Posted inଜାତୀୟ

ଉନ୍ନାଓରେ ହାଇଦ୍ରାବାଦ ଘଟଣାର ପୁନରାବୃତ୍ତି

ଲକ୍ଷ୍ନୌ,୫।୧୨: ଉତ୍ତର ପ୍ରଦେଶର ଉନ୍ନାଓରେ ହାଇଦ୍ରାବାଦ ଗଣବଳାତ୍କାର ଘଟଣାର ପୁରନରାବୃତ୍ତି ହୋଇଛି। ଏଠାରେ ଜଣେ ବଳାତ୍କାର ପୀଡିତା ଯୁବତୀଙ୍କୁ ଜଳାଇବାକୁ ଉଦ୍ୟମ କରାଯାଇଛି। ଅଭିଯୁକ୍ତ ୫ ଜଣ ଯୁବତୀଙ୍କୁ ଏକ କ୍ଷେତରେ ପେଟ୍ରୋଲ ଢାଳି ନିଅଁା ଲଗାଇ ଦେବାକୁ ଚେଷ୍ଟା କରୁଥିବା ବେଳେ ଧରା ପଡିଛନ୍ତି। ଏମାନଙ୍କ ମଧ୍ୟରୁ ପୋଲିସ ୩ ଜଣଙ୍କୁ ଗିରଫ କରିଥିବା ବେଳେ ୨ ଫେରାର ଅଛନ୍ତି। ତେବେ ଯୁବତୀଙ୍କ ଶରୀରର ୯୦ ଭାଗ ପୋଡି ଯାଇଥିବା ସୂଚନା ମିଳିଛି। ଗୁରୁତର ହେବାରୁ ତାଙ୍କୁ ଲକ୍ଷ୍ନୌ ଟ୍ରମା ସେଣ୍ଟରକୁ ପଠାଇ ଦିଆଯାଇଥିବା ପୋଲିସ କହିଛି। ସୂଚନାଯୋଗ୍ୟ, ଚଳିତବର୍ଷ ମାର୍ଚ୍ଚରେ ଯୁବତୀଙ୍କୁ ବଳାତ୍କାର କରାଯାଇଥିଲା। ଏବେ ତାଙ୍କୁ ଜଳାଇବା ଘଟଣାରେ ପୂର୍ବରୁ ବଳାତ୍କାର ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତ ମଧ୍ୟ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍‌ସଆପ୍‌ରେ କେମିତି ପାଇବେ କରୋନା ସାର୍ଟିଫିକେଟ୍‌

ନୂଆଦିଲ୍ଲୀ,୮।୮: କରୋନା ଟିକା ନେଇଥିବା ବ୍ୟକ୍ତିଙ୍କ ପାଇଁ ଖୁସି ଖବର। ଯେଉଁମାନେ କରୋନା ଟିକା ନେଇଛନ୍ତି, ସେମାନେ ହ୍ବାଟସ୍‌ଆପ୍‌ ମାଧ୍ୟମରେ ସହଜରେ ସାର୍ଟିଫିକେଟ ପାଇପାରିବେ। ଏ...

କୋଭିଡ ପ୍ରୋଟୋକଲ୍‌ ମଧ୍ୟରେ ଚାଲିବ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୯।୭: କରୋନା କାଳ ମଧ୍ୟରେ ସଂସଦର ମୌସୁମୀ ଅଧିବେଶନଳ ଜୁଲାଇ ୧୯ରୁ ଆରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ପରେ ଏହା ପ୍ରଥମ...

ଯବାନଙ୍କ ସହ ଦୀପାବଳି ପାଳନ କରିପାରନ୍ତି ମୋଦି

ନୂଆଦିଲ୍ଲୀ,୧୩ ।୧୧: ଚଳିତ ବର୍ଷ ଦୀପାବଳି ସବୁଠାରୁ ନିଆରା ହେବ ବୋଲି କୁହାଯାଉଛି । କାରଣ ଏଥର କରୋନା ମହାମାରୀ କଟକଣା ମଧ୍ୟରେ ପାଳନ ହେବ...

ମମତାଙ୍କୁ ଟାର୍ଗେଟ କଲେ ଶାହା

ମେଦିନାପୁର,୧୯ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ୨ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଶୁକ୍ରବାର ବିଳମ୍ବିତ ରାତିରେ କୋଲକାତାରେ ପହଞ୍ଚିଥିଲେ । ଶନିବାର ସେ ମେଦିନାପୁରରେ ଏକ...

ସୁଏଜ ଅବରୋଧ ହଟାଇବାକୁ ଭାରତର ପ୍ରସ୍ତାବ

ନୂଆଦିଲ୍ଲୀ, ୨୮ା୩: ସୁଏଜ କେନାଲର ପୂର୍ବ-ପଶ୍ଚିମ ଜଳପଥରେ ଗତ ୨୩ ତାରିଖରୁ ଏକ ବିଶାଳ ଜାହାଜ ଫସି ରହିଛି। ଏଥିଯୋଗୁ ପ୍ରାୟ ୨ ଶହ ଜାହାଜ...

ହରିୟାଣା ନିର୍ବାଚନ: ଭାଜପାର ଷ୍ଟାର ପ୍ରଚାରକଙ୍କ ତାଲିକାରେ ମୋଦି, ଅମିତ ଶାହ

ଚଣ୍ଡିଗଡ଼,୪।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ଭାଜପା ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ୪୦ଜଣ ଷ୍ଟାର ପ୍ରଚାରକଙ୍କ ନାମ...

ସ୍କୁଲ ଖୋଲିବାକୁ ଭୟ କରୁଛନ୍ତି ରାଜ୍ୟ ସରକାର, ତାରିଖ ଘୋଷଣା ପରେ ପୁଣି ପଛଉଛନ୍ତି…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଅପରପକ୍ଷରେ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଲକ୍‌ଡାଉନ୍‌ ଯୋଗୁ...

ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳ: ୧୦ ମନ୍ତ୍ରଣାଳୟ ଉପରେ ୫ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୦।୨: ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳତା ନେଇ କେନ୍ଦ୍ର ସରକାରଙ୍କ ଉପରେ ସୁପ୍ରିମ୍‌କୋର୍ଟ ବର୍ଷିଛନ୍ତି। କେନ୍ଦ୍ରର ୧୦ଟି ମନ୍ତ୍ରଣାଳୟ ଉପରେ ଏନେଇ ସୁପ୍ରିମ୍‌କୋର୍ଟ...

Advertisement


Archives

Model This Week