ଉଦାହରଣ ପାଲଟିଲେ ସରପଞ୍ଚ

ଖଇରା, ୧୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ନହଙ୍ଗ ପଞ୍ଚାୟତର ସରପଞ୍ଚ ରାଜଶ୍ରୀ ଦାସ ନିଜ ପଞ୍ଚାୟତବାସୀଙ୍କ ସୁରକ୍ଷା ପାଇଁ ନିଜେ ଅଣ୍ଟା ଭିଡି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ା ନିଜ ପଞ୍ଚାୟତକୁ ସୁରଟ, କୋଲକାତା, ଦିଲ୍ଲୀ, ମୁମ୍ବାଇ ଫେରନ୍ତାଙ୍କ ସଂଖ୍ୟା ଦିନକୁ ଦିନ ବଢି ଚାଲିଥିବା ବେଳେ ସଂକ୍ରମଣ ଆଶଙ୍କାରେ ପଞ୍ଚାୟତକୁ ୪୮ଘଣ୍ଟିଆ ଶଟଡାଉନ ଘୋଷଣା କରିଛନ୍ତି ା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଓ ପୋଲିସ ପ୍ରଶାସନ ସହ ଆଲୋଚନା ପରେ ୧୬ତାରିଖ ସକାଳ ୬ଟାରୁ ୧୮ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ପଞ୍ଚାୟତର ସ୍ବାସ୍ଥ୍ୟକେନ୍ଦ୍ର ଓ ଔଷଧ ଦୋକାନକୁ ଛାଡି ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ା କେବଳ ସେତିକି ନୁହେଁ ଶୁକ୍ରବାରଠାରୁ ଗାଁ ଗାଁ ବୁଲି ସେ ନିଜେ ବିଶୋଧନ କାର୍ଯ୍ୟ କରିବା ଭଳି ନିଆରା ଘଟଣା ଦେଖିବାକୁ ମିଳିଥିଲା ା ଲୋକଙ୍କ ସୁରକ୍ଷା ପାଇଁ ତାଙ୍କୁ ଆଗକୁ ଆସିବାକୁ ପଡିଥିବା ସରପଞ୍ଚ ଦାସ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ଚାଷ କରି ସ୍ବାବଲମ୍ବୀ ହୋଇଛନ୍ତି ପରମେଶ୍ବର

ଭବାନୀପାଟଣା,୨୬।୯(ସ୍ବ.ପ୍ର.): ବିଏସସି ପାସ କରିବା ପରେ ନିଜ ଅଞ୍ଚଳରେ ଚାକିରିଟିଏ କରିବା ପାଇଁ ବହୁତ ଚେଷ୍ଟା କରିଥିଲେ। ହେଲେ ଚାକିରିଟିଏ ନ ମିଳିବାର ନିରାଶ ହୋଇ...

ଦୁଇ ମହିଳା ମାଓବାଦୀ ନିହତ

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଦାନ୍ତେଓ୍ବାଡା ଜିଲା ଅରନପୁର ଥାନା ଅଞ୍ଚଳରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଦୁଇ ମହିଳା...

୮ ପର୍ଯ୍ୟନ୍ତ ରେଳ ଚଳାଚଳ ବନ୍ଦ

କେନ୍ଦୁଝର/ଯୋଡ଼ା, ୩ା୧୧ (ସ୍ବ.ପ୍ର/ଡି.ଏନ.ଏ): କେନ୍ଦୁଝର ଜିଲା ରାଜଖରସୁଆଁ ଠାରୁ ଡାଙ୍ଗୁଆପୋଷି ପର୍ଯ୍ୟନ୍ତ ତୃତୀୟ ରେଳଧାରଣା ନିର୍ମାଣ ନିମନ୍ତେ ଦକ୍ଷିଣ ପୂର୍ବ ରେଳ ବିଭାଗର ଚକ୍ରଧରପୁର ଡିଭିଜନ...

ହାଇକୋର୍ଟରେ ରାଶନ ସାମଗ୍ରୀ ହଡ଼ପ ମାମଲା: ଗରିବଙ୍କୁ ଧନୀ ଦର୍ଶାଇ ସତ୍ୟପାଠ ଦାଖଲ

ଯାଜପୁର ଅଫିସ୍‌,୧୭।୭: ମାମଲାରୁ ବର୍ତ୍ତିବା ପାଇଁ ଗରିବ ଲୋକଙ୍କୁ ଧନୀ ଦର୍ଶାଇ ହାଇକୋର୍ଟରେ ମିଥ୍ୟା ସତ୍ୟପାଠ ଦାଖଲ କରାଯିବା ଭଳି ଏକ ସମ୍ବେଦନଶୀଳ ଘଟଣା ଯାଜପୁର...

ବଜ୍ରପାତରେ ଗଲା ୭ ଗୋରୁଙ୍କ ଜୀବନ

ଶଙ୍କରାଖୋଲ,୩ା୬(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ବସ୍ତିଙ୍ଗିଆ ପଞ୍ଚାୟତ ନିକଟ ଗୁଡିରିଗଁାରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ୭ଗୋରୁଙ୍କ ମୃତ୍ୟୁ ହୋଇଛି। ଅପରାହ୍ନରେର ଗୋରୁଗୁଡିକ ଚରୁଥିବାବେଳେ ବର୍ଷା ହେବାରୁ...

କୋଟିଏରୁ ଅଧିକ ଟଙ୍କାର ସାମଗ୍ରୀ ଏବେ ଅଚଳ

ପାରାଦୀପ, ୧୦ା୮(ଶରତ ରାଉତ)ମହାମାରୀ କରୋନା ପାଇଁ ପାରାଦୀପର ବେଳାଭୂମି ରାସ୍ତା ପାଖରେ ୨୦୨୦ରେ କୋଭିଡ୍‌ ହସ୍ପିଟାଲ ସରକାର ଖୋଲିଥିଲେ। ଏବେ କରୋନା ସଂକ୍ର୍ରମଣ ହ୍ରାସ ପାଇଥିବାରୁ...

ଏକ ଦିବସୀୟ ଫୁଟବଲ୍‌: ନିମେଇସାପୁର ଚାମ୍ପିୟନ

ବିରିଡ଼ି/ବାଲିଆ,୧୩ା୧୧(ଡି.ଏନ.ଏ): ବିରିଡି ବ୍ଲକ ୨୨ମୌଜା ମଇଁନ୍ଦିପୁର-କମଳପୁର ଯୁବକ ସଂଘ ଆନୁକୂଲ୍ୟରେ ୩୭ତମ ଏକଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ସ୍ଥାନୀୟ ବୈଦ୍ୟନାଥ କ୍ରୀଡ଼ା ସଂସଦ ଖେଳପଡିଆରେ ମଙ୍ଗଳବାର ଅନୁଷ୍ଠିତ...

ବିନା ତାଲିମରେ ଶିକ୍ଷକ ବାଣ୍ଟିଲେ କୃମିନାଶ ଔଷଧ : ସ୍କୁଲରେ ସହପାଠୀଙ୍କୁ ଔଷଧ ଖୁଆଇଲେ ଛାତ୍ରୀଛାତ୍ର

ରଣପୁର,୯ା୮(ସ୍ବ.ପ୍ର.): ଗୁରୁବାର ଜାତୀୟ କୃମିନାଶ ଦିବସ ରଣପୁର ବ୍ଲକ ଅଞ୍ଚଳରେ ପ୍ରହସନ ପାଲଟିଥିବା ଅଭିଯୋଗ ହେଉଛି। ସରକାରୀ ସ୍କୁଲର ଛାତ୍ରୀଛାତ୍ରଙ୍କୁ କୃମିନାଶ ଔଷଧ ବଣ୍ଟନ କରାଯାଇ...

Advertisement
Archives

Model This Week