ଉଦ୍ଧାର ହେଲା ବିରଳ ପ୍ରଜାତିର ଗୋଧି

ଉଦଳା, ୧।୫(ଡି.ଏନ.ଏ.)-ଉଦଳା ବନଖଣ୍ଡ ଅଧୀନରେ ଥିବା ବହୁବନ୍ଧ ପଞ୍ଚାୟତର ନାବରା ଗ୍ରାମ ଜଙ୍ଗଲରୁ ଗ୍ରାମବାସୀମାନେ ଏକ ବିରଳ ପ୍ରଜାତିର ଗୋଧି ଉଦ୍ଧାର କରିଛନ୍ତି। ପରେ ଏହାକୁ ଉଦଳା ବନଖଣ୍ଡ କାର୍ଯ୍ୟାଳୟକୁ ହସ୍ତାନ୍ତର କରିଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ, ଏହି ବିରଳ ପ୍ରଜାତିର ଗୋଧି ଶିମିଳିପାଳ ଅଭୟାରଣ୍ୟର ପୂର୍ବ ପାର୍ଶ୍ୱ ଜଙ୍ଗଲ ଗୁଡିକରେ ବହୁ ସଂଖ୍ୟାରେ ଦେଖିବାକୁ ମିଳୁଥିଲା। ମାତ୍ର ବିଭିନ୍ନ ସମୟରେ ଜଙ୍ଗଲରେ ନିଅଁ। ଲାଗିବାରୁ ଧୀରେ ଧୀରେ ଏମାନଙ୍କ ସଂଖ୍ୟା ହ୍ରାସ ପାଇଯାଉଥିବା ପରିବେଶବିତ୍‌ ନରୋତ୍ତମ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

କଂଗ୍ରେସର ନିର୍ବାଚନ ମଣ୍ଡଳୀସ୍ତରୀୟ କର୍ମୀ ସମ୍ମିଳନୀ: ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟାପକ ରଣନୀତି

ଭବାନୀପାଟଣା,୩୧।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଭାରତ ପ୍ଲେସଠାରେ ଶୁକ୍ରବାର କଂଗ୍ରେସର ଏକ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ସଦର…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri