Posted inଜାତୀୟ

ଉନ୍ନାଓ ପୀଡ଼ିତାଙ୍କୁ ମିଳିଲା ନ୍ୟାୟ: କୁଲଦୀପଙ୍କୁ ଆଜୀବନ ଜେଲ, ୨୫ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୦।୧୨: ଶେଷରେ ଉନ୍ନାଓ ପୀଡ଼ିତାଙ୍କୁ ମିଳିଛି ନ୍ୟାୟ। ଶୁକ୍ରବାର ଦିଲ୍ଲୀର ତିସ୍‌ ହଜାରି କୋର୍ଟ ଭାରତୀୟ ଜନତା ପାର୍ଟି(ଭାଜପା)ର ବହିଷ୍କୃତ ବିଧାୟକ କୁଲଦୀପ ସେନ୍‌ଗାରଙ୍କୁ ଆଜୀବନ ଜେଲଦଣ୍ଡ ସହ ୨୫ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଏହାସହ କୋର୍ଟ ସିବିଆଇକୁ ପୀଡ଼ିତା ଓ ତାଙ୍କ ପରିବାରଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, କୋର୍ଟ ସେନ୍‌ଗାରଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ କରିଥିଲେ। ପୂର୍ବରୁ ସିବିଆଇ ସର୍ବାଧିକ ଦଣ୍ଡବିଧାନ ପାଇଁ କୋର୍ଟରେ ଦାବି କରିଥିଲା। ସୂଚନାଯୋଗ୍ୟ, ୨୦୧୭ରେ ଉନ୍ନାଓ ପୀଡ଼ିତାଙ୍କୁ ଜଣେ ମହିଳା ଚାକିରି କରାଇଦେବାକୁ କହି ସେନ୍‌ଗାରଙ୍କ ନିକଟକୁ ଆଣିଥିବା ବେଳେ ସେ ତାଙ୍କୁ ବଳାତ୍କାର କରିଥିଲେ ବୋଲି ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାରମୂଳାରେ ସେନାର ପାଟ୍ରୋଲିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୮: ଜମ୍ମୁ-କଶ୍ମୀରରେ ସେନା ପାଟ୍ରୋଲିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ବାରାମୂଳା ଜିଲାର ସୋପୋରେର ହାଇଗାମ ଅଞ୍ଚଳରେ ସନ୍ଦିଗ୍ଧ ଆତଙ୍କବାଦୀମାନେ ବୁଧବାର ସେନାଙ୍କ ଉପରେ...

ଶ୍ରଦ୍ଧା ହତ୍ୟା ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ବିବାଦୀୟ ବୟାନ: ଶିକ୍ଷିତ ଝିଅମାନେ ହୋଇଥାନ୍ତି ଲିଭ୍‌-ଇନ୍‌ର ଶିକାର

ନୂଆଦିଲ୍ଲୀ,୧୮।୧୧: ଶ୍ରଦ୍ଧାଙ୍କୁ ତାଙ୍କ ଲିଭ୍‌-ଇନ୍‌ ପାର୍ଟନର ଅତି ନିର୍ମମ ଭାବେ ହତ୍ୟା କରିଥିବା ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ...

ବଲିଉଡ୍‌ରେ ଶତପ୍ରତିଶତ ଟିକାଦାନ.

ମୁମ୍ବାଇ,୧୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ଦେଶବ୍ୟାପୀ ଟିକାକରଣ ଅଭିଯାନ ଜାରି ରହିଛି। ଦେଶବ୍ୟାପୀ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବାର...

ଉତ୍ତର ଭାରତର ଅଧିକାଂଶ ରାଜ୍ୟରେ ତୁଷାରପାତ: ଦିଲ୍ଲୀ ଏନ୍‌ସିଆର୍‌ରେ ବଦଳିଲା ପାଣିପାଗ

ନୂଆଦିଲ୍ଲୀ,୧୩।୧୨: ଜମ୍ମୁ-କଶ୍ମୀର, ଲଦ୍ଦାଖ ଓ ଉତ୍ତରାଖଣ୍ଡରେ ତୁଷାର ପାତ ହୋଇଥିବା ସୂଚନା ମିଳିଛି। ଏହାସହ ଗୁରୁବାରଠାରୁ ଉତ୍ତର ଭାରତର କିଛି ରାଜ୍ୟରେ ହୋଇଥିବା ବର୍ଷା ମଧ୍ୟ...

ମନି ଲଣ୍ଡରିଂ ମାମଲାରେ ବୈଧତାକୁ ଚ୍ୟାଲେଞ୍ଜ କରି ଜାମିନ ଆବେଦନ ପ୍ରବୃତ୍ତି ଭୁଲ: ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୩୦।୫ : ମନି ଲଣ୍ଡରିଂ ମାମଲା(ପିଏମଏଲଏ)ରେ ବୈଧତାକୁ ଚ୍ୟାଲେଞ୍ଜ କରିବା ଉଦ୍ଦେଶ୍ୟରେ ଜାମିନ ଆବେଦନ ପ୍ରବୃତ୍ତି ଭୁଲ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଜଷ୍ଟିସ ବେଲା ଏମ...

ଆଇନ ବ୍ୟବସ୍ଥା ଦେଖିବା ଆପଣଙ୍କ ଦାୟିତ୍ୱ: ଶାହାବାଦ ହତ୍ୟା ଘଟଣା ଉପରେ ଏଲ୍‌ଜିଙ୍କୁ ଏଭଳି କହିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ଲେଫ୍ଟନାଣ୍ଟ ଗଭର୍ନର (ଏଲ୍‌ଜି)ଭି.କେ ସାକ୍ସେନାଙ୍କୁ ଶାହାବାଦ ଡେୟରୀ ଅଞ୍ଚଳରେ ନାବାଳିକା ହତ୍ୟା ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଗୋଟିଏ ପଦବୀ ଗୋଟିଏ ପେନସନ୍‌ ନୀତିକୁ ସମର୍ଥନ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୧୬।୩ : ଅବସରପ୍ରାପ୍ତ ସାମରିକ କର୍ମଚାରୀଙ୍କ କ୍ଷେତ୍ରରେ ବର୍ତ୍ତମାନ ପ୍ରଚଳିତ ଗୋଟିଏ ପଦବୀ ଗୋଟିଏ ପେନସନ୍‌ (ୱାନ ର଼୍ୟାଙ୍କ ୱାନ ପେନସନ୍‌) ନୀତିକୁ ସୁପ୍ରିମକୋର୍ଟ...

ରାଜ୍ୟପାଳଙ୍କୁ ଭେଟିଲେ ଭଗଓ୍ବନ୍ତ

ଚଣ୍ଡିଗଡ,୧୨।୩: ପଞ୍ଜାବରେ ଆମ ଆଦାମୀ ପାର୍ଟି (ଏଏପି) ବିପୁଳ ପରିମାଣରେ ବିଜୟ ହୋଇଛି। ଭଗଓ୍ବନ୍ତ ମାନ ପଞ୍ଜାବର ଆଗାମୀ ମୁଖ୍ୟମନ୍ତ୍ରୀ ଭାବେ ଚୟନ ହୋଇଛନ୍ତି। ସେ...

Advertisement
Archives

Model This Week