Posted inଜାତୀୟ

ଉଦିତ ନାରାୟଣନଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ, ୩୦।୭: ବଲିଉଡ ସିଙ୍ଗର ଉଦିତ ନାରାୟଣଙ୍କୁ ହତ୍ୟା ଧମକ ଦିଆଯାଇଛି। ଏନେଇ ସେ ପୋଲିସ୍‌ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ମୁତାବକ, କେହି ଜଣେ ଅଜ୍ଞାତ ବ୍ୟକ୍ତି ବାରମ୍ବାର ଉଦିତ୍‌ଙ୍କ ଫୋନ୍‌ କରି ଖରାପ ଭାଷାରେ ଗାଳିଗୁଲଜ କରିବା ସହ ଜୀବନରୁ ମାରି ଦେବାର ଧମକ ଦେଉଛନ୍ତି। ଅଞଜାତ ବ୍ୟକ୍ତି ଜଣଙ୍କ ନିଜକୁ ରବି ପୂଜାରୀ ବୋଲି ପରିଚୟ ଦେଉଛି ବୋଲି ଉଦିତ୍‌ ପୋଲିସକୁ କହିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ରିପୋର୍ଟ ଅନୁସାରେ କଲ କରୁଥିବାର ବିହାରର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲ୍‌ମାନଙ୍କ ଫିଟ୍‌ ଇଣ୍ଡିଆ ବାର୍ତ୍ତା

ନୂଆଦିଲ୍ଲୀ: ଅକ୍ଟୋବର ୨ରେ ସାରା ଦେଶରେ ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଇଛି। ଏହି ଉପଲକ୍ଷେ ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାନ୍‌ ନିଜ ଫ୍ୟାନ୍ସଙ୍କୁ ଦେଇଛନ୍ତି...

ସୁସ୍ଥ ହେଉଛନ୍ତି ଟ୍ରାଜେଡି କିଙ୍ଗ

ମୁମ୍ବାଇ,୨ ।୭: ବଲିଉଡ୍ ଟ୍ରାଜେଡି କିଙ୍ଗ ଦିଲିପ କୁମାର ବୟସାଧିକ୍ୟ ରୋଗ ଯୋଗୁ କିଛି ଦିନ ତଳେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହେଲେ ଏବେ...

‘ହେଲମେଟ୍‌ କାହିଁ ପିନ୍ଧିନ’ ପଚାରିବାରୁ ଜର୍ନାଲିଷ୍ଟଙ୍କୁ କ୍ୟାମେରା ଆଗରେ ନିର୍ଯାତନା

ଗୁଆହାଟୀ,୮।୨: ‘ କାହିଁକି ହେଲମେଟ୍‌ ପିନ୍ଧି ନାହଁ ’। ଏଭଳି ପ୍ରଶ୍ନ ପଚାରିବାରୁ ଆସାମର ଜଣେ ଜର୍ନାଲିଷ୍ଟଙ୍କୁ ନିର୍ଯାତନା ଦେଇଛନ୍ତି ଦୁଇ ପୋଲିସ କନଷ୍ଟେବଳ। ଆସାମର...

ଜନ୍ମାଷ୍ଟମୀ ପାଇଁ ହରିୟାଣାରେ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୧।୮: ହରିୟାଣାରେ ଜନ୍ମାଷ୍ଟମୀ ଉପଲକ୍ଷେ ଅଗଷ୍ଟ ୨୩କୁ ସରକାରୀ ଛୁଟି ଭାବେ ଘୋଷଣା କରାଯାଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟରଙ୍କ ସରକାର ଏହି ନିଷ୍ପତ୍ତି ନେଇଥିବା...

ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲା: ନିୟମ ଉଲ୍ଲଂଘନ ସମ୍ପର୍କରେ ଅଜଣା ଥିଲା ଏଫ୍‌ଆଇପିବି

ନୂଆଦିଲ୍ଲୀ,୨୪।୮: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ନିୟମ ଉଲ୍ଲଂଘନ ସମ୍ପର୍କରେ ଏଫ୍‌ଆଇପିବି ଅଜଣା ରହିଥିଲା। ଏନେଇ ତତ୍କାଳୀନ ଏଫ୍‌ଆଇପିବି ଅଧ୍ୟକ୍ଷ ସୁବ୍ବା ରାଓ ବୟାନ ଦେଇଛନ୍ତି। ସୁବ୍ବା...

ଉନ୍ନାଓ୍ବରେ ପୁଣି ତାତି: ଏକତରଫା ପ୍ରେମରେ ବିଫଳ ହୋଇ ମୁସଲମାନ୍‌ ଯୁବତୀ ରୋହିତଙ୍କ ଉପରେ କଲେ ଏସିଡ୍‌ ମାଡ଼

ଉନ୍ନାଓ୍ବ,୨୯।୧: ଉତ୍ତରପ୍ରଦେଶ ଉନ୍ନାଓ୍ବ ବିଭିନ୍ନ ଆପରାଧୀକ ମାମଲା ଯୋଗୁ ଚର୍ଚ୍ଚାରେ ରହି ଆସିଛି। ସମ୍ପ୍ରତି ଏଠାରେ ଜଣେ ମୁସଲମାନ୍‌ ଯୁବତୀ ଏକ ତରଫା ପ୍ରେମରେ ବିଫଳ...

ନାଳକୁ ଖସିଲା ଗାଡ଼ି: ଚାଲିଗଲା ୯ ଶ୍ରମିକଙ୍କ ଜୀବନ

ବେଙ୍ଗାଲୁରୁ,୨୬।୬: କର୍ନାଟକର ବେଲାଗଭି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଶ୍ରମିକଙ୍କ ନେଇ ଯାଉଥିବା ଗାଡି ନାଳରେ ଖସିପଡିବାରୁ ୯ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି।...

ସ୍ବଚ୍ଛତା ସିଟି ସର୍ଭେ ରିପୋର୍ଟ ପ୍ରକାଶ: ସବୁଠୁ ଅପରିଷ୍କାର ଏହି ସହର

ନୂଆଦିଲ୍ଲୀ,୨୨ା୮: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ବଚ୍ଛତା ପରିମାପକରେ ସହର ଏବଂ ରାଜ୍ୟର ର଼୍ୟାଙ୍କ ପ୍ରକାଶ ପାଇଛି। ୨୦୨୦ ସିଟି ସର୍ଭେରେ ଝାଡ଼ଖଣ୍ଡ ୧୦୦ରୁ କମ୍‌...

Advertisement
Archives

Model This Week