ଉପକାରୀ ସାଲାଡ

ତଟକା ଫଳମୂଳରେ ପ୍ରସ୍ତୁତ ସାଲାଡ ଖାଇବାକୁ କିଏ ବା ଭଲ ନ ପାଏ। ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ। ଆଜିକାଲି ଅନେକେ ଏହାକୁ ଦୈନନ୍ଦିନ ବ୍ରେକ୍‌ଫାଷ୍ଟ ତାଲିକାରେ ସାମିଲ କରିଛନ୍ତି। କୌଣସି ଭୋଜିରେ ସାଲାଡକୁ ଏପରି ସଜାଇ ରଖାଯାଇଥାଏ ଯେ, ତାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣକରେ। କେବଳ ସେତିକି ନୁହେଁ, ତାହା ମଧ୍ୟ ସାଲାଡ ଖାଇବା ଆଶାକୁ ଦ୍ୱିଗୁଣିତ କରିଥାଏ। ଆପଣ ନିଜର କ୍ୟାଲୋରିକୁ ନିୟନ୍ତ୍ରଣରେ ରଖିବାକୁ ଚାହୁଁଛନ୍ତି କି ? ଯଦି ହଁ, ତେବେ ନିୟମିତ ସାଲାଡ ଖାଆନ୍ତୁ। ଏହା ଶରୀରରେ ଜଳୀୟ ଅଂଶକୁ ସନ୍ତୁଳିତ ରଖିଥାଏ। ଡାଇବେଟିସ୍‌ ରୋଗୀ ଏହାକୁ ଖାଇବା ଦ୍ୱାରା ସେମାନଙ୍କର ରକ୍ତରେ ସୁଗାର ପରିମାଣ ସନ୍ତୁଳିତ ରହିଥାଏ। ଆଜିକାଲି ଅନେକେ ମେଦବହୁଳତା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଯଦି ସେମାନେ ପ୍ରତିଦିନ ସାଲାଡ ଖାଆନ୍ତି ତେବେ ତାହା ଓଜନ କମାଇବାରେ ସହାୟକ ହୋଇଥାଏ। ଶରୀରରେ ଜଳୀୟ ଅଂଶକୁ ସନ୍ତୁଳିତ ରଖେ ସାଲାଡ। ଏହାକୁ ଖାଇବା ଦ୍ୱାରା ଅସ୍ଥି ଏବଂ ମାଂସପେଶୀ ଦୃଢ଼ ହୋଇଥାଏ। ପ୍ରତିଦିନ ସାଲାଡ ଖାଇବା ଦ୍ୱାରା ହୃତ୍‌ପିଣ୍ଡ (ହାର୍ଟ) ସୁସ୍ଥ ରହିଥାଏ। ଏହା ଶରୀରରେ ଭିଟାମିନ୍‌-ବି, ସି, ଇ ଅଭାବ ପୂରଣ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ସୂର୍ଯ୍ୟ-ଶୁକ୍ରଙ୍କ ଯୁତିରେ ଗଠନ ହେବ ଶୁକ୍ରାଦିତ୍ୟ ରାଜଯୋଗ; ଚମକିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ଯୁତିକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଦୁଇଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କଲେ ତାହାକୁ ଗ୍ରହ…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?