Posted inଜାତୀୟ

ଉଦ୍ଧବ ଦେଲେ ଶକ୍ତି ପରୀକ୍ଷା: ୧୬୯ ବିଧାୟକଙ୍କ ସମର୍ଥନ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଶନିବାର ବିଧାନ ଭବନରେ ଶକ୍ତି ପରୀକ୍ଷା ଦେଇଛନ୍ତି। ଶକ୍ତି ପରୀକ୍ଷାରେ ଉଦ୍ଧବ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇଛନ୍ତି। ୧୬୯ ବିଧାୟକ ଉଦ୍ଧବ ସରକାରଙ୍କ ସପକ୍ଷରେ ଭୋଟ ଦେଇଛନ୍ତି। ସରକାରଙ୍କ ବିପକ୍ଷରେ କୌଣସି ସଦସ୍ୟ ଭୋଟ ଦେଇ ନାହାଁନ୍ତି । ଏମ୍‌ଏନ୍‌ଏସ୍‌ ବିଧାୟକଙ୍କ ସମେତ ଗୃହରେ ଉପସ୍ଥିତ ୪ ବିଧାୟକ ଭୋଟଦାନରୁ ବିରତ ରହିଥିଲେ। ବିଧାନସଭାର ପ୍ରଥମ ଅଧିବେଶନ ବନ୍ଦେ ମାତରମ୍‌ରୁ କାହିଁକି ଆରମ୍ଭ ହେଲା ନାହିଁ ବୋଲି ଭାଜପା ପକ୍ଷରୁ ଅଭିଯୋଗ ଅଣାଯାଇ ପ୍ରବଳ ହଟ୍ଟଗୋଳ ହୋଇଥିଲା। ଭାଜପାର ୧୦୫ ବିଧାୟକ ଗୃହତ୍ୟାଗ କରି ବିଧାନସଭା ବାହାରେ ନାନା ସ୍ଲୋଗାନ୍‌ ଦେବା ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri