Posted inଜାତୀୟ

ଉଦ୍ଧବ ଠାକରେଙ୍କୁ ଝଟ୍‌କା: ଶିବସେନା ଛାଡିଲେ ଅବଦୁଲ

ମୁମ୍ବାଇ,୪।୧: ମହାରାଷ୍ଟ୍ରରେ ଶିବସେନା ନେତୃତ୍ୱରେ ଗଢାଯାଇଥିବା ଉଦ୍ଧବ ଠାକରେଙ୍କ ମନ୍ତ୍ରିମଣ୍ଡଳରେ କିଛି ଠିକ୍‌ ଚାଲୁ ନ ଥିବା ଆଲୋଚନା ହେଉଛି। କାରଣ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ମନ୍ତ୍ରୀ ପଦ ନ ମିଳିଥିବା ବିଧାୟକମାନେ ଅସନ୍ତୋଷ ପ୍ରକାଶ କରିବା ସହ ସେମାନଙ୍କ ମଧ୍ୟରୁ କେତେଜଣ ଦଳ ଛାଡି ଦେଉଥିବା ଦେଖାଗଲାଣି। ଶିବସେନାରେ ଥିବା ଏକମାତ୍ର ମୁସଲିମ ମନ୍ତ୍ରୀ ଅବଦୁଲ ସତ୍ତାର ଶନିବାର ରାଜ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଥିବା ଜଣାପଡିଛି। ଆଲୋଚନା ହେଉଛି କି କ୍ୟାବିନେଟ ମନ୍ତ୍ରୀ ପଦ ନ ମିଳିବାରୁ ଅବଦୁଲ ଅସନ୍ତୁଷ୍ଟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାର୍ଲଡ କପ୍‌ ପ୍ରେମ: ସୁନାରେ ବ୍ୟାଟ, ବଲ ତିଆରି କଲେ ଯୁବକ

ଅହମ୍ମଦାବାଦ,୧୬।୬: ଗୁଜରାଟ ଅହମ୍ମଦାବଦର ମନିଷ ସୋନୀ ନାମକ ଜଣେ ଯୁବକ ଏବେ ଖୁବ୍‌ ଚର୍ଚ୍ଚାରେ। କ୍ରିକେଟ ଓ୍ବାର୍ଲଡ କପ୍‌ ଚାଲିଥିବା ସମୟରେ ସେ ସୁନାରେ କ୍ରିକେଟ...

ଭାରତରୁ କରୋନାକୁ ମୂଳପୋଛ କରିବା ଲାଗି ସେନା ଭିଡ଼ିଲା ଅଣ୍ଟା: ୧୩୩ ହସ୍ପିଟାଲରେ ୮ ହଜାର ଡାକ୍ତର ପ୍ରସ୍ତୁତ

ନୂଆଦିଲ୍ଲୀ,୨।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ସେନା ଅଣ୍ଟା ଭିଡ଼ିଛି। ଏନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏକ ଭିଡ଼ିଓ କନଫରେନ୍ସିଂ କରିଛନ୍ତି। ଏଥିରେ...

ଭାଜପା ପ୍ରାର୍ଥୀଠୁ ହାରିଲେ ପାରିକରଙ୍କ ପୁଅ

ପାଣାଜି,୧୦।୩: ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ତଥା ସ୍ବର୍ଗତ ମନୋହର ପାରିକରଙ୍କ ପୁଅ ଉତ୍ପଳ ପାରିକରଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ତାହା ପୁଣି ଭାଜପା ପ୍ରାର୍ଥୀ...

ଚାରିଆଡ଼ୁ ଘେରିଲେ ପଡ଼ୋଶୀ

ନୂଆଦିଲ୍ଲୀ,୨୭ା୬ : ଚାଇନା, ପାକିସ୍ତାନ ଓ ନେପାଳ ପରେ ଏବେ ପଡ଼ୋଶୀ ଭୁଟାନ ଭାରତକୁ ହଇରାଣ କରିବା ଆରମ୍ଭ କରିଛି। ପାରମ୍ପରିକ ‘ଡୋଙ୍ଗ୍‌’ କେନାଲ ଦେଇ...

ଗ୍ରୀଷ୍ମାବକାଶ ପରେ ଅନୁଚ୍ଛେଦ ୩୭୦ ଉଚ୍ଛେଦର ଶୁଣାଣି

ନୂଆଦିଲ୍ଲୀ,୨୬୪ : ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ସୁବିଧା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ ଉପରେ ଶୁଣାଣି ଗ୍ରୀଷ୍ମାବକାଶ ପରେ...

ଭୁଟାନ ସହ ଚାଇନାର ନୂଆ ସୀମା ବିବାଦ

ନୂଆଦିଲ୍ଲୀ,୧।୭(ଆଇଏଏନ୍‌ଏସ୍‌): ପୂର୍ବ ଲଦାଖରେ ଭାରତ ସହ ସୀମା ବିବାଦ ଲାଗି ରହିଥିବାବେଳେ ଏବେ ସହଯୋଗୀ ଭୁଟାନ ସହ ଚାଇନା ନୂଆ ସୀମା ବିବାଦ ଆରମ୍ଭ କରିଛି।...

ବର୍ଷାରେ ବେହାଲ ଦିଲ୍ଲୀ: ରନ୍‌ୱେରେ ଜମିଲା ପାଣି

ନୂଆଦିଲ୍ଲୀ,୧୧ ।୯: ଶୁକ୍ରବାର ରାତିରୁ ରାଜଧାନୀ ଦିଲ୍ଲୀରେ ଲଗାଣ ବର୍ଷା ଫଳରେ ଅନେକାଂଶ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି । ଗଳିକନ୍ଦିରେ ପାଣି ଜମା ହୋଇଯିବା ସହ...

କେରଳରେ ସର୍ବାଧିକ କରୋନା ସଂକ୍ରମିତ: ଦ୍ୱିତୀୟ ସ୍ଥାନରେ ମହାରାଷ୍ଟ୍ର

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ପୂର୍ବରୁ କରୋନା...

Advertisement
Archives

Model This Week