Posted inଜାତୀୟ

ଉନ୍ନାଓ ପୀଡିତାଙ୍କର ଏମ୍ସରେ ହେବ ଚିକିତ୍ସା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫।୮: ଦୁର୍ଘଟଣାର ଶିକାର ହୋଇ କିଙ୍ଗ ଜର୍ଜସ୍‌ ମେଡିକାଲ କଲେଜରେ ଚିକିତ୍ସିତ ହେଉଥିବା ଉତ୍ତର ପ୍ରଦେଶର ଉନ୍ନାଓ ପୀଡିତାଙ୍କର ଚିକିତ୍ସା ଏବେ ଦିଲ୍ଲୀ ସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ କରାଯିବ ବୋଲି ସୋମବାର ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ତାଙ୍କୁ ଏୟାର ଆମ୍ବୁଲାନ୍ସ ଜରିଆରେ ଦିଲ୍ଲୀ ଆଣିବାର ବ୍ୟବସ୍ଥା କରାଯିବ। ଯଦି ଆବଶ୍ୟକ ପଡେ ତେବେ ତାଙ୍କ ଓକିଲଙ୍କୁ ଚିକିତ୍ସା ପାଇଁ ମଧ୍ୟ ଦିଲ୍ଲୀ ସ୍ଥାନାନ୍ତର କରାଯିବ। ଏବେ ଉଭୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ପୀଡିତା ଭେଣ୍ଟିଲେଟରରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ କରୋନା ଆକ୍ରାନ୍ତ

ବେଙ୍ଗାଲୁରୁ, ୧୦।୮:କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା କରୋନା ଆକ୍ରାନ୍ତ ହେବାର ସପ୍ତାହେ ପରେ ରବିବାର ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ବି. ଶ୍ରୀରାମୁଲୁଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି।...

ଗ୍ୟାସ୍‌, କୋଇଲା ପାଇଁ ହେବ ଜରୁରୀ ଭଣ୍ଡାର

ଚେନ୍ନାଇ, ୨୨।୧୦:କୋଇଲା ଅଭାବକୁ ନେଇ ବିଦ୍ୟୁତ ସଙ୍କଟ ଆଶଙ୍କା ଦେଖାଦେଇଥିବାବେଳେ ଭବିଷ୍ୟତରେ ଏଭଳି ଯୋଗାଣ ସମସ୍ୟାର ସମାଧାନ ପାଇଁ ସରକାର ପ୍ରାକୃତିକ ଗ୍ୟାସ୍‌ ଓ ଆମଦାନି...

୨୦୨୧ରେ ପଶ୍ଚିମବଙ୍ଗରୁ ମୂଳପୋଛ ହେବ ତୃଣମୂଳ କଂଗ୍ରେସ: ବାବୁଲ୍‌ ସୁପ୍ରିୟୋ

କୋଲକାତା,୨୧।୭: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସର ଦିନ ଶେଷ ହେବାକୁ ବସିଛି। ଆସନ୍ତା ୨୦୨୧ ବିଧାନସଭା ନିର୍ବାଚନରେ ଏହା ରାଜ୍ୟରୁ ମୂଳପୋଛ ହେବ ବୋଲି ଜଙ୍ଗଲ ଓ...

ଜୀବନ ସହ ସଂଘର୍ଷ କରୁଛନ୍ତି ‘ବଚପନ କା ପ୍ୟାର’ ଗାୟକ

ସୁକମା,୨୮।୧୨: ‘ବଚପନ କା ପ୍ୟାର’ ଗୀତ ଗାଇ ଇଣ୍ଟରନେଟ୍‌ରେ ସେନସେଶନ ପାଲଟି ଯାଇଥିବା ଶହଦେବ ଦିର୍ଦୋ ଏବେ ଜୀବନ ସହ ସଂଘର୍ଷ କରୁଛନ୍ତି। ଛତିଶଗଡ଼ର ସୁକମା...

ନେତାଜୀଙ୍କ ଜନ୍ମଦିନ ପରାକ୍ରମ ଦିବସ ଭାବେ ହେବ ପାଳିତ

ନୂଆଦିଲ୍ଲୀ,୧୯।୧: ନେତାଜୀ ସୁଭାଷ ବୋଷଙ୍କ ଜନ୍ମଦିନକୁ ପରାକ୍ରମ ଦିବସ ଭାବେ ପାଳନ କରାଯିବ। ଏନେଇ ସଂସ୍କୃତି ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ନେତାଜୀଙ୍କ ୧୨୫...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ଦାଉଦ-ଛୋଟା ଶକିଲଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ…

ନୂଆଦିଲ୍ଲୀ,୫।୧୧ : ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଅଣ୍ଡର ଓ୍ବାଲର୍‌ଡ ଡନ୍‌ ଦାଉଦ ଇବ୍ରାହିମ ଏବଂ ଛୋଟା ଶକିଲଙ୍କ ସମେତ ୩ ଅନ୍ୟ ଆତଙ୍କବାଦୀଙ୍କ ବିରୋଧରେ...

ସ୍କୁଲର ପ୍ରତି ଶିକ୍ଷାର୍ଥୀଙ୍କ ନାମରେ ଗଛଟିଏ: ମିଳିତ ପ୍ରାର୍ଥନା ପୂର୍ବରୁ କରାଯାଏ ପୂଜା

ଯମୁନା ନଗର,୨୧।୯: ହରିୟାଣା ଯମୁନା ନଗରରେ ଥିବା ଏକ ସ୍କୁଲ ପ୍ରାଙ୍ଗଣରେ ପ୍ରତି ଶିକ୍ଷାର୍ଥୀଙ୍କ ନାମରେ ବୃକ୍ଷ ଚାରା ରୋପଣ କରାଯାଇଛି। ସମ୍ପୃକ୍ତ ଶିକ୍ଷାର୍ଥୀ ଏହାର...

ଟ୍ରଲିରେ ବସି କରୋନା ରୋଗୀଙ୍କ ଚିକିତ୍ସା କରିବାକୁ ହସ୍ପିଟାଲ ଗଲେ ଡାକ୍ତର: ଫଟୋ ଭାଇରାଲ

ପାଟନା,୧୬।୭: କରୋନା ସଂକ୍ରମଣ ସମସ୍ତଙ୍କ ମୁଣ୍ଡ ବିଗାଡି ଥିବା ବେଳେ ଏବେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧା ସାଜିଥିବା ଡାକ୍ତର ମଧ୍ୟ ବେଳେ ବେଳେ ପ୍ରତିକୂଳ...

Advertisement
Archives

Model This Week