Posted inଜାତୀୟ

ଉଦ୍ଧବଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୋଦିଙ୍କୁ ଆମନ୍ତ୍ରଣ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଗୁରୁବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଶିବାଜୀ ପାର୍କରେ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆମନ୍ତ୍ରଣ କରାଯାଇଥିବା ସୂଚନା ରହିଛି। ଶିବସେନା, ଏନ୍‌ସିପି ଓ କଂଗ୍ରେସ ମେଣ୍ଟରେ ମହାରାଷ୍ଟ୍ରରେ ସରକାର ଗଠନ ହେବାକୁ ଯାଉଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଦିଙ୍କୁ ମଧ୍ୟ ନିମନ୍ତ୍ରଣ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆକୁ ମିଳିବ ବି୭୭୭ ବିମାନ

ନୂଆଦିଲ୍ଲୀ,୯ା୬: ଭାରତର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଲାଗି ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଏୟାର ଇଣ୍ଡିଆକୁ ବୋଇଂ କମ୍ପାନୀ ଦୁଇଟି ଅତ୍ୟାଧୁନିକ ବି୭୭୭ ବିମାନ...

ତବଲିଗି ଜମାତର ବିଦେଶୀ ନାଗରିକଙ୍କୁ ୧୦ ବର୍ଷ ପାଇଁ ଭାରତ ମନା

ନୂଆଦିଲ୍ଲୀ,୪।୬: ତବଲିଗି ଜମାତର ଗତିବିଧିରେ ସାମିଲ ଥିବା ୯୬୦ ବିଦେଶୀ ନାଗରିକଙ୍କ ଭାରତ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏମାନେ ୧୦ ବର୍ଷ ପର୍ଯ୍ୟନ୍ତ ଭାରତ...

ବୁଥ୍‌ ବାହାରେ କଂଗ୍ରେସ ପ୍ରାର୍ଥୀଙ୍କ ଦାଦାଗିରି

ରାଞ୍ଚି,୩୦।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟର ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଏଠାରେ ୧୩ଟି ଆସନ ପାଇଁ ପ୍ରାୟ ୪,୮୯୨ଟି କେନ୍ଦ୍ରରେ ମତଦାନ ଚାଲିଛି।...

ମୋଦି ସରକାର ଦେଶର ଅର୍ଥନୀତିକୁ ରୁଗ୍‌ଣ କରିଛନ୍ତି: ସୁବ୍ରମଣ୍ୟମ ସ୍ବାମୀ…

ନୂଆଦିଲ୍ଲୀ,୧।୬: ଭାଜପା ରାଜ୍ୟସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପୁଣି ବର୍ଷିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ମୋଦି...

କୃଷି ଋଣ ଛାଡ଼ ଘୋଷଣା କଲେ ଉଦ୍ଧବ

ମୁମ୍ବାଇ,୨୧।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶନିବାର ବିଧାନସଭାରେ କୃଷକଙ୍କ ଋଣଛାଡ ପାଇଁ ଘୋଷଣା କରିଛନ୍ତି। ଏଥିରେ ୨ଲକ୍ଷ ପର୍ଯ୍ୟନ୍ତ ଟଙ୍କା ଋଣ ଛାଡ କରାଯିବ।...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଖାଆନ୍ତୁ ଏହି ପରିବା…

ସବୁଜ ପନିପରିବା ଦେହ ପାଇଁ ଉପକାରୀ । ଡାକ୍ତରମାନେ ସବୁଜ ପନିପରିବା ଖାଇବା ଉପରେ ଗୁରୁତ୍ୱ ଦେଇଥାଆନ୍ତି। କାରଣ ଏଥିରେ ପ୍ରଚୁର ପରିମାଣରେ ଭିଟାମିନ ଥାଏ।...

ରାଜ୍ୟ ସଭା ନିର୍ବାଚନ, ୫୭ ଆସନ ନେଇ ଅଙ୍କକଷା…

ନୂଆଦିଲ୍ଲୀ, ୨୮।୫ : ରାଜ୍ୟ ସଭାର ୫୭ ଟି ଆସନ ପାଇଁ ନିର୍ବାଚନ ଜୁନ ୧୦ରେ ହେବ। ଏଥିଲାଗି ନାମାଙ୍କନ ପାଇଁ ମେ ୩୧ ଶେଷ...

ବସ୍‌-ଅଟୋ ମୁହାଁମୁହିଁ, ୯ ମୃତ …

କୋଲକାତା, ୯।୮ : ପଶ୍ଚିମବଙ୍ଗର ବୀରଭୂମ ଜିଲାର ଜାତୀୟ ରାଜପଥ ନମ୍ବର ୬୦ରେ ଏକ ଯାତ୍ରୀବାହୀ ବସ୍‌ ଏବଂ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।...

Advertisement
Archives

Model This Week