ଉପବାଚସ୍ପତି ପ୍ରସ୍ତାବ ଆସିଲେ ବିଚାର କରାଯିବ: ପିନାକୀ

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଉପବାଚସ୍ପତିି ପାଇଁ ପ୍ରସ୍ତାବ ଆସିଲେ ଏ ନେଇ ବିଚାର କରାଯିବ। ଲୋକ ସଭା ଉପବାଚସ୍ପତି ପଦ ନେଇ ବିଜେଡି ପକ୍ଷରୁ ସଂସଦୀୟ ଦଳ ନେତା ପିନାକୀ ମିଶ୍ର ନିଜ ପ୍ରତିକ୍ରିୟାରେ ଏହା କହିଛନ୍ତି। ସେ କହିଛନ୍ତି, ଏବେ ଉପବାଚସ୍ପତି ନିର୍ବାଚନ ପ୍ରସଙ୍ଗ ଉଠିନାହିଁ। ବାଚସ୍ପତି ନିର୍ବାଚନ ସରିଲା ପରେ ଉପବାଚସ୍ପତି ପ୍ରସଙ୍ଗ ଉଠିବ। ଯଦି ଏହାକୁ ନେଇ ଶାସକ ଦଳ ପକ୍ଷରୁ ପ୍ରସ୍ତାବ ଆସେ, ତେବେ ଏ ନେଇ ବିଚାର କରାଯିବ। ସେମିତି କିଛି ପ୍ରସ୍ତାବ ଆସିଲେ ଦଳର ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଚାର କରିବେ ବୋଲି ସେ କହିଛନ୍ତି।
ପ୍ରକାଶ ଯେ, ମଙ୍ଗଳବାର ବିଜେଡିର ସଂସଦୀୟ ଦଳ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏନ୍‌ଡିଏ ବାଚସ୍ପତି ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ଦେବା ନେଇ ନିଷ୍ପତ୍ତି ହୋଇଛି। ଭାଜପା ପ୍ରାର୍ଥୀ ଓମ୍‌ ବିର୍ଲାଙ୍କୁ ସମର୍ଥନ ଦେବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବାଚସ୍ପତି ନିର୍ବାଚନରେ ସହମତି ଦେବାକୁ ପୂର୍ବରୁ କେନ୍ଦ୍ର ପକ୍ଷରୁ ବିଜେଡିକୁ ଅନୁରୋଧ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ଅନୁରୋଧ କରିଥିଲେ ବୋଲି ପିନାକୀ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri