୍ୱର,୬।୫: ଇସ୍ପାତ ଉତ୍ପାଦନ କ୍ଷେତ୍ରରେ ନବୀନ ଜିନ୍ଦଲଙ୍କ ନେତୃତ୍ୱାଧୀନ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌(ଜେଏସ୍‌ପିଏଲ୍‌) ରେକର୍ଡ ହାସଲ କରିଛି। ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ମଧ୍ୟ ଇସ୍ପାତ ରପ୍ତାନି କ୍ଷେତ୍ରରେ ମଧ୍ୟ କମ୍ପାନୀ ରେକର୍ଡ ୧୦୯% ଅଭିବୃଦ୍ଧି କରିଛି। ଏପ୍ରିଲରେ କମ୍ପାନୀ ୫.୫୦ ଲକ୍ଷ ମେଟ୍ରିକ ଟନ୍‌ ଇସ୍ପାତ ଓ ଗ୍ରାନୁଲେଟେଡ୍‌ ପିଗ୍‌ ଆଇରନ ଉତ୍ପାଦନକରି ୫% ଅଭିବୃଦ୍ଧି ହାସଲ କରୁଛି। ଜେଏସ୍‌ପିଏଲ୍‌ ଗ୍ରୁପ୍‌ ସମୂହ ୬.୫୫ ମେଟ୍ରିକ ଟନ୍‌ ଇସ୍ପାତ ଉତ୍ପାଦନ କରିଛି। ଜେଏସ୍‌ପିଏଲ୍‌ର ପରିଚାଳନା ନିର୍ଦ୍ଦେଶକ ଭି.ଆର୍‌. ଶର୍ମା କହିଛନ୍ତି, ରେଳପଥ ଏବଂ ପୂର୍ବ ଭାରତର ବିଭିନ୍ନ ବନ୍ଦର କର୍ତ୍ତୃପକ୍ଷଙ୍କ ସହଯୋଗ ହେତୁ କମ୍ପାନୀ ଇସ୍ପାତ ଉତ୍ପାଦନ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କ ଚାହିଦାକୁ ଦେଖି ସୁବିଧା

ସମ୍ବଲପୁର ମାଝିପାଲି ଅଞ୍ଚଳରେ ଥିବା ‘ଦି ଓ୍ବେଲ୍‌କମ୍‌ ରିସର୍ଟ ଆଣ୍ଡ୍‌ ସ୍ପା’ ପର୍ଯ୍ୟଟକଙ୍କ ରହଣି ପାଇଁ ଏକ ଉପଯୁକ୍ତ ସ୍ଥାନ। ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ...

ବିମାନ ଯାତ୍ରା ହେବ ମହଙ୍ଗା; ଆଦାୟ ହେବ ଏଭିଏଶନ ସିକ୍ୟୁରିଟି ଫି

ନୂଆଦିଲ୍ଲୀ,୯-୬: ବିମାନ ଯାତ୍ରା ପୁନର୍ବାର ମହଙ୍ଗା ହେବାକୁ ଯାଉଛି। କେନ୍ଦ୍ର ସରକାର ଏଭିଏଶନ ସିକ୍ୟୁରିଟି ଫି(ଏଏସ୍‌ଏଫ୍‌) ଆଦାୟ କରିବାକୁ ଅନୁମତି ଦେଇଛନ୍ତି। ଏବେ ବିମାନ ଯାତ୍ରୀଙ୍କୁ...

ଅନିଶ୍ଚିତତା, ଆଶଙ୍କାରେ ବଜାର

ନୂଆଦିଲ୍ଲୀ:  କୋଭିଡ୍‌ର ଦ୍ୱିତୀୟ ଲହର ଏବେ ବଢିଚାଲିଛି। ଦିନକୁ ଦିନ ଅଧିକ ଲୋକ ସଂକ୍ରମଣର ଶିକାର ହେବାରୁ ରାଜ୍ୟସ୍ତରରେ କୋଭିଡ୍‌ କଟକଣା ଜୋରଦାର ହୋଇଛି। କରୋନା ଲକ୍‌ଡାଉନ...

ଜେଟ୍‌ଲୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗୁଜବ

ନୂଆଦିଲ୍ଲୀ,୨୭-୫: କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ନେଇ ସୋସିଆଲ ମିଡିଆରେ ହେଉଥିବା ପ୍ରଚାର ଏକ ଗୁଜବ ବୋଲି ସରକାରୀ ମୁଖପାତ୍ର କହିଛନ୍ତି।...

ଆମାଜନ ଗ୍ଲୋବାଲରେ ଏମ୍‌ଏସ୍‌ଏମ୍‌ଇଙ୍କ ୨ ବିଲିୟନ ଡଲାର ରପ୍ତାନି

ନୂଆଦିଲ୍ଲୀ,୨୦।୭: ପ୍ରମୁଖ ଇ-କମର୍ସ କମ୍ପାନୀର ବିଶ୍ୱ ବଜାର ବିକ୍ରି କାର୍ଯ୍ୟକ୍ରମ ଆମାଜନ ଗ୍ଲୋବାଲରେ ଦେଶର ଏମ୍‌ଏସ୍‌ଏମ୍‌ଇଗୁଡିକ ୨ ବିଲିୟନ ଡଲାର ସାମଗ୍ରୀ ରପ୍ତାନି କରିବାକୁ ସକ୍ଷମ...

ଏଣ୍ଟରପ୍ରେନ୍ୟୁରଶିପକୁ ପ୍ରୋତ୍ସାହନ;ସ୍ଥାପନ ହେବ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ଏଣ୍ଟରପ୍ରେନ୍ୟୁରଶିପକୁ ପ୍ରୋତ୍ସାହନ ଲାଗି ରାଜ୍ୟରେ ନୂଆ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସ୍ଥାପନ କରାଯିବ। ଏହି ଧାରାକୁ ଆଗେଇ ନେବା ଲାଗି ରାଷ୍ଟ୍ରାୟତ୍ତ ଆଲୁମିନିୟମ...

ପାର୍ବଣରେ ବଢିବ ଗାଡି ବିକ୍ରି

ନୂଆଦିଲ୍ଲୀ,୯।୮: ଚଳିତ ବର୍ଷର ପାର୍ବଣକୁ ଆଖି ଆଗରେ ରଖି ଦେଶର ପ୍ରମୁଖ ଅଟୋମୋବାଇଲ୍ସ କମ୍ପାନୀଗୁଡିକ ସେମାନଙ୍କର ନୂଆ ନୂଆ ମଡେଲ୍‌ର ଉନ୍ମୋଚନ କରାଉଛନ୍ତି। ଫଳରେ ଆଗାମୀ...

ଭାରତ ପ୍ରତି ମୁହଁ ମୋଡୁଛନ୍ତି ନିବେଶକ

ନୂଆଦିଲ୍ଲୀ,୩୦-୧୨: ଭାରତୀୟ ଉଦ୍ୟୋଗୀଙ୍କୁ ସହାୟତା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। କିନ୍ତୁ ହଠାତ ସରକାରଙ୍କ ସଂସ୍କାରଧାରା ଏବେ ଅଧାରରେ...

Advertisement
Archives

Model This Week