ଉପନିର୍ବାଚନ ୧୦ମ ରାଉଣ୍ଡ UPDATE: ୫୨,୧୪୨ ଭୋଟରେ ବିଜେଡି ଆଗୁଆ

ବରଗଡ଼ ଅଫିସ,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ସକାଳ ୮ଟାରୁ ଭୋଟ ଗଣତି ଜାରି ରହିଛି। ପଦ୍ମପୁର ଆର୍‌ଏମ୍‌ସି ଗୋଦାମ ପରିସରରେ ଥିବା ଏକ ହଲ୍‌ରେ ଚାଲିଥିବା ଗଣତିର ୯ମ ରାଉଣ୍ଡ ସୁଦ୍ଧା ବିଜେଡିର ରୀତା ସାହୁ ୫୨,୧୪୨ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ରୀତାଙ୍କୁ ୭୧,୨୨୯ ଖଣ୍ଡ ଭୋଟ ମିଳିଥିବା ବେଳେ ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ ସନତ ଗଡ଼ତିଆଙ୍କୁ ୧୯,୦୮୭ ଭୋଟ ମିଳିଛି। ସେହିଭଳି କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ କୁମାର ପଣ୍ଡାଙ୍କୁ ୨୭୭୩ ଭୋଟ ମିଳିଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୋଟଗଣତି ଜାରି ରହିଥିବା ବେଳେ ୨୨ ରାଉଣ୍ଡରେ ଗଣନା ସରିବ ବୋଲି ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଳସୁ ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ୧୪ ବଖରା

ଜଗନ୍ନାଥପ୍ରସାଦ,୧୩ା୫(ଡି.ଏନ୍‌.ଏ.)- ଜଗନ୍ନାଥପ୍ରସାଦ ବ୍ଲକ ଅଳସୁ ଗ୍ରାମ ଖଇରଝୋଳରେ ମଙ୍ଗଳବାର ନିଅଁା ଲାଗି ୧୪ ବଖରା ପୋଡି ପାଉଁଶ ହୋଇଛି। ଅପରାହ୍ନ ପ୍ରାୟ ୪ଟାବେଳେ ଜଣେ ବ୍ୟକ୍ତିଙ୍କ...

ଫାର୍ମାଶିଷ୍ଟଙ୍କ ଦ୍ୱାରା ଚାଲିଛି ଚିକିତ୍ସାଳୟ

ତେଲକୋଇ, ୧।୧(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ସିରିଗିଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଚଳାବସ୍ଥା। ଜଣେ ଫାର୍ମାଶିଷ୍ଟଙ୍କ ଦ୍ୱାରା ଚାଲିଛି ସ୍ବାସ୍ଥ୍ୟ କେନ୍ଦ୍ର। ଦୀର୍ଘ ଦିନରୁ ଡାକ୍ତର ଅଭାବ ଯୋଗୁ...

କାଜୁ ଜଙ୍ଗଲରୁ ମିଳିଲା ନରକଙ୍କାଳ

କୋରାପୁଟ,୪ା୪(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅନ୍ତର୍ଗତ ଏକଟାଗୁଡା ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରୁ ରବିବାର ଏକ ନରକଙ୍କାଳ ମିଳିଛି। ଖବରପାଇ ଏସଡିପିଓ ମନୋଜ କୁମାର ପୂଜାରୀଙ୍କ...

ଅସିତ୍‌ ତ୍ରିପାଠୀ ହେଲେ ରାଜ୍ୟ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନର ଭାବେ ଆଦିତ୍ୟ ପ୍ରସାଦ ପାଢୀଙ୍କୁ ନୂଆ ଦାୟିତ୍ୱ ମିଳିବା ପରେ ଅସିତ୍‌ ତ୍ରିପାଠୀ ରାଜ୍ୟର ନୂଆ ମୁଖ୍ୟ ଶାସନ...

ପୁନଃନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ବଜାର, ମଲ

ବ୍ରହ୍ମପୁର ଅଫିସ,୨୧ା୩ ମହାମାରୀ କରୋନା ମୁକାବିଲା ପାଇଁ ସଚେତନତା ହିଁ ଏକମାତ୍ର ପନ୍ଥା ା ଭିଡ଼ରେ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କା ଅଧିକ ରହିଛି। ତେଣୁ...

୩ ବଖରା ଜଳିଗଲା

ଦିଗପହଣ୍ଡି,୨୯ା୧୨(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଖମାରୀଗଁାରେ ରବିବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ଘଟି ବାବୁ ଗୌଡ ଓ ନାରାୟଣ ଗୌଡଙ୍କ ୩ ବଖରା ଜଳିଯାଇଛି। ଦିଗପହଣ୍ଡି...

ସ୍ତ୍ରୀଙ୍କ ଗର୍ଭ ନଷ୍ଟ ଖବର ଶୁଣି ସ୍ବାମୀଙ୍କ ଆତ୍ମହତ୍ୟା

ସେମିଳିିଗୁଡା, ୧୦।୧୨(ସ୍ବ.ପ୍ର)- ହସ୍‌ପିଟାଲରେ ସ୍ତ୍ରୀଙ୍କ ଗର୍ଭ ନଷ୍ଟ କରାଯାଇଥିବା ଖବର ଶୁଣି ସ୍ବାମୀ ସୋମବାର ଆତ୍ମହତ୍ୟା କରିଛନ୍ତି ା ପୁଅ ଘର ଲୋକ ମୃତଦେହକୁ ଝିଅ...

ଆଜି ରାଜ୍ୟରୁ ୧୮୯ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୨୫ ଶିଶୁ

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ରବିବାର ରାଜ୍ୟରୁ ୧୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୦,୨୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

Advertisement
Archives

Model This Week