Posted inଜାତୀୟ

ଉଦ୍ଧବଙ୍କୁ ମିଳିଲାନି ଭାଇ ରାଜ ଠାକରେଙ୍କ ଭୋଟ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ର ବିଧାନସଭାରେ ଶନିବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇଥିଲେ। ତାଙ୍କ ସପକ୍ଷରେ ୧୬୯ଭୋଟ ଆସିଥିବା ବେଳେ ଏବେ ସେ ତାଙ୍କ କ୍ୟାବିନେଟ ବିସ୍ତାର କରିବାର ରାସ୍ତା ସଫା ହୋଇଗଲା ବୋଲି ଆଲୋଚନା ହେଲାଣି। ସବୁଠାରୁ ବଡକଥା ହେଲା ଏହି ଭୋଟ ସମୟରେ ଉଦ୍ଧବଙ୍କ ଭାଇ ରାଜ ଠାକରେଙ୍କ ଦଳ ମହାରାଷ୍ଟ୍ର ନବନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌)ର ବିଧାୟକ ରାଜୁ ପାଟିଲ ତାଙ୍କୁ ଭୋଟ ଦେଇ ନ ଥିଲେ ବୋଲି ଜଣାପଡିଛି। କାରଣ ସେ କୌଣସି ଦଳକୁ ସମର୍ଥନ ନ କରି ଗୃହତ୍ୟାଗ କରିଥିଲେ। ସେହିପରି ଓବେସିଙ୍କ ଦଳ ଏମ୍‌ଆଇଏମ୍‌ରୁ ୨ ଓ ସିପିଆଇଏମ୍‌ର ଜଣେ ବିଧାୟକ ମଧ୍ୟ ଏହି ଆସ୍ଥା ଭୋଟରେ ଯୋଗ ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶ ଅମ୍ବାନୀ ସମ୍ଭାଳିବେ ରିଲାଏନ୍ସ ଜିଓର ଦାୟିତ୍ୱ

ନୂଆଦିଲ୍ଲୀ,୨୮।୬: ଦେଶର ବୃହତ୍ତମ କର୍ପୋରେଟ ହାଉସ ମଧ୍ୟରୁ ରିଲାଏନ୍ସ ଗ୍ରୁପରେ ପରବର୍ତ୍ତୀ ପିଢ଼ିକୁ ଦାୟିତ୍ୱ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର...

ମନ୍ତ୍ରୀଙ୍କ ଉପରକୁ ମରଣାନ୍ତକ ଆକ୍ରମଣ

ଲକ୍ଷ୍ନୌ,୩।୨: ଉତ୍ତରପ୍ରଦେଶ ସରକାରର କ୍ୟାବିନେଟ ମନ୍ତ୍ରୀ ସିଦ୍ଧାର୍ଥନାଥ ସିଂହଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ବ୍ଲେଡ ଓ ବିଷରେ ତାଙ୍କ ଉପରକୁ ଆକ୍ରମଣ କରିବାକୁ ଚେଷ୍ଟା...

ପାକିସ୍ତାନର ପର୍ଦ୍ଦାଫାଶ କଲା ଆରଟିଆଇ: ଦଣ୍ଡାଦେଶ ଶେଷ ପରେ ୫୦୦ ଭାରତୀୟ ପାକିସ୍ତାନ ଜେଲରେ ବନ୍ଦୀ…

ନୂଆଦିଲ୍ଲୀ,୨୪।୫ : ପାକିସ୍ତାନୀ ସାମୁଦ୍ରିକ ସୀମାରେ ବେଆଇନ ମାଛ ଧରିବା ଅଭିଯୋଗରେ କରାଚିର ଏକ ଜେଲରେ ଥିବା ୧୯୮ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ଏକ ଦଳ...

କେନ୍ଦ୍ର କ୍ୟାବିନେଟ୍‌: ଇ-ବସ୍‌ ସେବା, ବିଶ୍ୱକର୍ମା ଯୋଜନାକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୬ା୮: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ମିଳିଛି। କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି,...

ହରିୟାଣା ସରକାରଙ୍କ ଚାକିରି ଛାଡ଼ିଲେ ରେସ୍‌ଲର ବବିତା ଫୋଗତ୍‌

ଚଣ୍ଡିଗଡ଼, ୭।୧୦: ଜଣାଶୁଣା ରେସ୍‌ଲର ବବିତା ଫୋଗତ୍‌ ବୁଧବାର ହରିୟାଣା ସରକାରଙ୍କ କ୍ରୀଡ଼ା ବିଭାଗ ଉପନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି। ଗତ ଜୁଲାଇ ୩୦ରେ ହରିୟାଣା...

ସୋମବାରଠାରୁ କରତାରପୁର ବନ୍ଦ

ନୂଆଦିଲ୍ଲୀ,୧୫।୩: ଭାରତରେ ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୭ ଛୁଇଁଛି। ସଂକ୍ରମଣକୁ ଦୃଷ୍ଟିରେ ଭାରତ ସରକାରଙ୍କ ପକ୍ଷରୁ ଭିଡ଼ରୁ ଦୂରେଇ ରହିବାକୁ ଲୋକଙ୍କ ପରାମର୍ଶ ଦିଆଯାଇଛି।...

ଆଦିବାସୀଙ୍କ ସହିତ ପାରମ୍ପରିକ ପୋଷାକରେ ନୃତ୍ୟ କଲେ ରାହୁଲ, ଭିଡ଼ିଓ ଭାଇରାଲ…

ଚେନ୍ନାଇ,୧୨।୮ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ବର୍ତ୍ତମାନ ଦୁଇ ଦିନିଆ ତାମିଲନାଡୁ ଏବଂ କେରଳ ରାଜ୍ୟ ଗସ୍ତରେ ଅଛନ୍ତି। ଶନିବାର ତାମିଲନାଡୁର ଓଟି ନିକଟ...

୪୦ ବର୍ଷରେ ଭାଜପା: କରୋନା ଲଢ଼େଇରେ ସାମିଲ୍‌ ହେବାକୁ ଆହ୍ବାନ ଦେଲେ ମୋଦି

ନୂଆଦିଲ୍ଲୀ,୬।୪: ଭାଜପା ସୋମବାର ୪୦ ବର୍ଷରେ ପାଦଦେଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳର ସମସ୍ତ ସଦସ୍ୟଙ୍କୁ କରୋନା ଲଢ଼େଇରେ ସାମିଲ୍‌ ହେବାକୁ ଆହ୍ବାନ...

Advertisement
Archives

Model This Week