ଉଦ୍ଧାର କାର୍ଯ୍ୟ ଓ ରିଲିଫ ପାଇଁ ପଶ୍ଚିମବଙ୍ଗ ଯିବେ ୩୦୦ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ)-ବାତ୍ୟା ଅମ୍ଫନରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ପଶ୍ଚିମବଙ୍ଗ। ଉଦ୍ଧାର କାର୍ଯ୍ୟ ଓ ରିଲିଫ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୩୦୦ ଅଗ୍ନିଶମ କର୍ମଚାରୀ ଓ ୧୦ ଓଡ୍ରାଫ ଟିମ ସହ ୫୦୦ ଜଣ କର୍ମଚାରୀ ଶୁକ୍ରବାର ରାତିରୁ ପଶ୍ଚିମବଙ୍ଗ ଅଭିମୁଖେ ଗ୍ରସ୍ତ କରିବେ ବୋଲି ଏସ୍‌ଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି, ବିଭିନ୍ନ ଅତ୍ୟାଧୁନିକ ସାମଗ୍ରୀ ସହ ରାଜ୍ୟର ପ୍ରଶିକ୍ଷିତ ଅଗ୍ନିସେବା କର୍ମଚାରୀମାନେ ପଶ୍ଚିମବଙ୍ଗ ଅଭିମୁଖେ ଗ୍ରସ୍ତ କରି ରାସ୍ତା ସଫା କରିବାସହ ଗଛ କଟା କାର୍ଯ୍ୟରେ ନିୟୋଜିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ସାର କଳାବଜାର,ଚିନ୍ତାରେ ଚାଷୀ

ଯାଜପୁର ରୋଡ,୨୬ା୭(ଡି.ଏନ.ଏ.):ବିଳମ୍ବିତ ମୌସୁମୀ ପ୍ରବାହ ଯୋଗୁ ଚଳିତ ଖରିଫ ଚାଷକୁ ପ୍ରଭାବିତ କରିଥିଲେ ମଧ୍ୟ ଯାଜପୁର ଜିଲାର ଚାଷୀ ଧାନ ଚାଷରୁ ଆଶା ହରାଇ ନାହାନ୍ତି...

ସାଇସ୍ବରୂପ, ପୀୟୂଷଙ୍କୁ ଏଲୋ ରେଟିଂ ମାନ୍ୟତା

ଢେଙ୍କାନାଳ ଅଫିସ, ୨୬।୭- ଢେଙ୍କାନାଳ ଶ୍ରେୟା ଚେସ୍‌ ଏକାଡେମୀର ଉଦୀୟମାନ ଖେଳାଳି ସାଇସ୍ବରୂପ ମିଶ୍ର ଏବଂ ପୀୟୂଷ କୁମାର ସାହୁଙ୍କୁ ଅନ୍ତର୍ଜାତୀୟ ଏଲୋ ରେଟିଂ ମାନ୍ୟତା...

‘ମା’ ଦେଇଛି ଜନ୍ମ, ସ୍କୁଲ ଦେଇଛି ଜୀବନ’

ଭୁବନେଶ୍ୱର,୧।୪(ବ୍ୟୁରୋ): ବାଣୀବିହାର ଅଡିଟୋରିୟମଠାରେ ଶୁକ୍ରବାର ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଉତ୍ସବରେ ଓଡ଼ିଶା ଦକ୍ଷତା ବିକାଶ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭୁବନେଶ୍ୱର...

ବିଚ୍ଛିନ୍ନାଞ୍ଚଳରେ ବଣ୍ଟାହେବ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଓଡ଼ିଶା ସରକାରଙ୍କ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ବିତରଣ ଲାଗି ସଢ଼େଇକଳା ଓ ଖରସୁଆଁ ବିଚ୍ଛିନ୍ନାଞ୍ଚଳକୁ ପଠାଯାଇଛି। ମଙ୍ଗଳବାର ପୂର୍ବାହ୍ନରେ ଉତ୍କଳ ପ୍ରସଙ୍ଗ...

କୋଟିପତି ପିଏସ୍‌ ଗିରଫ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ବ୍ୟକ୍ତିଗତ ସଚିବ ଗିରଫ। ଶନିବାର ପିଏସ୍‌ ବିରଞ୍ଚି ନାରାୟଣ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ...

ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ସମ୍ବଲପୁର,୩ା୩(ବ୍ୟୁରୋ): ସମ୍ବଲପୁର ଜିଲା ଫ୍ୟାମିଲି କୋର୍ଟରେ ଦୁଇବର୍ଷ ପୂର୍ବରୁ ଘଟିଥିବା ବହୁଚର୍ଚ୍ଚିତ ସଙ୍ଗୀତା ଚୌଧୁରୀ ହତ୍ୟାକାଣ୍ଡର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ବିଭୂତି ନାରାୟଣ...

ସବୁ ଜିଲାରେ ଏନ୍‌ଇଇଟି ୟୁଜି ପରୀକ୍ଷା କେନ୍ଦ୍ର ହେଉ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏନ୍‌ଇଇଟି ୟୁଜି ପରୀକ୍ଷା ଆସନ୍ତା ଅଗଷ୍ଟ ୧ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ସମସ୍ତ...

ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସିଲେ ୨ ଭାଇ, ଜଣେ ମୃତ

ଦେବଗଡ଼,୩୦।୬ (ଡି.ଏନ୍‌.ଏ): ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଜଣେ ଶିଶୁର ମୃତ୍ୟୁ ଘଟିଛି। ଏଭଳି ଏକ ଦୁର୍ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଚନ୍ଦନଖୁଂଟି...

Advertisement
Archives

Model This Week