ଉପଜିଲାପାଳଙ୍କ ଚଢ଼ାଉ, ମଦ ଜବତ

ଅନୁଗୋଳ ଅଫିସ୍‌, ୪ା୪- ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ଶୁକ୍ରବାର ରାତିରେ ମହୀଧରପୁର, ବନ୍ତଳା ଓ ସୀମାନ୍ତ କଂସରା ଅଞ୍ଚଳରେ ଚଢ଼ାଉ କରିଛନ୍ତି । ଏହି ସମୟରେ ବଜାରର ସ୍ଥିତି ପରଖିବା ସହ ଲକଡାଉନବେଳେ କିଛି ଢାବା ବେଆଇନ ଭାବେ ଖୋଲାଥିବା ଦେଖି ସେଠାରେ ଚଢ଼ାଉ କରିଥିଲେ । କଂସରା ଛକଠାରେ ଥିବା ଢାବାରୁ ବିପୁଳ ପରିମାଣର ମଦ ଜବତ ପରେ ହିନ୍ଦୋଳ ଥାନାକୁ ପଠାଯାଇଛି । ବେଆଇନ ଭାବେ ମଦ ବିକ୍ରି କରିବା ଓ ଲକଡାଉନ ନିୟମ ଉଲ୍ଲଂଘନ କରିବା ନେଇ ହିନ୍ଦୋଳ ଥାନାରେ ୨ଟି ମାମଲା ରୁଜୁ କରାଯାଇଥିବା ଉପଜିଲାପାଳ ସୂଚନା ଦେଇଛନ୍ତି । ଉପଜିଲାପାଳଙ୍କ ସହ ଅନୁଗୋଳ ଅତିରିକ୍ତ ତହସିଲଦାର ଚଢ଼ାଉରେ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରୁ ୬ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨୯।୬: ରାଜ୍ୟରେ ସୋମବାର ୨୪୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକ ଜିଲାରୁ ଅଛନ୍ତି ୭ଜଣ। ଏମାନଙ୍କ ମଧ୍ୟରେ କଟକସ୍ଥିତ ଆଚାର୍ଯ୍ୟ ହରିହର...

ସିଂହଦ୍ୱାର ସୌନ୍ଦର୍ଯ୍ୟକରଣ କାମ ଦେଖିଲେ ମୁଖ୍ୟ ପ୍ରଶାସକ; ନୂଆ ପାଦ ପ୍ରକ୍ଷାଳନ କାମ ଆରମ୍ଭ

ପୁରୀ ଅଫିସ,୩୦।୧୨:  ସିଂହଦ୍ୱାରରେ ସୌନ୍ଦର୍ଯ୍ୟକରଣ କାମ ଦ୍ରୁତଗତିରେ ଚାଲିଛି। ରବିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏହି ସୌନ୍ଦର୍ଯ୍ୟକରଣ କାମ ବୁଲି ଦେଖିଛନ୍ତି।...

ଭକ୍ତିମୟ ପରିବେଶରେ ଅବିର ଖେଳି ବିମାନରେ ବୁଲିଲେ ଠାକୁର

ପାଟଣା,୭।୩(ସ୍ବ. ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ, ଦୁର୍ଗାଦେଇପୁର, କାମେଶ୍ୱର ପୁର, ଶିବ ନାରାୟଣ ପୁରଶାସନ ଓ...

ମାର୍ଚ୍ଚ ପହିଲାରୁ ଗାଡିଯାଞ୍ଚ କଡ଼ାକଡ଼ି: ପରିବହନ କାର୍ଯ୍ୟାଳୟରେ ଭିଡ଼

ବ୍ରହ୍ମପୁର ଅଫିସ,୨୯ା୨: ମୋଟରଯାନ ଆଇନ କୋହଳ ସମୟସୀମାର ଶନିବାର ଶେଷ ଦିନ। ମାର୍ଚ୍ଚ ୧ ତାରିଖ ଅର୍ଥାତ୍‌ ରବିବାରଠାରୁ ଏହି ନିୟମ କଡ଼ାକଡି କରାଯିବ। ଗଞ୍ଜାମ...

ଜାଲ୍‌ ସାର୍ଟିଫିକେଟରେ ଚାକିରି କରି ଜେଲ୍‌ ଗଲେ ଶିକ୍ଷକ

କୋକସରା,୨ା୬(ଡି.ଏନ.ଏ): ନକଲି ସାର୍ଟିଫିକେଟ ଦେଇ ଚାକିରି ହାତେଇଥିବା ଶିକ୍ଷକ ଏବେ ଜେଲରେ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କୋକସରା ଥାନା ଅଞ୍ଚଳରେ। ମିଳିଥିବା ସୂଚନା...

ବିଦ୍ୟୁତ ଆଘାତରେ ଆଖି ବୁଜିଲେ ଦମ୍ପତି

ସୁନାବେଡ଼ା,୨ା୧: କୋରାପୁଟ ଜିଲା ସୁନାବେଡ଼ା ମ୍ୟୁନିସିପାଲିଟି ଅଧୀନସ୍ଥ ପୋଲିସ କ୍ୟାମ୍ପରେ ରହୁଥିବା ସୁଧାକର ବିଶ୍ୱାଳ (୫୬) ଓ ତାଙ୍କର ସ୍ତ୍ରୀ ଚଞ୍ଚଳl ବିଶ୍ୱାଳ (୫୦) ବିଦ୍ୟୁତ...

ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡରଙ୍କ ଅଭିନବ ପ୍ରୟାସ : ସାଥୀ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଗୀତ ମାଧ୍ୟମରେ ଦେଲେ ଆହ୍ବାନ

ମାଲକାନଗିରି,୨୫।୮(ସ୍ବ.ପ୍ର.): ଜିଲାର ସୀମାନ୍ତ ଛତିଶଗଡ଼ ସୁକମା ପୋଲିସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡର ଅର୍ଜୁନ ସାଥୀ ମାଓବାଦୀଙ୍କୁ ହିଂସା ଛାଡ଼ି...

ଫାଣ୍ଡିରେ କନଷ୍ଟେବଳଙ୍କୁ ବଳାତ୍କାର

ବାଲେଶ୍ୱର ଅଫିସ/ବାହାନଗା, ୨୯।୫(ଡି.ଏନ.ଏ.): ବାତ୍ୟା ଡ୍ୟୁଟିରେ ଥିବା ଜଣେ ମହିଳା କନଷ୍ଟେବଳଙ୍କୁ ଫାଣ୍ଡି ପରିସରରେ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ଘଟାଇଛନ୍ତି ସମ୍ପୃକ୍ତ ଫାଣ୍ଡି...

Advertisement
Archives

Model This Week