ଉପକାରୀ ଅଦା ରସ

ଅଦା ରସରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଯଦି ଜଣେ ବ୍ୟକ୍ତି ପ୍ରତିଦିନ ୧୦-୨୦ ମିଲିଲିଟର ଅଦା ରସରେ ଅଳ୍ପ ଗୁଡ଼ ମିଶାଇ ପିଅନ୍ତି ତେବେ ତାହା ଆଣ୍ଠୁଗଣ୍ଠି ଦରଦରୁ ଅନେକାଂଶରେ ଉପଶମ ଦେଇଥାଏ। ଅଦାରେ କ୍ୟାଲସିୟମ, ମ୍ୟାଗ୍ନେସିୟମ, ଜିଙ୍କ୍‌ ଏବଂ ମିନେରାଲ ଭରି ରହିଛି। ଆପଣ ଥଣ୍ଡାଜନିତ ସମସ୍ୟାରେ ପୀଡ଼ିତ କି ? ଯଦି ହଁ, ତେବେ ଅଦା ରସ, ମହୁ, ତୁଳସୀ ପତ୍ର ମିଶ୍ରିତ ଚା’ ପିଇଲେ ତାହା କେବଳ ଥଣ୍ଡା, ନାକରୁ ପାଣି ଗଡ଼ିବା, ମୁଣ୍ଡ ବିନ୍ଧିବା କମାଇବାରେ ସାହାଯ୍ୟ କରିଥାଏ। ନିୟମିତ ଅଦା ରସ ସେବନ କଲେ ତାହା ପାଚନକ୍ରିୟାକୁ ଆହୁରି ଦୃଢ଼ କରିଥାଏ। ତା’ ସହ ବଦହଜମି ସମସ୍ୟା ମଧ୍ୟ ଅନେକାଂଶରେ ଦୂର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଓ ଶ୍ୱାସରୁଦ୍ଧ ସମ୍ବେଦନଶୀଳତା

ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା…

ବିଦ୍ୟୁତ୍‌ ଉପରେ ପଡ଼ୁଛି ଗ୍ୟାସ୍‌ ଚାପ

ଭୁବନେଶ୍ୱର,୧୩।୪(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟରେ ଘରୋଇ ରନ୍ଧନ ଗ୍ୟାସ୍‌(ଏଲ୍‌ପିଜି)ର ସଙ୍କଟ ସୃଷ୍ଟି ହୋଇଛି। ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଲୋକେ ଏଲ୍‌ପିଜି…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

ବିବାହ ସାରି ଫେରୁଥିବା ବେଳେ ଟ୍ରକକୁ ପିଟିଲା ବସ, ୬ ମୃତ, ୧୩ ଆହତ

ଧୌଲାନା,୧୩।୪: ରବିବାର ବିଳମ୍ବିତ ରାତିରେ ପ୍ରାୟ ୧ଟା ୩୦ ସମୟରେ ଉତ୍ତର ପ୍ରଦେଶର ଧୌଲାନା-ମସୁରୀ ରାସ୍ତାରେ ଅରବିନ୍ଦ ଡାଏରୀ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଜନ କମାଇବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ସହଜ ଉପାୟ

ବର୍ତ୍ତମାନ ଓଜନ ବୃଦ୍ଧି ବା ଓବେସିଟି ଅନ୍ୟତମ ପ୍ରମୁଖ ସମସ୍ୟା ଭାବରେ ଉଭା ହୋଇଛି। ବିଶେଷଭାବରେ ଯୁବପିଢ଼ି ଏହାର ଅଧିକ ସମ୍ମୁଖୀନ ହେଉଥିବାର ଦେଖିବାକୁ ମିଳୁଛି। ବିଶେଷଭାବରେ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri