ଉପଜିଲାପାଳଙ୍କ ପାଖରେ ଫେରାଦ ହେଲେ ଚାଷୀ: ଧାନ କିଣୁନାହାନ୍ତି ମିଲର, ନଷ୍ଟ ହେଉଛି ଟୋକନ

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ଗ୍ରାମରେ ଚାଷୀଙ୍କ ଧାନକୁ ମିଲର ଓ ସମବାୟ ସମିତି କିଣୁ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ଚାଷୀଙ୍କୁ ବିକ୍ରି ଲାଗି ମିଳୁଥିବା ଟୋକନର ଅବଧି ସରିବାରେ ଲାଗିଛି । ଏହା ସହ ଚାଷୀଙ୍କ ଧାନ ବିକ୍ରି ଲାଗି ଆସୁଥିବା ଟୋକନ ସମ୍ପର୍କରେ ସମବାୟ ସମିତିଗୁଡିକ ଚାଷୀଙ୍କୁ ଠିକ୍‌ ସମୟରେ ସୂଚନା ଦେଉନାହାନ୍ତି। ଧାନ ଖଳାରେ ପଡିରହି ନଷ୍ଟ ହେବା ସହ ଚାଷୀମାନେ ଅଭାବୀ ବିକ୍ରିର ଶିକାର ହେବାରେ ଲାଗିଛନ୍ତି । ଚାଷୀଙ୍କ ପକ୍ଷରୁ ପୁରୁଷୋତ୍ତମପୁର ବ୍ଲକ ଯୋଗାଣ ନିରୀକ୍ଷକ ଓ ସମବାୟ ସମିତିରେ ଅଭିଯୋଗ ଜଣାଇଥିଲେ ମଧ୍ୟ କେହି ଗୁରୁତ୍ୱ ଦେଉନାହାନ୍ତି। ଏ ନେଇ ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟିଙ୍କ ପାଖରେ ଶୁକ୍ରବାର ପାଣ୍ଡିଆ ସମବାୟ ସମିତି ଅଧୀନ ଚାଟ ମୁଣ୍ଡଳି ଗ୍ରାମର ଚାଷୀଙ୍କ ସମେତ ପୁରୁଷୋତ୍ତମପୁର ଓ ଅନ୍ୟାନ୍ୟ ଗ୍ରାମର ଚାଷୀମାନେ ଅଭିଯୋଗ କରିଛନ୍ତି। ଏହା ଉପରେ ତୁରନ୍ତ ପଦକ୍ଷେପ ନିଆଯିବା ସହ ଚାଷୀଙ୍କ ଧାନକୁ ସମବାୟ ସମିତି, ମଣ୍ଡି ମାଧ୍ୟମରେ ମିଲର କିଣିନେବେ ବୋଲି ଉପଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri