Posted inଜାତୀୟ

ଉନ୍ନାଓ ବଳାତ୍କାର ଘଟଣାର ୫ ମାମଲା ଦିଲ୍ଲୀ ସ୍ଥାନାନ୍ତର: ୪୫ ଦିନରେ ହେବ ଶୁଣାଣି

ନୂଆଦିଲ୍ଲୀ,୧।୮: ଉନ୍ନାଓ ବଳାତ୍କାର ଘଟଣା  ସହ ଜଡିତ ସମସ୍ତ ୫ ମାମଲାକୁ ଉତ୍ତର ପ୍ରଦେଶରୁ ଦିଲ୍ଲୀକୁ ସ୍ଥାନାନ୍ତର କରାଯାଇଛି। ଆସନ୍ତା ୪୫ ଦିନ ମଧ୍ୟରେ ଏହାର ଶୁଣାଣି କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଅନ୍ୟପଟେ ଉନ୍ନାଓ ପୀଡିତଙ୍କ ଦୁର୍ଘଟଣା ମାମଲାର ଯାଞ୍ଚ ୭ ଦିନ ମଧ୍ୟରେ କରିବାକୁ ସିବିଆଇକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପଟେ ପୀଡିତାଙ୍କ ପରିବାରକୁ ରାଜ୍ୟ ସରକାର ୨୫ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିବାକୁ ମଧ୍ୟ କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଗତ ପ୍ରାୟ ୪ ଦିନ ତଳେ ଉନ୍ନାଓ ପୀଡିତା ଦୁର୍ଘଟଣାର ଶିକାର ହୋଇଥିବା ବେଳେ ଏବେ ତାଙ୍କର ଚିକିତ୍ସା ଚାଲିଛି। ସେ ଓ ତାଙ୍କ ଓକିଲ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ଏବେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଉଭୟ ଭେଣ୍ଟିଲେଟରରେ ରହିଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୧୬ରେ ଭାଜପା ଏମ୍‌ପିଙ୍କ ରାତ୍ରିଭୋଜନ…

ନୂଆଦିଲ୍ଲୀ, ୧୩।୭ : ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ଭାଜପା ବର୍ତ୍ତମାନ ଶେଷ ରାଉଣ୍ଡ ପ୍ରସ୍ତୁତି ଉପରେ ଧ୍ୟାନ ଦେଉଛି। ଏଥିପାଇଁ ସମସ୍ତ ଭାଜପା ଏମ୍‌ପିଙ୍କୁ ଜୁଲାଇ...

ଏସ୍‌ସିଙ୍କ ନିଷ୍ପତ୍ତି ପରେ ଦିଲ୍ଲୀରେ ଅଧିକାରୀଙ୍କ ସ୍ଥାନାନ୍ତର ପାଇଁ ଅଧ୍ୟାଦେଶ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୦।୫: କେଜ୍‌ରିଓ୍ବାଲ ସରକାର ଏବଂ ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣରଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ଏକ ନୂତନ ଅଧ୍ୟାଦେଶ ପାରିତ କରିଛନ୍ତି। ଏହି...

ହାଥରସ ମାମଲାକୁ ନେଇ ଟୁଇଟ୍ କରି ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୧ ।୧୦: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ହାଥରସ ଘଟଣାକୁ ନେଇ ରବିବାର ଏକ ଟୁଇଟ୍ କରିଛନ୍ତି । ଉକ୍ତ ଟୁଇଟ୍‌ରେ ସେ କହିଛନ୍ତି...

ଆଶ୍ରମ ସ୍କୁଲରେ କରୋନା ବିସ୍ଫୋରଣ: ୩୦ ପଜିଟିଭ

ଭିୱଣ୍ଡି,୪ ।୧: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି । ମହାରାଷ୍ଟ୍ରରେ ପୂର୍ବଭଳି ଏଥର ବି ରେକର୍ଡ ପରିମାଣର ସଂକ୍ରମିତଙ୍କୁ ଚିହ୍ନଟ କରାଗଲାଣି...

ମାୟାବତୀଙ୍କ ପୁତୁରା ବିଏସ୍‌ପିର ନଂ. ୨ ନେତା

ଲକ୍ଷ୍ନୌ,୧୪ା୯(ଆଇଏଏନ୍‌ଏସ୍‌): ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଅଧ୍ୟକ୍ଷା ମାୟାବତୀଙ୍କ ପୁତୁରା ଆକାଶ ଆନନ୍ଦ ଏବେ ଦଳରେ ନଂ୨ ନେତା। ଆଗାମୀ ଗୁଜରାଟ, ରାଜସ୍ଥାନ ଓ ମଧ୍ୟପ୍ରଦେଶ...

ଉତ୍ତର ପ୍ରଦେଶରେ ହେବ ଦେଶର ସବୁଠାରୁ ସୁନ୍ଦର ଫିଲ୍ମ ସିଟି: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୧୯ ।୯: ଗୋଟିଏ ପଟେ ମୁମ୍ବାଇ ଫିଲ୍ମ ସିଟିକୁ ନେଇ ବିବାଦ ଲାଗି ରହିଥିବା ବେଳେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଦେଶର...

ଦେଶରେ ପୁଣି ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୧୩,୫୮୬ ଆକ୍ରାନ୍ତ, ୩୩୬ ମୃତ

ନୂଆଦିଲ୍ଲୀ,୧୯।୬ : ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୫୮୬ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ପ୍ଲାଜ୍‌ମା ଥେରାପିରୁ ସୁଫଳ ମିଳୁନି: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ, ୨୪ା୧୦: କରୋନା ରୋଗୀଙ୍କ ଲାଗି ପ୍ଲାଜ୍‌ମା ଥେରାପି ବିଶେଷ ଫଳପ୍ରଦ ହେବ ବୋଲି କୁହାଯାଇଥିବାବେଳେ ଏହାର କୌଣସି ସୁଫଳ ମିଳୁ ନ ଥିବା ଇଣ୍ଡିଆନ୍‌...

Advertisement
Archives

Model This Week