Posted inଜାତୀୟ

ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣା ମାମଲା: ଟ୍ରକ୍‌ ଡାଇଭର ଓ ହେଲ୍‌ପରଙ୍କୁ ୩ ଦିନ ରିମାଣ୍ଡରେ ନିଆଗଲା

ଲକ୍ଷ୍ନୌ,୩।୮: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣା ମାମଲାରେ ସମ୍ପୃକ୍ତ ଥିବା ସନ୍ଦେହରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଡ୍ରାଇଭର ଓ ହେଲପର୍‌ଙ୍କୁ ସ୍ପେଶାଲ ସେଣ୍ଟ୍ରାଲ ବ୍ୟୁରୋ ଅଫ୍‌ ଇନଭେଷ୍ଟିଗେଶନ(ସିବିଆଇ) ୩ ଦିନ ରିମାଣ୍ଡରେ ନେଇଛନ୍ତି। ସୂଚନାଯୋଗ୍ୟ, ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣାରେ ତାଙ୍କର ୨ଜଣ ସମ୍ପର୍କୀୟଙ୍କ ମୃତ୍ୟୁ ହେବା ସହ ଏବେ ନିଜେ ପୀଡିତା ଓ ତାଙ୍କ ଓକିଲ ଗୁରୁତର ଅବସ୍ଥାରେ ଚିକିତ୍ସାଧିନ ଅଛନ୍ତି। ଏବେ ସୁଦ୍ଧା ଉଭୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶ ସେବା କରିବାକୁ ରାଜି ନିର୍ଭୟା ମାମଲାର ଦୋଷୀ, ତାଙ୍କୁ ଫାଶୀ ଦିଆ ନ ଯାଉ: ଓକିଲ ଏ.ପି. ସିଂହ

ନୂଆଦିଲ୍ଲୀ,୧୯।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ସମସ୍ତ ଆବେଦନ ଖାରଜ ହୋଇଯିବା ପରେ ଶୁକ୍ରବାର ଭୋର ୫ଟା ୩୦ରେ ଏମାନେ ଫାଶୀ ଖୁଣ୍ଟରେ ଝୁଲିବା...

ଭାଜପା ମୋତେ ମାରି ଦେବାକୁ ଚାହୁଁଛି: ହାର୍ଦ୍ଦିକ

ରାଜକୋଟ,୨୦।୪: କଂଗ୍ରେସ ନେତା ହାର୍ଦ୍ଦିକ ପଟେଲ ଭାଜପା ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି କି ଭାଜପା ଚେଷ୍ଟା କରୁଛି ତାଙ୍କୁ ଆକ୍ରମଣ କରି ମାରି...

ଜୁନ୍‌ ୧ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌ …

ମୁମ୍ବାଇ,୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ କାରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରରେ ସ୍ଥିତି ସଙ୍କଟ...

କ୍ୟାବିନେଟ୍‌ ନିଷ୍ପତ୍ତି: ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳ ୧୧ ମାସ ବଢ଼ିଲା

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ଆଉ ୧୧ ମାସ ବୃଦ୍ଧି କରିଛନ୍ତି। ଫଳରେ ଏହି କମିଶନ ଆସନ୍ତାବର୍ଷ ଅକ୍ଟୋବର ୩୦ ପର୍ଯ୍ୟନ୍ତ...

କରୋନା ଆକ୍ରାନ୍ତଙ୍କ ଘରକାନ୍ଥରେ ଲାଗିବନି ସୂଚନା ପୋଷ୍ଟର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୯।୧୨: ଏଣିକି କୌଣସି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଘରକାନ୍ଥରେ ସୂଚନା ପୋଷ୍ଟର ଲଗାଯିବ ନାହିଁ। ଏସମ୍ପର୍କରେ ବୁଧବାର ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏଭଳି...

ଉତ୍ତରପ୍ରଦେଶରେ ହେବ ଗାଈ ସଫାରି: ରହିବେ ବୁଲା ଗାଈ

ଲକ୍ଷ୍ନୌ,୧।୧୨: ଉତ୍ତରପ୍ରଦେଶରେ ଗାଈ ସଫାରି କରାଯିବା। ଏନେଇ ରାଜ୍ୟ ଦୁଗ୍ଧ ବିକାଶ ମନ୍ତ୍ରୀ ଚୌଧୁରୀ ଲକ୍ଷ୍ମୀ ନାରାୟଣ ସିଂ ରାଜ୍ୟ ସରକାରଙ୍କୁ ଏଭଳି ପ୍ରସ୍ତାବ ଦେଇଛନ୍ତି।...

ମାଗଣା ବିଜୁଳୀ ପାଇଁ ସାତ ଦିନରେ ଲକ୍ଷେ ୩୯ ହଜାର ରେଜିଷ୍ଟ୍ରେଶନ

ଡେରାଡୁନ,୨୫ ।୭: ଦିଲ୍ଲୀର ଆମ ଆଦମୀ ପାର୍ଟି(ଏଏପି) ଏବେ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚଲାଇଛି । ରାଜଧାନୀ ଦିଲ୍ଲୀରେ ମାଗଣା ବିଜୁଳୀ...

କମିଲା କର୍ପୋରେଟ୍‌ ଟ୍ୟାକ୍ସ

ନୂଆଦିଲ୍ଲୀ, ୨୦।୯: ଗୋଆରେ ବସିବାକୁ ଥିବା ଜିଏସ୍‌ଟି ବୈଠକ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ ଘୋଷଣା କରିଛନ୍ତି। କମ୍ପାନୀ ଏବଂ ବ୍ୟବସାୟୀଙ୍କୁ ଖୁସି...

Advertisement


Archives

Model This Week