ମୁମ୍ବାଇ,୨୨।୬: ମହାରାଷ୍ଟ୍ରର ରାଜ୍ୟପାଳ ଭାଗବତ ସିଂ କୋଶିଆରିଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ କଂଗ୍ରେସ ନେତା କମଲ ନାଥ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଆଣ୍ଟିଜେନ୍ ଟେଷ୍ଟ କରାଇଥିଲେ ଏବଂ ରିପୋର୍ଟ ପଜିଟିଭ୍ ଆସିଛି।
ମୁମ୍ବାଇ,୨୨।୬: ମହାରାଷ୍ଟ୍ରର ରାଜ୍ୟପାଳ ଭାଗବତ ସିଂ କୋଶିଆରିଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ କଂଗ୍ରେସ ନେତା କମଲ ନାଥ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଆଣ୍ଟିଜେନ୍ ଟେଷ୍ଟ କରାଇଥିଲେ ଏବଂ ରିପୋର୍ଟ ପଜିଟିଭ୍ ଆସିଛି।
ସାରା ବିଶ୍ୱରେ ଅନେକ ସହର ଏବଂ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ...
ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...
ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...
ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...
ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍...
ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...
