ଉପକାରୀ କ୍ୟାପ୍‌ସିକମ୍‌: ଦୂର ହୁଏ ଏସବୁ ରୋଗ

ସାଧାରଣତଃ ଖାଦ୍ୟକୁ ସ୍ବାଦିଷ୍ଟ କରିବା ପାଇଁ ରୋଷେଇରେ କ୍ୟାପ୍‌ସିକମ୍‌ ବ୍ୟବହାର କରାଯାଇଥାଏ। ବିଶେଷକରି ମ୍ୟାଗି, ଚାଓମିନ୍‌, ପାସ୍ତା, ପନିର, ନୁଡୁଲ୍ସ ଆଦିରେ କ୍ୟାପ୍‌ସିକମ୍‌ ବ୍ୟବହୃତ ହୁଏ। ଏହା ଖାଲି ଖାଦ୍ୟକୁ ସ୍ବାଦିଷ୍ଟ କରେ ନାହିଁ, ଏହାର ଅନେକ ଉପକାରୀ ଗୁଣ ମଧ୍ୟ ରହିଛି। ଏହାକୁ ଖାଇଲେ ଓଜନ ନିୟନ୍ତ୍ରିତ ହୋଇଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କୁହନ୍ତି। ଜାଣନ୍ତୁ ଏ ସମ୍ପର୍କରେ…


କ୍ୟାପ୍‌ସିକମ୍‌ରେ କ୍ୟାଲୋରୀର ମାତ୍ରା ବହୁ କମ୍‌ ଥାଏ। ଏଥିଯୋଗୁ ଏହାକୁ ଖାଇଲେ ଓଜନ କମ୍‌ ହୋଇଥାଏ। ଏଥିରେ ଭିଟାମିନ୍‌ ଏ, ଭିଟାମିନ୍‌ ସି, ଭିଟା କ୍ୟାରୋଟିନ୍‌ ଭରପୂର ମାତ୍ରାରେ ରହିଛି। ଏହି ପୋଷକତତ୍ତ୍ୱ ମଣିଷକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ। ଏହାବ୍ୟତୀତ କ୍ୟାପ୍‌ସିକମ୍‌ ଖାଇଲେ କେଶ କଳା ଏବଂ ଘନ ହୋଇଥାଏ। ଚିନ୍ତାପଣ ଦୂର ହୁଏ। ମୁଖବ୍ରଣ ଦୂର ହେବା ସହ ଦୃଷ୍ଟିଶକ୍ତି ବଢ଼ାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri