Posted inଜାତୀୟ

ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଘେରିଲା ଭାଜପା

ନୂଆଦିଲ୍ଲୀ,୭।୨: ଜିଏସଟି ମାମଲାରେ  ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସ୍ବତନ୍ତ୍ର କର୍ତ୍ତବ୍ୟ ଅଧିକାରୀ (ଓଏସଡି) ଗୋପାଳ କୃଷ୍ଣ ମାଧବଙ୍କୁ ଗିରଫ କରିଛି। ଦିଲ୍ଲୀ ନିର୍ବାଚନର ଗୋଟିଏ ଦିନ ଏଭଳି ଘଟଣା ସାମ୍ନାକୁ ଆସିବା ପରେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ଭାଜପା ଆଇଟି ସେଲ୍‌ ଅଧ୍ୟକ୍ଷ ଅମିତ ମାଲବୀୟ ମନୀଷଙ୍କ ଉପରେ ବର୍ଷିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଉପମୁଖ୍ୟମନ୍ତ୍ରୀଙ୍କ ଅଫିସ୍‌ରେ ଜଣେ ଓଏସ୍‌ଡି ନିଜ ବସ୍‌ଙ୍କ ଅଜାଣତରେ ଲାଞ୍ଚ ନେଇପାରିବ ନାହିଁ। କେଜରିଓ୍ବାଲ ଏବଂ ସିସୋଡିଆଙ୍କ ନାଁରେ ପୂର୍ବରୁ ମଧ୍ୟ ଭ୍ରଷ୍ଟାଚାର ଅଭିଯୋଗ ହୋଇଛି ବୋଲି ସେ କହିଛନ୍ତି। ଓଏସ୍‌ଡି ଗିରଫ ହେବାପରେ ସିସୋଡିଆ ଟୁଇଟ କରି କହିଛନ୍ତି, ‘ଗିରଫ ଓଏସଡିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କ ଗୋଟିଏ ଟୁଇଟ୍‌ ଯୋଗୁ ଭାରତରେ ବିବାହ କଲେ ଆମେରିକା ଯୁବତୀ

ଥିରୁଭାନନ୍ତପୁରମ୍‌, ୯।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗୋଟିଏ ଟୁଇଟ୍‌ ଯୋଗୁ ଜଣେ ଆମେରିକା ମହିଳା ଭାରତରେ ବିବାହ କରିଛନ୍ତି। ଆଶଲେ ହଲ୍‌ ନାମକ ଜଣେ ଯୁବତୀଙ୍କ...

ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ପୁଣି ଗୁରୁତର

ନୂଆଦିଲ୍ଲୀ,୧୮।୮: ପ୍ରସିଦ୍ଧ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ ହୃଦଘାତରେ ଆକ୍ରାନ୍ତ ହୋଇ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ୨ ଦିନ...

କୋଷ୍ଟଗାର୍ଡ ପାଇଁ କିଣାଯିବ ଡୋର୍ନିଅର ବିମାନ

ନୂଆଦିଲ୍ଲୀ, ୮ା୭: ଭାରତୀୟ ତଟ ସୁରକ୍ଷା ବାହିନୀ (ଆଇସିଜି) ପାଇଁ ଦୁଇଟି ଡୋର୍ନିଅର ବିମାନ ସମେତ ଅନ୍ୟାନ୍ୟ ଇଞ୍ଜିନିୟରିଂ ସପୋର୍ଟ ପ୍ୟାକେଜ୍‌ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର...

ବଳଦ ଗାଡ଼ିରେ ବରଯାତ୍ରୀ ଗଲେ ଯୁବକ

ଜାଲୋର,୧୮।୫: ଆଜିକାଲି ଯୁବକ ଯୁବତୀମାନେ ନିଜ ବିବାହକୁ ମୁହୂର୍ତ୍ତକୁ ଭିନ୍ନ ଓ ସ୍ବତନ୍ତ୍ର କରିବା ପାଇଁ ନିଆରା ଢ଼ଙ୍ଗ ଆପଣାଉଛନ୍ତି। ବିବାହ ପାଇଁ କିଏ ହେଲିକପ୍ଟରରେ...

ଚାଇନା ସହିତ ଯୁଦ୍ଧ ହେଲେ ଭାରତକୁ ସମର୍ଥନ କରିବେ ୭ ଦେଶ…

ନୂଆଦିଲ୍ଲୀ , ୫।୯: ଭାରତ ଚାଇନା ମଧ୍ୟରେ ଏଲ୍‌ଏସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଯଦି ଦୁଇଦେଶ ମଧ୍ୟରେ ଯୁଦ୍ଧ ହୁଏ ତେବେ ଭାରତକୁ ୭ ଦେଶ...

୨୨ ଟଙ୍କାରେ ମିଳୁଛି ପିଆଜ

ନୂଆଦିଲ୍ଲୀ,୨୪।୯: ପିଆଜ କିଲୋକୁ ୮୦। ସମଗ୍ର ଦେଶରେ ପୁଣି ଥରେ ବୃଦ୍ଧି ପାଇଛି ପିଆଜ ଦର। ଦର ବୃଦ୍ଧିକୁ ନେଇ ଲୋକେ ଚିନ୍ତାରେ ପଡିଯାଇଛନ୍ତି ।...

ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ...

କରୋନାକୁ ପୂରିଲା ୧୩୫ ଦିନ: ସାମାନ୍ୟ ଅସାବଧାନତା ନେଇପାରେ ଅନେକଙ୍କ ଜୀବନ !

ନୂଆଦିଲ୍ଲୀ,୧୬।୬: କରୋନା ଭାଇରସକୁ ଏକ ଅଜଣା ବିଶ୍ୱାସଘାତୀ ଶତ୍ରୁ ବୋଲି କହି ଭାରତୀୟ ବିଶେଷଜ୍ଞମାନେ କହିଛନ୍ତି ସାମାନ୍ୟ ଅବହେଳା ପରିସ୍ଥିତିକୁ ଆହୁଳି ଜଟିଳ କରିଦେଇପାରେ। ଦେଶରେ...

Advertisement
Archives

Model This Week