Posted inଜାତୀୟ

ଉନ୍ନାଓ ଘଟଣାରେ ମର୍ମାହତ ମହିଳା ନିଜ ଝିଅ ଉପରେ ଢାଳିଲେ ପେଟ୍ରୋଲ: ଅବସ୍ଥା ଗୁରୁତର

ନୂଆଦିଲ୍ଲୀ,୭।୧୨: ଉନ୍ନାଓ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ବିରୋଧ କରୁଥିବା ଜଣେ ମହିଳା ସଫ୍‌ଦରଜଙ୍ଗ ହସ୍ପିଟାଲ ସାମ୍ନାରେ ନିଜ ୬ ବର୍ଷର ଝିଅ ଉପରେ ପେଟ୍ରୋଲ ଢାଳି ଦେଇଛନ୍ତି। ଏମିତି ବିରୋଧ ମହିଳା ଜନତାଙ୍କ ଉଦ୍ଦେଶ୍ୟରେ କରୁଥିଲେ ସତ ହେଲେ ଏଥିରେ ତାଙ୍କ ଝିଅ ଗୁରୁତର ହୋଇପଡିଥିବା ଜଣାପଡିଛି। ଏବେ ତାଙ୍କର ହସ୍ପିଟାଲର ଏମରଜେନ୍ସି ଓ୍ବାର୍ଡରେ ଚିକିତ୍ସା ଚାଲୁଥିବା ସୂଚନା ମିଳିଛି। ପୋଲିସ ଘଟଣା ସ୍ଥଳରୁ ମହିଳା ଜଣଙ୍କୁ ଗିରଫ କରି ପଚରା ଉଚରା କରୁଛି। ସୂଚନାଯୋଗ୍ୟ, ଉନ୍ନାଓ ପୀଡିତାଙ୍କ ମୃତ୍ୟୁ ପରେ ମହିଳା ଜଣଙ୍କ ଭାଙ୍ଗି ପଡିଥିଲେ। ଏହି ଘଟଣାକୁ ନେଇ ସେ ବିରୋଧ ପ୍ରଦର୍ଶନ ସମୟରେ ଏମିତି ଘଟଣା ଘଟାଇଛନ୍ତି ଯାହା ଫଳରେ ତାଙ୍କ ନିଜ ଝିଅ ଏବେ ଗୁରୁତର ହାଇପଡିଛି। ପ୍ରାୟ ୯୦ ଭାଗ ପୋଡି ଯାଇଥିବା ଉନ୍ନାଓ ପୀଡିତାଙ୍କର ଶୁକ୍ରବାର ରାତି ପ୍ରାୟ ୧୧ଟା ୪୫ରେ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ଯମରାଜା କରନ୍ତି ସ୍ବର୍ଗ କିମ୍ବା ନର୍କକୁ ଯିବାର ବିଚାର…

ସାଧାରଣରେ ବିଶ୍ୱାସ ରହିଛି ମନ୍ଦିର ବା ଦେବାଦେବୀଙ୍କ ପାଖକୁ ପ୍ରେତାତ୍ମା ଯାଆନ୍ତି ନାହିଁ। ହେଲେ ହିମାଚଳପ୍ରଦେଶର ଚମ୍ବାରେ ରହିଛି ଏଭଳି ମନ୍ଦିର ଯେଉଁଠିକୁ କେବଳ ପ୍ରେତାତ୍ମା...

ଭିଡ଼ହିଂସା: କାର୍ଯ୍ୟକାରୀ ହେଉନି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ; କେନ୍ଦ୍ର, ରାଜ୍ୟ ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୨୭ା୭(ପି.ଟି.): ଭିଡ଼ହିଂସା ଏବଂ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା ହେଉଥିବା ହିଂସାକାଣ୍ଡ ରୋକିବା ଲାଗି ଗତବର୍ଷ ସୁପ୍ରିମକୋର୍ଟ ଏକାଧିକ ନିର୍ଦ୍ଦେଶ ଦେବା ସତ୍ତ୍ୱେ ତାହା କାର୍ଯ୍ୟକାରୀ ହେଉ...

୨ ମାସ ପରେ ଚିଦାମ୍ବରମ୍‌ଙ୍କୁ ଜାମିନ୍‌: ଅକ୍ଟୋବର ୨୪ ପର୍ଯ୍ୟନ୍ତ ରହିବେ ତିହାର ଜେଲ୍‌ରେ

ନୂଆଦିଲ୍ଲୀ,୨୨।୧୦: ଆଇଏନ୍‌ଏକ୍ସ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ଜାମିନ୍‌ ମିଳିଛି। ମାମଲାର ବିଚାର କରି ୨ ମାସ ପରେ ସୁପ୍ରିମ୍‌କୋର୍ଟ ମଙ୍ଗଳବାର ଜାମିନ୍‌ ମଞ୍ଜୁର...

ଚାଇନାକୁ କଡ଼ା ଜବାବ ଦେବାକୁ ଭାରତବାସୀ ହୁଅନ୍ତୁ ଏକଜୁଟ: ମନମୋହନ ସିଂ

ନୂଆଦିଲ୍ଲୀ, ୨୨।୬: ଭାରତ ଚାଇନା ସୀମାରେ ବୃଦ୍ଧି ପାଉଥିବା ଉତ୍ତେଜନା ନେଇ କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମୁହଁ ଖୋଲିଛନ୍ତି। ଏଥିପାଇଁ ଭାରତବାସୀଙ୍କୁ...

ବାୟୁସେନା ବିମାନ ବନ୍ଦରରେ ହାଇ ଆର୍ଲଟ: ଆତ୍ମଘାତୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ,୨୫।୯: ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ର ଏକ ଧମକପୂର୍ଣ୍ଣ ଚିଠି ମିଳିବା ପରେ ଭାରତୀୟ ବାୟୁସେନା ବିମାନବନ୍ଦରରେ ହାଇ ଆର୍ଲଟ ଜାରି କରାଯାଇଛି। ଏସବୁ ବିମାନ ବନ୍ଦର...

ବିଦେଶ ଯାତ୍ରା ପାଇଁ ରବର୍ଟଙ୍କୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୩।୯: ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ଶୁକ୍ରବାର ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ସ୍ବତନ୍ତ୍ର ଅଦାଲତ ରବର୍ଟ...

ଯାନ୍ତ୍ରିକ ତ୍ରୁଟି ଯୋଗୁ ଯୁଦ୍ଧ ବିମାନ ମିଗ୍‌-୨୯ ଦୁର୍ଘଟଣାଗ୍ରସ୍ତ

ଚଣ୍ଡିଗଡ଼,୮।୫: ଭାରତୀୟ ବାୟୁସେନାର ଏକ ଯୁଦ୍ଧ ବିମାନ ପଞ୍ଜାବରେ ଦୁର୍ଘଟଣାଗ୍ରସ୍ଥ ହୋଇଛି। ପଞ୍ଜାବ ନଓ୍ବାନଶହର ଜିଲାର ଚହାଡ଼ପୁରରେ ଶୁକ୍ରବାର ଯୁଦ୍ଧ ବିମାନ ମିଗ୍‌-୨୯ ଦୁର୍ଘଟଣାଗ୍ରସ୍ତ ହୋଇଥିବା...

ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନଙ୍କ ନିଶକୁ ‘ଜାତୀୟ ନିଶ’ ଘୋଷଣା କରିବାକୁ କହିଲେ ଅଧୀର ରଞ୍ଜନ

ନୂଆଦିଲ୍ଲୀ,୨୪।୬: ଲୋକ ସଭାରେ କଂଗ୍ରେସ ଲିଡର ଅଧୀର ରଞ୍ଜନ ଚୌଧୁରୀ ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ କଥା ଉଠାଇଛନ୍ତି। ଅଧୀର କହିଛନ୍ତି ଅଭିନନ୍ଦନଙ୍କୁ ପୁରସ୍କୃତ କରାଯିବା...

Play 250+ Trending Games
Archives

Model This Week

Why Dharitri