ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଦାବିପତ୍ର ପ୍ରଦାନ କଲା ଗ୍ରାମ୍ୟ ପରିଚାଳନା କମିଟି

ଗଞ୍ଜାମ,୬ା୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ବିରୁଳି କାଇଁଚପୁର ଗ୍ରାମରେ ଆମ ଗାଁ ଆମ ବିକାଶ ଯୋଜନା ଠିକ୍‌ରେ ହୋଇ ନ ଥିବା ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ ଗ୍ରାମ୍ୟ ପରିଚାଳନା କମିଟିର ୫ ଜଣିଆ ପ୍ରତିନିଧି ଦଳ ଗୁରୁବାର ବ୍ଲକ କାର୍ଯ୍ୟାଳୟ ଆସି ବିଡିଓଙ୍କ ଅନୁପସ୍ଥିତିରେ ହେଡ୍‌ କ୍ଲର୍କ ଭକ୍ତଚରଣ ମାଝୀଙ୍କୁ ଲିଖିତ ଦାବିପତ୍ର ପ୍ରଦାନ କରିଥିଲେ। ଆମ ଗାଁ ଆମ ବିକାଶ ଯୋଜନାରେ ନିର୍ମିତ ସଭାମଣ୍ଡପ ଠିକ୍‌ ସ୍ଥାନରେ ହୋଇ ନ ଥିବା ନେଇ ଏହି ଦାବିପତ୍ର ପ୍ରଦାନ କରାଯାଇଛି। ଏଥିସହିତ ଗ୍ରାମକୁ ସଂଯୋଗ ହୋଇଥିବା ରାସ୍ତା ମରାମତି, ପୋଖରୀ ଓ ନଳକୂପ ପୁନରୁଦ୍ଧାର ଆଦି କାର୍ଯ୍ୟ ପାଇଁ ବିଡିଓ ଜ୍ୟୋତିଶଙ୍କର ରାଏ କାର୍ଯ୍ୟାଳୟରେ ପହଞ୍ଚିବା ପରେ କମିଟି ସଦସ୍ୟମାନେ ଭେଟି ଉପରୋକ୍ତ ସମସ୍ୟା ସମାଧାନ ନେଇ ଦାବି କରିଥିଲେ। ଏହି ପ୍ରତିନିଧି ଦଳରେ ପୋଇରାଶି ପଞ୍ଚାୟତର ପୂର୍ବତନ ସରପଞ୍ଚ ଅନ୍ତର୍ଯ୍ୟାମୀ ବେହେରା, ଗ୍ରାମ୍ୟ କମିଟି ସଭାପତି ସୁରେନ୍ଦ୍ର ପ୍ରଧାନ,ସମ୍ପାଦକ ମଧୁସୂଦନ ବେହେରା,ସଦସ୍ୟ ପୀତାମ୍ବର ବେହେରା, ସନ୍ତୋଷ ବେହେରା, ବାବୁ ବେହେରା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁତୁରାର ଠେଙ୍ଗା ମାଡରେ କକାଙ୍କ ମୃତ୍ୟୁ

ଭଞ୍ଜନଗର,୨୯।୧୦(ଡି.ଏନ୍‌.ଏ.): ପୁତୁରା ଆକ୍ରମଣରେ ଘଟିଛି କକାଙ୍କ ମୃତ୍ୟୁ। ଏଭଳି ଏକ ଘଟଣା ଘଟିଛି ତାରସିଂଙ୍ଗି ଥାନା ଅନ୍ତର୍ଗତ ମହୁଲ ପାଟଣା ଗ୍ରାମରେ। ମୃତକ ଜଣଙ୍କ ହେଲେ...

ଭସାଣି ଶୋଭାଯାତ୍ରାବେଳେ ଗୋଷ୍ଠୀ ବିବାଦ

ଦିଗପହଣ୍ଡି,୬ା୯(ଡି.ଏନ.ଏ.) – ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗାଁରେ ଗଣେଶ ମୂର୍ତ୍ତି ଭସାଣି ଉତ୍ସବକୁ କେନ୍ଦ୍ରକରି ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଦେଖାଦେଇଛି।...

ବିଷପାନ କରିଥିବା ବୃଦ୍ଧାଙ୍କ ଚିକିତ୍ସାଧୀନ ଅବସ୍ଥାରେ ଜୀବନ ଗଲା

ବ୍ରହ୍ମପୁର ଅଫିସ, ୨୦।୭: ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ବିଷ ପିଇ ଚିକିତ୍ସାଧୀନ ଥିବା ଜଣେ ବୃଦ୍ଧାଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଫୁଲବାଣୀ...

ଦିଗପହଣ୍ଡିରେ ପ୍ରଶାସନ ପକ୍ଷରୁ ମାନବ ଶୃଙ୍ଖଳ

ଦିଗପହଣ୍ଡି,୨୭ା୩(ଡି.ଏନ.ଏ.)-ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ପୁଞ୍ଜିକଁୟା ଛକରେ କରୋନା ସଚେତନତା ପାଇଁ ମାନବ ଶୃଙ୍ଖଳ କରାଯାଇଥିଲା। ତହସିଲଦାର ଅଦ୍ୱୈତ...

ବାଙ୍କେଶ୍ୱରୀ ଘାଟିରେ ଅଟୋ ଓଲଟି ଚାଳକ ମୃତ

ଦିଗପହଣ୍ଡି,୨୫ା୧୧(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କେରାଣ୍ଡିମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟିରେ ରବିବାର ଅଟୋ ଓଲଟି ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶେରଗଡ଼ ଗ୍ରାମ...

ଛାତ୍ରୀଙ୍କୁ ଅସଦାଚରଣ ଘଟଣା, ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୨୮ା୧-ଜଣେ ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ ଓ ଏହାର ପ୍ରତିବାଦ କରିବାରୁ ପୀଡିତାଙ୍କ ମା’ଙ୍କୁ ଧମକଚମକ ଅଭିଯୋଗରେ ଟାଉନ ଥାନା ପୋଲିସ ଜଣଙ୍କୁ ଗିରଫ କରିଛି।...

ବାଲି ଟ୍ରକ ଅଟକାଇ ଡକାୟତି ମାମଲା: ବୋମା, ଖଣ୍ଡା ଜବତ; ୨ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୧୯ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଚାନ୍ଦପୁର ଛକ ପତ୍ରଚୁଡି ଗ୍ରାମ ନିକଟରେ ୨ଟି ବାଲି ବୋଝେଇ ଟ୍ରକକୁ ଅଟକାଇବା ସହ ଚାଳକଙ୍କୁ ମାଡ଼ ମାରି...

ଅତ୍ୟଧିକ କାର୍ଯ୍ୟ ଚାପରେ ଜୀବନ ହାରିଲେ ମହିଳା ଯନ୍ତ୍ରୀ

ଭଞ୍ଜନଗର,୨୪ା୬: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ମହିଳା ଯନ୍ତ୍ରୀ ଜେ. ଅନିତା(୩୩) ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ନିର୍ବାହୀ ଯନ୍ତ୍ରୀଙ୍କ...

Advertisement
Archives

Model This Week