ଉପକୂଳମୁହାଁ ବୁଲବୁଲ୍‌: ଦୀଘାରେ ହାଇଆଲର୍ଟ

ଭୋଗରାଇ, ୯।୧୧(ଡି.ଏନ୍‌.ଏ.): ବାତ୍ୟା ‘ବୁଲବୁଲ୍‌’ ପ୍ରଭାବରେ ବାଲେଶ୍ୱର ଜିଲାର ଉଦୟପୁର, ତାଳସାରୀ, କୀର୍ତ୍ତନିଆ, ଦୀଘା ଉପକୂଳ ସମୁଦ୍ରରେ ଶନିବାର ୫ରୁ ୯ଫୁଟ୍‌ର ଜୁଆର ମାଡ଼ିଆସୁଥିବା ଦେଖାଯାଇଛି। ଏଥିସହ ତୁହାକୁତୁହା ବର୍ଷା ହେବା ସହ ପବନର ବେଗ ବଢ଼ିବାରେ ଲାଗିଛି। ପାଣିପାଗ ବିଭାଗ ପକ୍ଷରୁ ଦୀଘାରେ ୩ ନଂ. ବିପଦ ସଙ୍କେତ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସତର୍କତା ଅବଲମ୍ବନ କରାଯାଇଛି। ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଏବଂ ଅଗ୍ନିଶମ ବାହିନୀକୁ ସଜାଗ ରଖାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

ବୈଠକ ପୂର୍ବରୁ ସରକାରଙ୍କୁ ଅଲ୍ଟିମେଟମ ଦେଲା CJP, ରଖିଲା ଏହି ବଡ଼ ସର୍ତ୍ତ

ନୂଆଦିଲ୍ଲୀ,୨୫।୭: CJP ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ କ୍ଷତିପୂରଣ ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ପ୍ରସଙ୍ଗ ସମ୍ପର୍କରେ ସଂଗଠନ ଆଜି (ଶନିବାର) ଏକ ଲିଖିତ ଚୁକ୍ତି…

ଚତୁର୍ଥୀ ରାତିରେ ଚାଲିଗଲା ବବଲୁଙ୍କ ଜୀବନ: ସକାଳୁ ସକାଳୁ ଜଣାପଡ଼ିଲା କାରଣ

ଲକ୍ଷ୍ନୌ,୨୫।୭: ଉତ୍ତର ପ୍ରଦେଶର ବଦାଉଁ ଜିଲାର ଉଘାଇତି ଥାନା ଅଞ୍ଚଳରେ ଅବସ୍ଥିତ ରିଓନାଇ ଗାଁରେ ବିବାହ ଉତ୍ସବର କିଛି ଘଣ୍ଟା ମଧ୍ୟରେ ଶୋକର ଛାୟା ଖେଲିଯାଇଛି। କନ୍ୟାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri