ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ସଜନାଗଡ,୩୧।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ମଙ୍ଗଳବାର ଚାଷୀମାନେ ଧାରଣା ଦେଇଛନ୍ତି। ଚଳିତବର୍ଷ ଧାନ ବିକ୍ରି ପାଇଁ ନୀଳଗିରି ଲ୍ୟାମ୍ପ ଅଧୀନ ବିଭିନ୍ନ ସୋସାଇଟିରେ ବହୁଚାଷୀ ନାମ ପଞ୍ଜୀକରଣ ପାଇଁ କାଗଜପତ୍ର ଦାଖଲ କରିଥିଲେ। ହେଲେ ଅଧିକାଂଶ ଚାଷୀ ପଞ୍ଜୀକରଣ ତାଲିକାରୁ ବାଦ୍‌ ପଡିଥିବା ନେଇ ଚାଷୀମାନେ ଅଭିଯୋଗ କରିଥିଲେ। ହେଲେ ବାଦ୍‌ ପଡିଥିବା ଚାଷୀଙ୍କ ନାମ ପଞ୍ଜୀକରଣ ହୋଇ ନ ଥିଲା। ଏହାସହ ନୀଳଗିରି ଲ୍ୟାମ୍ପରେ ଚାଷୀଙ୍କ ଧାନ କ୍ରୟରେ ଅବହେଳା ପ୍ରତିବାଦରେ ମଙ୍ଗଳବାର ଅର୍ନିଦ୍ଧିଷ୍ଟ କାଳ ପାଇଁ ଚାଷୀମାନେ ଶାନ୍ତିପୂର୍ଣ୍ଣ ଧାରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେଥିଲେ ଅଷ୍ଟମ ବାଟାଲିୟନ ସିପାହୀ: କାର୍ଯ୍ୟରେ ଯୋଗ ଦେବା ବେଳକୁ ଜଣାପଡ଼ିଲା କରୋନା ଆକ୍ରାନ୍ତ

ଗଞ୍ଜାମ,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅଗସ୍ତି ନୂଆ ଗାଁ ସ୍ଥିତ ଅଷ୍ଟମ ବାଟାଲିୟନର ଜଣେ ସିପାହୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେ ଛୁଟିରେ ଘରେ ରହିଥିଲେ...

ଧାମନଗରରେ ଉପନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ

ଭଦ୍ରକ ଅଫିସ,୩।୧୧: ଧାମନଗରରେ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଅପରାହ୍ନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ...

ଉପାନ୍ତରେ ଓଡ଼ିଆ ଭାଷା ସ୍ଥିତି ସଙ୍କଟ

କେନ୍ଦ୍ରାପଡ଼ା ଅଫିସ, ୭ା୧: ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଓଡ଼ିଶାର ଉପାନ୍ତ ଅଞ୍ଚଳରେ ଓଡ଼ିଆ ଭାଷାର ସ୍ଥିତିକୁ ନେଇ ଗତ ୪ ତାରିଖରେ...

ଗୋଚର ଜମି ଜବରଦଖଲ, ପ୍ରତିବାଦରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ନିଶ୍ଚିନ୍ତକୋଇଲି,୨୯ା୧୦(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଓରତି ପଞ୍ଚାୟତରେ  ଗୋଚର ଜମିକୁ ଜବରଦଖଲ କରାଯାଇଛି। ଏଠାରେ ଚାଲିଥିବା ବେଆଇନ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ଶନିବାର...

ସମ୍ବଲପୁରରେ ରାସେଶ୍ୱରୀ ଆଗୁଆ

ସମ୍ବଲପୁର,୨୩।୫: ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସମ୍ବଲପୁର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଡା. ରେସେଶ୍ୱରୀ ପାଣିଗ୍ରୀହୀ ଆଗୁଆ ରହିଛନ୍ତି। ରାସେଶ୍ୱରୀ ୫୩୪୩ ଭୋଟ...

ଗ୍ରାମରେ ବ୍ଲିଚିଂ ପକାଇ ବିଶୋଧନ

ବାହାନଗା, ୭ା୪(ଡି.ଏନ୍‌.ଏ.)-ବିଶ୍ୱ ମହାମାରୀ କରୋନା ଭାଇରସକୁ ରୋକିବା ଲାଗି ସାରା ଭାରତରେ ଲକ୍‌ ଡାଉନ୍‌ ଚାଲିଥିବା ବେଳେ ବିଭିନ୍ନ ଗ୍ରାମରେ ତାର କଡା ମୁକାବିଲା କରିବା...

ବନ୍ଦ କାର୍‌ରେ ଶିଶୁକନ୍ୟାକୁ ଛାଡ଼ି ପଳାଇଲେ ମା’ବାପା, ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କଲେ ଲୋକେ

ଢେଙ୍କାନାଳ ଅଫିସ,୩।୧୨: ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନ ସମୟରେ ଏକ ଧଳା କାର୍‌ ଭିତରେ ଦେଢ଼ ବର୍ଷର...

ବଡ଼ଭାଇଙ୍କ ଭୁଜାଲି ଚୋଟରେ ସାନଭାଇଙ୍କ ଜୀବନଗଲା

ଅତାବିରା,୩୧।୭(ଡି.ଏନ୍‌.ଏ.) : ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଟାଙ୍ଗରପାଲି ପଞ୍ଚାୟତର ତଲାକଟା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଅଜୟ...

Advertisement
Archives

Model This Week