ଉଦ୍ଧାର ହରିଣ ଜଙ୍ଗଲରେ ଛଡ଼ାଗଲା

ଭଞ୍ଜନଗର,୨୪।୪(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ବନାଞ୍ଚଳର ବୁଦିଲି ଗ୍ରାମକୁ ଗୁରୁବାର ସକାଳେ ଏକ ହରିଣ ପଶି ଆସିଥିଲା। ହରିଣଟିକୁ କୁକୁର ଗୋଡ଼ାଇଥିଲେ। ଖବରପାଇ ରେଞ୍ଜର ଆଶାଲତା ଦିଗାଲ ଓ ଅନ୍ୟ କର୍ମଚାରୀମାନେ ପହଞ୍ଚି ହରିଣକୁ ଉଦ୍ଧାର କରି ସ୍ଥାନୀୟ ପ୍ରାଣୀ ଚିକିତ୍ସାଳୟକୁ ଆଣି ପ୍ରାଥମିକ ଚିକିତ୍ସା କରାଇଥିଲେ। ପରେ ତାହାକୁ ଦୁର୍ଗାପ୍ରସାଦ ଜଙ୍ଗଲରେ ଛାଡ଼ି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri