ଉପକାରୀ ଗୁଡ଼

ଗୁଡ ଖାଇଲେ ତାହା ଶରୀରକୁ ଉଷ୍ଣ ରଖିଥାଏ। ଥଣ୍ଡା, କାଶ, କଫଜନିତ ସମସ୍ୟା ସହ ଜଡ଼ିତ କି ? ଯଦି ହଁ, ତେବେ ପ୍ରତିଦିନ ଅଳ୍ପ ଗୁଡ଼ ଖାଇଲେ ତାହା ଏଥିରୁ ଅନେକାଂଶରେ ଉପଶମ ଦେଇଥାଏ।
ଆଇରନ୍‌ ପରିମାଣ କମ୍‌ ଥିଲେ ଖାଦ୍ୟତାଲିକାରେ ଗୁଡ଼କୁ ସାମିଲ କରନ୍ତୁ। କାରଣ ଏଥିରେ ଆଇରନ୍‌ ପରିମାଣ ଭରି ରହିଛି।
ରୋଗୀଙ୍କ ପାଇଁ ଗୁଡ଼ ବେଶ୍‌ ସ୍ବାସ୍ଥ୍ୟପ୍ରଦ।
ଆଣ୍ଟି ଆଲର୍ଜି ତତ୍ତ୍ୱ ଭରି ରହିଛି। ତେଣୁ ଏହା ଆଜ୍‌ମା ରୋଗୀଙ୍କ ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ।
ନିୟମିତ ଖାଇଲେ ତାହା ଶରୀରରେ ମେଟାବଲିଜିମ୍‌ ସ୍ତରକୁ ସନ୍ତୁଳିତ ରଖିଥାଏ।
ଦ୍ୱାରା ପାଚନକ୍ରିୟା ଆହୁରି ସକ୍ରିୟ ରହିଥାଏ ଏବଂ ଭୋକଜନିତ ସମସ୍ୟା ଦୂର କରେ।
ରୋଗୀଙ୍କ ପାଇଁ ଗୁଡ଼ ଉପକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦ୍‌ଘାତ, କ୍ୟାନ୍‌ସର ଭଳି ଗମ୍ଭୀର ସମସ୍ୟାରୁ ମୁକ୍ତି ଚାହୁଁଥିଲେ

ଅଖ୍‌ରୋଟ୍‌ ମସ୍ତିଷ୍କ ଲାଗି ଉପକାରୀ ହୋଇଥାଏ ବୋଲି ଆପଣ ଜାଣିଥିବେ। ମାତ୍ର ଏହା ଖାଲି ମସ୍ତିଷ୍କ ପାଇଁ ନୁହେଁ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ।...

ବାସ୍ତୁ ଅନୁସାରେ  ଘରେ ରଖନ୍ତୁ ଏଭଳି ହାତୀ ମୂର୍ତ୍ତି

ବାସ୍ତୁଶାସ୍ତ୍ର ଅନୁସାରେ ଘରେ ହାତୀଙ୍କ ମୂର୍ତ୍ତି କିମ୍ବା ଫଟୋ ରଖିଲେ କ’ଣ ସବୁ ଉପକାର ହୋଇଥାଏ ଆସନ୍ତୁ ଜାଣିବା ସେ ସମ୍ପର୍କରେ… * ଶୟନକକ୍ଷରେ ଯୋଡ଼ା...

ଆଖି ସମସ୍ୟାରୁ ଦୂରେଇ ରଖେ ଏହି ପତ୍ର ରସ…

ବିଭିନ୍ନ ପ୍ରକାର ଆଖି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଖାଲିପେଟରେ ଧନିଆ ପତ୍ର ଜୁସ୍‌ ପିଇଲେ ମିଳିଥାଏ ସୁଫଳ । ଏହା ଶରୀରରେ କୋଲେଷ୍ଟରଲସ୍ତର...

ଗେଣ୍ଡୁଫୁଲର ଉପକାରିତା

ଆଜିକା ଦିନରେ ପ୍ରଦୂଷଣ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଛି। ଯେଉଁ କାରଣରୁ ଅନେକ ଲୋକ ବିଭିନ୍ନ ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି, ସେଥିମଧ୍ୟରୁ...

ହସ୍ତକଳା ଦେଇଛି ପରିଚୟ

  ଜହ୍ନମାମୁ ପତ୍ରିକାରେ ପ୍ରକାଶ ପାଉଥିବା ଗପଗୁଡ଼ିକ ପଢ଼ିବାଠାରୁ ତାଙ୍କୁ ଅଧିକ ଆକୃଷ୍ଟ କରୁଥିଲା ଏଥିରେ ଥିବା ସୁନ୍ଦର ସୁନ୍ଦର ଛବି ସବୁ; ଯାହାକୁ ଅବିକଳ...

ଅଣ୍ଟାବିନ୍ଧାର ଘରୋଇ ଉପଚାର

ଅଣ୍ଟା ବିନ୍ଧିବା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ଏହାର ଲକ୍ଷଣ ସମ୍ପର୍କରେ ଅବଗତହେବା ପରେ ତାହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ। କାରଣ ପରବର୍ତ୍ତୀ...

ଚକ୍ଷୁଦାନ ସମ୍ପର୍କରେ..

”ଚକ୍ଷୁ ଦାନ ପାଇଁ ଆପଣ ନିଜକୁ କୌଣସି ଚକ୍ଷୁ ବ୍ୟାଙ୍କ୍‌ ବା ଚକ୍ଷୁ ଡାକ୍ତରଖାନା ମାଧ୍ୟମରେ ଠିକ୍‌ ଫର୍ମାଟ୍‌ରେ ନିଜକୁ ରେଜିଷ୍ଟର୍‌ କରାଇ ନିଅନ୍ତୁ। ଯଦି...

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ମେଥି ଶାଗ

ଆଣ୍ଠୁଗଣ୍ଠିରେ ଅତ୍ୟଧିକ ଯନ୍ତ୍ରଣା କାରଣରୁ ଅନେକ ସମୟରେ ଲୋକେ ଚାଲିବା ବୁଲିବାରେ ବି ଅସମର୍ଥ ହୋଇପଡ଼ନ୍ତି। ତେବେ ଏହି ଯନ୍ତ୍ରଣା ବିଭିନ୍ନ କାରଣରୁ ହୋଇଥାଏ। ଯେମିତିକି;...

Advertisement
Archives

Model This Week