Posted inଜାତୀୟ

ଉଦ୍ଧବ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ, ଆଦିତ୍ୟ ଶିକ୍ଷାମନ୍ତ୍ରୀ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ସରକାର ଗଢିବାକୁ ଶିବସେନା ମେଣ୍ଟର ସାହାରା ନେଇଛି। ଏବେ ଏନ୍‌ସିପି ଓ କଂଗ୍ରେସ ସହ ମିଶି ଶିବସେନା ସରକାର ଗଢିବାକୁ ପ୍ରସ୍ତୁତ। ଏହାକୁ ନେଇ ଶୁକ୍ରବାର ୩ ଦଳ ମିଶି ଏକ ବୈଠକର ଆୟୋଜନ କରିଥିଲେ। ଏହି ବୈଠକ ଚାଲିଥିବା ବେଳେ ବିଶେଷ ସୂରୁ ମିଳିଥିବା ସୂଚନା ଅନୁଯାୟୀ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିପାରନ୍ତି। ଆଉ ପ୍ରକୃତ ପ୍ରାର୍ଥୀ ହୋଇଥିବା ଆଦିତ୍ୟ ଠାକରେଙ୍କୁ ଶିକ୍ଷା ବିଭାଗ ମିଳିପାରେ ବୋଲି ଆଲୋଚନା ହେଉଛି। ଭାରତୀୟ ଜନତା ପାର୍ଟି ସହ ମେଣ୍ଟ ଭାଙ୍ଗିବା କାରଣରୁ ଏବେ ଏନ୍‌ସିପି ଓ କଂଗ୍ରେସକୁ ନେଇ ଶିବସେନା ଯେଉଁ ମେଣ୍ଟ ସରକାର ଗଠନ କରିବ ସେଥିରେ ମନ୍ତ୍ରୀ ପଦକୁ ନେଇ ଏବେ ଚାଲିଛି ବିଚାର ବିମର୍ଷ। ତେଣୁ ପୂର୍ବରୁ ଯାହା ଶୁଣାଯାଉଥିଲା କି ଶିବସେନା ପ୍ରାର୍ଥୀ ଆଦିତ୍ୟ ମୁଖ୍ୟମନ୍ତ୍ରୀ ହେବେ ଏବେ କିନ୍ତୁ ଉଦ୍ଧବ ମୁଖ୍ୟମନ୍ତ୍ରୀ ହେବାକୁ ନେଇ ଆଲୋଚନା ଯୋର ଧରିଲାଣି। ସୂଚନାଯୋଗ୍ୟ, ଠାକରେ ପରିବାରର ପ୍ରଥମ ସଦସ୍ୟଭାବେ ଆଦିତ୍ୟ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାରୁ ସେ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ଶିବସେନା କର୍ମୀ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେବେ କି ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବେ କଂଗ୍ରେସ ଛାଡି ପାରନ୍ତି ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। କିଛିଦିନ ହେବ ସୋସିଆଲ ମିଡିଆରେ ଦେଖିବାକୁ...

କରୋନା ରୋଗୀଙ୍କ ଅନ୍ତିମ ସଂସ୍କାରକୁ ନେଇ ପ୍ରତିବାଦ, ଅର୍ଦ୍ଧଦଗ୍ଧ ମୃତଦେହ ନେଇ ପଳାଇଲେ ପରିବାର ଲୋକେ

ଶ୍ରୀନଗର,୩।୬: କରୋନା ସଂକ୍ରମଣକୁ ନେଇ ଲୋକେ ଏତେ ମାତ୍ରାରେ ଭୟଭୀତ ଅଛନ୍ତି ଯେ, ପୀଡିତ ଲୋକଙ୍କଠାରୁ ଦୂରେଇ ରହିବା ସହ ସାର୍ବଜନୀନ ଶ୍ମଶାନରେ ମୃତ କରୋନା...

ଦିଲ୍ଲୀରେ ହେବ ତ୍ରିମୁଖୀ ଲଢ଼େଇ

ନୂଆଦିଲ୍ଲୀ,୧୫ା୧(ପି.ଟି.): ମଙ୍ଗଳବାରଠାରୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏନେଇ ନୋଟିସ ଜାରି କରାଯାଇଛି। ଫେବୃୟାରୀ...

କରୋନା ମୃତକଙ୍କ ସତ୍କାର ପୂର୍ବରୁ ସ୍ବାସ୍ଥ୍ୟକର୍ମୀଙ୍କ ଅବସ୍ଥା ହେଲା ଏପରି: ଭିଡିଓ ଶେୟାର କଲେ ଆଇଏଏସ୍‌ ଅଫିସର

ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ସମୟରେ ଆଗଧାଡିର ଯୋଦ୍ଧା ପାଲଟିଛନ୍ତି ସ୍ବାସ୍ଥ୍ୟକର୍ମୀ। ସେମାନେ ନିଜ ଜୀବନକୁ ବାଜି ଲଗାଇ ନିସ୍ବାର୍ଥପର ଭାବେ ଲୋକଙ୍କ ସେବା କରିଚାଲିଛନ୍ତି।...

କମଲନାଥଙ୍କୁ ଶିବରାଜଙ୍କ ଟାର୍ଗେଟ: ଯିଏ ନିଜ ଗାଦି ବଞ୍ଚାଇ ପାରିଲେନି ସେ ମହାରାଷ୍ଟ୍ର ସରକାରକୁ ବଞ୍ଚାଇବେ

ଭୋପାଳ,୨୩ ।୬: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଉଜ୍ଜୟିନୀରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ଟାର୍ଗେଟ କରିଛନ୍ତି...

ହରିୟାଣାରେ ହାରିଗଲେ ଅଜୟ ମାକେନ

ଚଣ୍ଡିଗଡ଼,୧୧ ।୬: ଦେଶର ୪ ରାଜ୍ୟରେ ୧୬ ରାଜ୍ୟ ସଭା ଆସନ ପାଇଁ ହୋଇଥିବା ଭୋଟ ଗ୍ରହଣର ଫଳାଫଳ ସାମ୍ନାକୁ ଆସିଛି । କର୍ନାଟକ ଓ...

କୁକୁର ଛାତିରୁ ବାହାରିଲା ୪ କିଲୋ ଓଜନର ଟ୍ୟୁମର

ପୁଣେ,୨୯।୮: ପୁଣେର ଏକ କୁକୁର ଛାତିରୁ ୪ କିଲୋଗ୍ରାମ ଓଜନର ଏକ ଟ୍ୟୁମର ଅପରେଶନ ମାଧ୍ୟମରେ ବାହାର କରାଯାଇଛି। ଏହି ଟ୍ୟୁମର ଏକ ଫୁଟବଲ ପରି...

୮ କ୍ୟାବିନେଟ କମିଟିରେ ଶାହ

ନୂଆଦିଲ୍ଲୀ,୭ା୬(ଆଇଏଏନ୍‌ଏସ୍‌):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ କମିଟିଗୁଡିକର ପୁନର୍ଗଠନ କରିଥିଲାବେଳେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି। ଗଠିତ...

Advertisement
Archives

Model This Week