ଉପକାରୀ ଧନିଆ

ଧନିଆରେ ଅନେକ ପ୍ରକାର ସ୍ବାସ୍ଥ୍ୟ ଉପକାରୀ ଗୁଣ ରହିଛି। ଜାଣନ୍ତୁ ସେ ସମ୍ପର୍କରେ…

ପ୍ରଚୁର ପରିମାଣରେ ଭିଟାମିନ୍‌ ‘ଏ’ ଏବଂ ଫସ୍‌ଫରସ୍‌ ଭରି ରହିଛି।

ନିୟମିତ ଖାଇଲେ ତାହା ଦୃଷ୍ଟିଶକ୍ତିକୁ ଆହୁରି ଦୃଢ଼ ରଖିଥାଏ।

ସମସ୍ୟା ଦୂର କରିବାରେ ଏହା ଅନେକାଂଶରେ ସହାୟକ ହୋଇଥାଏ।

ଆଇରନ ଭରି ରହିଛି। ଏହାକୁ ଖାଇଲେ ତାହା ଶରୀରର ରକ୍ତ ପରିମାଣକୁ ଠିକ୍‌ ରଖିଥାଏ।
ରୋଗୀଙ୍କ ପାଇଁ ଧନିଆ ବେଶ୍‌ ଲାଭଦାୟକ।

ସନ୍ତୁଳିତ ରଖିବାରେ ଧନିଆ ଅନେକାଂଶରେ ସହାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ରହିବା ଅନ୍ତରାଳେ…

ଆଜିକାଲିର ବ୍ୟସ୍ତମୟ ଜୀବନରେ ନିଜକୁ ସୁସ୍ଥ ରଖିବା ଅପରିହାର୍ଯ୍ୟ। ତେଣୁ ଆମକୁ କେତୋଟି ଦିଗ ପ୍ରତି ଯଥେଷ୍ଟ ଧ୍ୟାନ ଦେବା ଆବଶ୍ୟକ। ଜାଣନ୍ତୁ ସେ ସମ୍ପର୍କରେ.....

ନୀରବ ଘାତକ ମଧୁମେହ

ମଧୁମେହ ସାମ୍ପ୍ରତିକ ସମୟରେ ଘୋର ସମସ୍ୟା ଭାବେ ଉଭା ହୋଇ ସାଂଘାତିକ ଭାବେ ବ୍ୟାପୁଛି। ସ୍ବାସ୍ଥ୍ୟ କ୍ଷେତ୍ରରେ ଏହା ଏକ ପ୍ରକାର ଆତଙ୍କ ସୃଷ୍ଟି କରିଛି।...

ବୁଦ୍ଧିମତ୍ତା ବଢ଼ାଏ ଯୋଗ

ନିୟମିତ ଯୋଗ କରିବା ଦ୍ୱାରା କି ଉପକାର ମିଳେ ତାହା କେବଳ ଅନୁଭବୀ ହିଁ ଜାଣେ। ତେଣୁ ଆଜିକାଲି ଅନେକେ ଏହାକୁ ଦୈନନ୍ଦିନ ଜୀବନ ତାଲିକାରେ...

ସର୍ବଦା ଖୁସି ରହିବାର ଉପାୟ

ଆଜିକାଲି କାମର ଚାପ ଯୋଗୁ ହେଉ ବା ପାରିବାରିକ ଦାୟିତ୍ୱ ଭାର ହେତୁ ଅନେକେ ବିଷାଦଗ୍ରସ୍ତ ରହୁଥିବାର ଦେଖାଯାଉଛି। ତେଣୁ ଦୈନନ୍ଦିନ କାର୍ଯ୍ୟବ୍ୟସ୍ତତା ମଧ୍ୟରେ ଖୁସି...

କରୋନା ସହିତ ଲଢ଼େଇ: ଗବେଷଣା ପାଇଁ ୪୦୦୦ ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯିବ ବିସିଜି ଟୀକା

ମେଲବୋର୍ନ,୩୧।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଇତିମଧ୍ୟରେ କୌଣସି ଔଷଧ ପ୍ରସ୍ତୁତ ହୋଇପାରି ନାହିଁ। ପ୍ରତି ଦେଶର...

କେମିତି ଚମକିବ ବାସନ

ସବୁ ମହିଳାଙ୍କୁ ପସନ୍ଦ ସେମାନଙ୍କ ରୋଷେଇ ଘରର ବାସନ କେମିତି ଚମକିବ । କିନ୍ତୁ ବାସନରେ ଯଦି ପୋଡ଼ା ଦାଗ ରହିଯାଏ ତେବେ ତାକୁ ସଫା...

ଶରୀରର କେଉଁଠି କରିବେ ଟାଟୁ, ଜାଣନ୍ତୁ..

ଆଜିର ଏହି ଅଲଟ୍ରା ମଡର୍ନ ଦୁନିଆରେ ଟାଟୁର କ୍ରେଜ୍‌ ବି କିଛି କମ୍‌ ନୁହେଁ। କିଛି ଲୋକ ରେକର୍ଡ ନିଶାରେ ଶରୀରରେ ଟାଟୁ କରାଇଥାନ୍ତି ତ...

ସକାଳେ କପେ ରେଡ୍‌ ଟି…

ସକାଳେ ରେଡ୍‌ ଟି ପିିଇଲେ ଅନେକ ଉପକାର ମିଳିଥାଏ। ରେଡ୍‌ ଟିରେ ଲୌହ, ପୋଟାସିୟମ୍‌, ଜିଙ୍କ୍‌, ମାଙ୍ଗାନିଜ୍‌, କପର, କ୍ୟାଲସିୟମ୍‌, ସୋଡ଼ିୟମ୍‌, ମ୍ୟାଗ୍ନେସିୟମ୍‌, ଫ୍ଲୋରାଇଡ୍‌, କ୍ୟୁରସେଟିନ୍‌...

Coronavirus Update


Archives

Model This Week

Why Dharitri