ଉପଯୁକ୍ତ ଜୀବନସାଥୀ ଖୋଜିବାକୁ ଚାଇନାରେ ଚାଲିଲା ସ୍ବତନ୍ତ୍ର ଲଭ୍‌ ଟ୍ରେନ୍‌

ବେଜିଂ,୩୧।୮: ଚାଇନାରେ ଆମେ ଦୁଇ ଆମର ଏକ ନୀତି ଏବେ ଚାଇନା ବାସୀଙ୍କୁ ଅଡୁଆରେ ପକାଇଛି। କାରଣ ଏଠାରେ ଏବେ ଅନେକ ଯୁବତୀ ଯୁବକ ଅବିବାହିତ ରହି ଯାଉଛନ୍ତି। ଏଥିପାଇଁ ଏବେ ସେଠାରେ ପ୍ରଚଳିତ ହୋଇଛି ଲଭ୍‌ ଟ୍ରେନ୍‌। ଆଉ ଏହି ଟ୍ରେନ୍‌ରେ ଯାତ୍ରା କରିଛନ୍ତି ପ୍ରାୟ ୧ହଜାର ଅବିବାହିତ ଯୁବତୀ ଯୁବକ। ପ୍ରାୟ ୩ ବର୍ଷ ପୂର୍ବରୁ ଏହାର ଶୁଭାରମ୍ଭ କରାଯାଇଥିବା ବେଳେ ଚଳିତ ବର୍ଷ ଅଗଷ୍ଟ ୧୦ରେ ଏହାକୁ ପୁଣି ଥରେ ଦୁଇଦିନ ଦୁଇରାତି ପାଇଁ ଟ୍ରାକ୍‌ ଉପରେ ଦେଖିବାକୁ ମିଳିଛି। ତେବେ ଏହି ଟ୍ରେନ୍‌ରେ ଯାତ୍ରା କରି ୩ ବର୍ଷ ଭିତରେ ପାଖାପାଖି ୧୦ ଯୋଡା ଅବିବାହିତ ଯୁବତୀ ଯୁବକ ବିବାହ ବନ୍ଧନରେ ଆବନ୍ଧ ହୋଇଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦେଖିବାକୁ ମିଳିଲା ସୂର୍ଯ୍ୟଙ୍କର ସବୁଠାରୁ ସ୍ବଚ୍ଛ ଛବି!

ମ୍ୟାଡ୍ରିଡ,୭।୯: ୟୁରୋପରେ ଥିବା ଏକ ଟେଲିସ୍କୋପ ସୂର୍ଯ୍ୟଙ୍କର ବର୍ତ୍ତମାନ ପର୍ଯ୍ୟନ୍ତ ନିଆଯାଇଥିବା ସବୁଠାରୁ ସ୍ବଚ୍ଛ ଚବି ଉଠାଇବାରେ ସଫଳ ହୋଇଥିବା କୁହାଯାଉଛି। ସୂର୍ଯ୍ୟଙ୍କର ଉକ୍ତ ଛବିଟି...

କରୋନା ଆତଙ୍କ ନ ସରୁଣୁ ପୃଥିବୀ ଉପରେ ପୁଣି ମାଡ଼ି ଆସୁଛି ବିପଦ: ଏବର୍ଷ ୧୬ରୁ ଅଧିକ ସାମୁଦ୍ରିକ ଝଡ଼ !

ୱାଶିଂଟନ, ୪ ।୪: ପୃଥିବୀରେ କରୋନ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି । ଏପରିସ୍ଥଳେ କଲୋରାଡୋ ବିଶ୍ୱବିଦ୍ୟାଳୟର ପାଣିପାଗ ବିଭାଗ ହୋଇଥିବା ଏକ ଅନୁଧ୍ୟାନରୁ...

ୟୁଏଇରେ ବସ୍‌ ଦୁର୍ଘଟଣା: ୮ ଭାରତୀୟଙ୍କ ସମେତ ୧୭ ମୃତ

ଦୁବାଇ, ୭।୬: ୟୁଏଇରେ ଭୟାନକ ବସ୍‌ ଦୁର୍ଘଟଣା ଘଟି ୧୭ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୮ ଜଣ ଭାରତୀୟ ରହିଛନ୍ତି ବୋଲି ଦୁବାଇସ୍ଥିତ...

ବସ୍‌ ଉପରେ ଆତଙ୍କବାଦୀ ଆକ୍ରମଣ: ୨୮ ଯାତ୍ରୀ ମୃତ

ଦାମାସକସ୍‌,୩୧।୧୨: ଦକ୍ଷିଣ ସିିରିଆର ଡେର୍‌ ଅଲ୍‌-ଜୌର ପ୍ରଦେଶରେ ଏକ ବସ୍‌ ଉପରେ ଆତଙ୍କବାଦୀ ଆକ୍ରମଣ ଘଟିଛି। ଏଥିରେ ୨୮ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ପ୍ରଦେଶର...

ଚନ୍ଦ୍ରକୁ ଯିବାକୁ ମହିଳା ବନ୍ଧୁ ଖୋଜୁଛନ୍ତି ଜାପାନର ଯୁବକ

ଟୋକିଓ,୧୩।୧: ଜାପାନର ଜଣେ କୋଟିପତି ଯୁବକ ୟୁସାକୁ ମାଏଜାଓ୍ବା ତାଙ୍କ ସହ ଚନ୍ଦ୍ରକୁ ଯିବାକୁ ଜଣେ ମହିଳା ସାଥି ବା ଗର୍ଲ ଫ୍ରେଣ୍ଡ ଖୋଜୁଥିବା ସୂଚନା...

ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ଏଲୋନ ମସ୍କ, ପଛରେ ପଡ଼ିଲେ ଜେଫ୍‌ ବେଜୋସ

ନୂଆଦିଲ୍ଲୀ,୭।୧- ଟେସ୍‌ଲା ମୁଖ୍ୟ ତଥା ବିଲିୟନେୟାର ଉଦ୍ୟୋଗୀ ଏଲୋନ ମସ୍କ ଗୁରୁବାର ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ହୋଇଛନ୍ତି। ସେ ଆମାଜନ ଡଟ୍‌ କମ୍‌ ଆଇଏନ୍‌ସିର...

ନେପାଳରେ ସେନା ମୁଖ୍ୟ: ଓଲିଙ୍କୁ ଭେଟିବେ

ନୂଆଦିଲ୍ଲୀ/କାଠମାଣ୍ଡୁ,୪।୧୧: ଭାରତୀୟ ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ବୁଧବାର ୩ ଦିନିଆ ଗସ୍ତରେ ନେପାଳରେ ପହଞ୍ଚିଛନ୍ତି। ତ୍ରିଭୁବନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପୂର୍ବାହ୍ନ...

ରୁଷିଆ ଆଣିଲା ନୂଆ ଡିଭାଇସ୍‌ : ମାତ୍ର କେଇ ସେକେଣ୍ଡରେ ଚିହ୍ନଟ ହେବ କରୋନା

ମସ୍କୋ,୩୦ା୮: କରୋନା ଭାଇରସ୍‌ ଭଳି ମହାମାରୀ ସମୟରେ ରୁଷିଆ ଏମିତିି ଏକ ଉପକରଣ ବାହାର କରିଛି ଯାହା ବାୟୁ ଦ୍ୱାରା ଭୂତାଣୁ, ବିଷାକ୍ତ ପଦାର୍ଥ ଏବଂ...

Play 250+ Trending Games
Archives

Model This Week

Why Dharitri