Posted inଜାତୀୟ

ଉତ୍ସାହ ଆଗରେ ହାର୍‌ ମାନିଛି ବୟସ: ୯୩ ବର୍ଷ ବୟସ୍କ ବୃଦ୍ଧ ଶିଖାଉଛନ୍ତି କୁସ୍ତି ଲଢ଼ିବା

ମଦୁରାଇ,୧୩।୭: ତାମିଲନାଡୁର ମଦୁରାଇରେ ବାସ କରୁଥିବା ଜଣେ ୯୩ ବର୍ଷ ବୟସ୍କ ବୃଦ୍ଧଙ୍କ ଉତ୍ସାହ ଆଗରେ ବୟସ ହାର୍‌ ମାନିଛି। ସେ ସ୍ଥାନୀୟ ଯୁବକଙ୍କୁ କୁସ୍ତି ଲଢ଼ିବା ଶିଖାଉଛନ୍ତି। ଏଠାରେ ବାସ କରୁଥିବା ପାଲାନି ନାମକ ଏହି ବୃଦ୍ଧ ଜଣଙ୍କ ୧୯୯୪ରେ କୁସ୍ତି ସ୍କୁଲ ଆରମ୍ଭ କରିଥିଲେ। ଗତ ୭୫ ବର୍ଷ ଧରି ସେ କୁସ୍ତି ଲଢ଼ିବାର ସ୍ବତନ୍ତ୍ର କୌଶଳ ସମ୍ପର୍କରେ ଯୁବକଙ୍କୁ ଶିକ୍ଷାଦାନ ଜାରି ରଖିଛନ୍ତି। ନିଜେ କୁସ୍ତି ରିଙ୍ଗ୍‌ରେ ପ୍ରବେଶ କରି ଯୁବକଙ୍କ ଭୁଲ୍‌କୁ ସୁଧାରିବା ସହିତ ଶିକ୍ଷାର୍ଥୀଙ୍କୁ ସେ ଉତ୍ସାହିତ କରିଥାନ୍ତି। ଏବେ ପାଲାନିଙ୍କ କୁସ୍ତି ଶିଖାଉଥିବା ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ଲକ୍ଷ ଟପିଲା ସଂକ୍ରମଣ

ନୂଆଦିଲ୍ଲୀ,୧୧ା୭: ଭାରତରେ କରୋନା ସଂକ୍ରମଣ ଶୁକ୍ରବାର ୮ ଲକ୍ଷ ଟପିଥିବାବେଳେ ମୃତ୍ୟୁସଂଖ୍ୟା ୨୧,୭୨୪ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୫୦୬ ନୂଆ ମାମଲା ଚିହ୍ନଟ...

ଛୋଟ ପିଲାଙ୍କୁ ଢ଼ାଲ କରି ସୁରକ୍ଷାକର୍ମୀଙ୍କ ସହ ଲଢ଼ିବାକୁ ଯୋଜନା କରୁଛନ୍ତି ମାଓବାଦୀ

ରାୟପୁର,୨୦।୭: ଲଗାତାର ଆତ୍ମସମର୍ପଣ, ଗିରଫ ତଥା ଏନ୍‌କାଉଣ୍ଟର ଆଦିରେ ମାଓବାଦୀ ସଦସ୍ୟଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଛତିଶଗଡ଼ ମାଓବାଦୀ ପ୍ରବଣ ଅଞ୍ଚଳରେଏକ...

ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍‌ରେ କାମ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...

ଚାରି ଦିନ ମଧ୍ୟରେ ତୃତୀୟ ଥର ପଞ୍ଜାବ ଗସ୍ତ କରିଛନ୍ତି ମୋଦି

ଚଣ୍ଡିଗଡ଼,୧୭ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପଞ୍ଜାବ ଗସ୍ତ କରିଛନ୍ତି । ୪ ଦିନ ମଧ୍ୟରେ ତୃତୀୟଥର ଲାଗି ସେ ପଞ୍ଜାବ ଗସ୍ତ କରିଛନ୍ତି...

ୟୁପି ମେଡିକାଲରେ ଲଜ୍ଜା

ଗାଜିଆବାଦ, ୭ା୫ : ଉତ୍ତର ପ୍ରଦେଶ(ୟୁପି)ର ଗାଜିଆବାଦ ମେଡିକାଲରୁ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଘଟଣା। ମେଡିକାଲରେ ଛିଡ଼ା ହୋଇଥିବା ଜଣେ ମହିଳାଙ୍କ ଉପରେ ହସ୍ତମୈଥୁନ...

ମାଓବାଦୀ ବିରୋଧୀ ଅଭିଯାନରେ ମହିଳା କମାଣ୍ଡୋଙ୍କୁ ସାମିଲ କଲା ସିଆର୍‌ପିଏଫ୍‌

ନୂଆଦିଲ୍ଲୀ,୬ ।୨: ସେଣ୍ଟ୍ରାଲ ରିର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌) ମହିଳା କମାଣ୍ଡୋଙ୍କୁ ନକ୍ସଲ ବିରୋଧୀ ଅଭିଯାନରେ ସାମିଲ କରିବାକୁ ନିଷ୍ପତ୍ତି ନେଇଛି । ଏଥିପାଇଁ ୬ ମହିଳା...

ଜେପିସି ତଦନ୍ତ ଦାବିକଲେ ବିରୋଧୀ

ନୂଆଦିଲ୍ଲୀ/ମୁମ୍ବାଇ,୩ା୨:ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ଅଡ଼ୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଦାନୀ ସମୂହ ବିରୋଧରେ ଆମେରିକୀୟ ଆକ୍ଟିଭିଷ୍ଟ ଇନ୍‌ଭେଷ୍ଟର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଆଣିଥିବା ଷ୍ଟକ୍ସ...

ଉଦ୍ଧାର ହୋଇଥିବା ଛାତ୍ରୀଛାତ୍ରଙ୍କୁ ମନ୍ତ୍ରୀ କହିଲେ ‘ମୋଦିଜୀ ଜିନ୍ଦାବାଦ’

ନୂଆଦିଲ୍ଲୀ,୪।୩: ଯୁଦ୍ଧ ପ୍ରଭାବିତ ୟୁକ୍ରେନରେ ଫସିଥିବା ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କାର୍ଯ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୋଗଦାନ ଉପରେ ଭାରତୀୟ ବାୟୁ ସେନା (ଆଇଏଏଫ୍‌) ବିମାନ ମଧ୍ୟରେ...

Advertisement
Archives

Model This Week