ଉପଯୁକ୍ତ ଜୀବନସାଥୀ ଖୋଜିବାକୁ ଚାଇନାରେ ଚାଲିଲା ସ୍ବତନ୍ତ୍ର ଲଭ୍‌ ଟ୍ରେନ୍‌

ବେଜିଂ,୩୧।୮: ଚାଇନାରେ ଆମେ ଦୁଇ ଆମର ଏକ ନୀତି ଏବେ ଚାଇନା ବାସୀଙ୍କୁ ଅଡୁଆରେ ପକାଇଛି। କାରଣ ଏଠାରେ ଏବେ ଅନେକ ଯୁବତୀ ଯୁବକ ଅବିବାହିତ ରହି ଯାଉଛନ୍ତି। ଏଥିପାଇଁ ଏବେ ସେଠାରେ ପ୍ରଚଳିତ ହୋଇଛି ଲଭ୍‌ ଟ୍ରେନ୍‌। ଆଉ ଏହି ଟ୍ରେନ୍‌ରେ ଯାତ୍ରା କରିଛନ୍ତି ପ୍ରାୟ ୧ହଜାର ଅବିବାହିତ ଯୁବତୀ ଯୁବକ। ପ୍ରାୟ ୩ ବର୍ଷ ପୂର୍ବରୁ ଏହାର ଶୁଭାରମ୍ଭ କରାଯାଇଥିବା ବେଳେ ଚଳିତ ବର୍ଷ ଅଗଷ୍ଟ ୧୦ରେ ଏହାକୁ ପୁଣି ଥରେ ଦୁଇଦିନ ଦୁଇରାତି ପାଇଁ ଟ୍ରାକ୍‌ ଉପରେ ଦେଖିବାକୁ ମିଳିଛି। ତେବେ ଏହି ଟ୍ରେନ୍‌ରେ ଯାତ୍ରା କରି ୩ ବର୍ଷ ଭିତରେ ପାଖାପାଖି ୧୦ ଯୋଡା ଅବିବାହିତ ଯୁବତୀ ଯୁବକ ବିବାହ ବନ୍ଧନରେ ଆବନ୍ଧ ହୋଇଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ଭ୍ୟାକ୍ସିନ ଉପରେ ବିଶ୍ୱାସ ରଖିଲେ ଫିଲିପାଇନ୍ସ ରାଷ୍ଟ୍ରପତି

ମାନିଲା,୧୧।୮: ବିଶ୍ୱର ପ୍ରଥମ କରୋନା ଭାଇରସ୍‌ ଭ୍ୟାକ୍ସିନର ପଞ୍ଜିକରଣ କରିଛି ରୁଷ। ଏନେଇ ମଙ୍ଗଳବାର ଭ୍ଲାଡିମିର ପୁଟିନ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ମଞ୍ଜୁରୀ ପରେ...

ସେନା ବିମାନରେ ଦେଶ ଛାଡ଼ି ପଳାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୧୩।୭: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଷ୍ଟ୍ରପତି ଗୋଟବାୟା ରାଜପକ୍ସେ ଦେଶ...

କରୋନା ଭ୍ୟାକ୍ସିନ ‘ଫାଇଜର’ର ସାଇଡ ଇଫେକ୍ଟ: ନରୱେରେ ୨୩ ମୃତ

ଓସଲୋ,୧୬ ।୧: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଏବେ ଭ୍ୟାକ୍ସିନ ମୁଖ୍ୟ ଅସ୍ତ୍ର ପାଲଟିଛି । ବିଶ୍ୱର ବିଭିନ୍ନ ବିକାଶଶୀଳ ଦେଶରେ ଏହି ଭ୍ୟାକ୍ସିନ ପ୍ରସ୍ତୁତ...

ଓସାମା ବିନ ଲାଦେନଙ୍କ ପୁଅ କହିଲେ, ମୋ ପିତା କୁକୁର ଉପରେ ରାସାୟନିକ ଅସ୍ତ୍ରର ପରୀକ୍ଷା କରିଥିଲେ

ରିୟାଦ,୨ ।୧୨: ଅଲକାଏଦାର ମୁଖ୍ୟଥିବା ଓସାମା ବିନ ଲାଦେନଙ୍କୁ ନେଇ ଏବେ ଏକ ବଡ ତଥ୍ୟ ସାମ୍ନାକୁ ଆସିଛି । ମୃତ୍ୟୁ ପରେ ବି ଲାଦେନଙ୍କୁ...

ଓମିକ୍ରନ୍‌ ପାଇଁ ଅଲଗା ଟିକା ପ୍ରସ୍ତୁତି ନେଇ ଯୋଜନା…

ଓ୍ବାଶିଂଟନ/ନୂଆଦିଲ୍ଳୀ,୩୦।୧୧: ସମଗ୍ର ବିଶ୍ୱରେ କରୋନାର ଓମିକ୍ରନ ଭାରିଆଣ୍ଟ୍‌ ସଂକ୍ରମଣ ନେଇ ସଙ୍କଟ ଜନକ ପରିସ୍ଥିତି ଉପୁଜିଥିବା ବେଳେ ଟିକା ଉତ୍ପାଦନକାରୀ କମ୍ପାନୀଗୁଡ଼ିକ ପକ୍ଷରୁ ଅଲଗା ଟିକା...

ଚାଇନାରେ ବେକାବୁ କରୋନା

ବେଜିଂ,୧୫।୪: କରୋନା ମହାମାରୀର ଏନ୍ତୁଡ଼ିଶାଳ କୁହାଯାଉଥିବା ଚାଇନାରେ ଏବେ କୋଭିଡ ପରିସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଚାଇନାର ଆର୍ଥିକ ରାଜ୍ୟ କୁହାଯାଉଥିବା ସାଂଘାଇରେ କରୋନା ବେକାବୁ...

ଇଟାଲୀ ଡଙ୍ଗା ଦୁର୍ଘଟଣାରେ ପାକିସ୍ତାନର ୨୪ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି: ପ୍ରଧାନମନ୍ତ୍ରୀ

ଇସଲାମାବାଦ,୨୭ା୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ସୋମବାର କହିଛନ୍ତି, ଇଟାଲୀରେ ଏକ ଡଙ୍ଗା ଦୁର୍ଘଟଣାରେ ୨୪ରୁ ଅଧିକ ପାକିସ୍ତାନୀଙ୍କ ସମେତ ୫୯ ଜଣଙ୍କର ମୃତ୍ୟୁ ଘଟିଛି।...

ଆମେରିକା-ବ୍ରିଟେନ-ଅଷ୍ଟ୍ରେଲିଆ ନିର୍ମାଣ କରିବେ ହାଇପରସୋନିକ କ୍ଷେପଣାସ୍ତ୍ର, ଚାଇନାକୁ ମିଳିବ କଡ଼ା ଜବାବ…

ଓ୍ବାଶିଂଟନ, ୭।୪ : ଆମେରିକା, ବ୍ରିଟେନ ଏବଂ ଅଷ୍ଟ୍ରେଲିଆ କହିଛନ୍ତି ଯେ ନିକଟରେ ଗଠିତ ସୁରକ୍ଷା ସହଯୋଗୀ ’ଓକସ’ ଅଧୀନରେ ଏକ ହାଇପରସୋନିକ କ୍ଷେପଣାସ୍ତ୍ର ନିର୍ମାଣ...

Advertisement
Archives

Model This Week