ଉପସ୍ଥାନକୁ ନେଇ ପୌର କାର୍ଯ୍ୟାଳୟରେ ବିବାଦ

ଅନୁଗୋଳ ଅଫିସ, ୧୭।୮ – ଅନୁଗୋଳ ପୌରପାଳିକାରେ ସ୍ବାଧୀନତା ଦିବସ ପାଳନ ପୂର୍ବରୁ କର୍ମଚାରୀଙ୍କ ଉପସ୍ଥାନ ନେଇ ଏକ ବିବାଦୀୟ ସ୍ଥିତି ଉପୁଜିଥିଲା। ପୌର ନିର୍ବାହୀ ଅଧିକାରୀ ସକାଳ ୭.୩୦ ସୁଦ୍ଧା ସମସ୍ତ କର୍ମଚାରୀ ଉପସ୍ଥିତ ରହିବାକୁ ନୋଟିସ ଜାରି କରିଥିଲେ। କର୍ମଚାରୀମାନେ ମଧ୍ୟ ୭.୨୦ ମଧ୍ୟରେ ପହଞ୍ଚତ୍ ଯାଇଥିଲେ। କିନ୍ତୁ କର୍ମଚାରୀଙ୍କ ଉପସ୍ଥାନ ଖାତାରେ ପୌରନିର୍ବାହୀ ଯନ୍ତ୍ରୀ ଅନୁପସ୍ଥିତ ଦର୍ଶାଇବା ବା ଛକି ଚିହ୍ନ ମାରିଥିଲେ। ଯାହାକୁ ନେଇ ବିବାଦୀୟ ପରିସ୍ଥିତି ଉପୁଜିଥିଲା। ପୌର କର୍ମଚାରୀମାନେ ନିର୍ବାହୀ ଅଧିକାରୀଙ୍କ ସହ ଯୁକ୍ତିତର୍କ କରିଥିଲେ। ସ୍ବତନ୍ତ୍ର ଦିନ ଗୁଡ଼ିକରେ ଉପସ୍ଥାପନ ଖାତାରେ ଉକ୍ତ ଦିନ ଲେଖାଯାଇଥାଏ। କିନ୍ତୁ ଛକି କାହିଁକି ମରାଗଲା ବୋଲି କର୍ମଚାରୀମାନେ ପ୍ରଶ୍ନ କରିବା ସହ ପତାକା ଉତ୍ତୋଳନ ପରେ ସମସ୍ତେ ଚାଲି ଯାଇଥିଲେ। ଏ ନେଇ ପୌର ନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନାଙ୍କ ସହ ଯୋଗାଯୋଗ ହୋଇପାରି ନ ଥିବାରୁ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତାରେ ପୂରୁନି ପରିବାରର ପେଟ; ସାହା ଖୋଜୁଛନ୍ତି ୭୦ ବର୍ଷୀୟା ଚମ୍ପା

ଛେଣ୍ଡିପଦା,୧୪।୧୦(ସ୍ବ.ପ୍ର.) ରୋଗରେ ବୋହୂ ଓ ସାପ କାମୁଡ଼ାରେ ପୁଅର ମୃତ୍ୟୁ ପରେ ୩ ନାତୁଣୀନାତିଙ୍କ ଭରଣପୋଷଣ କରୁଛନ୍ତି ବୃଦ୍ଧା ଜେଜେମା’। ବର୍ଷ କେଇଟା ତଳେ ଦେହରେ ବଳ...

ହାତୀ ଉଜାଡିଲେ ଧାନ ଫସଲ

ମାଧପୁର/ବଇଣ୍ଡା, ୧୨ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମୁଚ୍ଛପୁର ଗ୍ରାମରେ ହାତୀପଲ ପଶି ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ବିଲରେ ପଶି ଚାଷୀମାନଙ୍କ ଧାନ ଫସଲ ଉଜାଡିବା...

ଆଜି ଅନୁଗୋଳ ବ୍ଲକସ୍ତରୀୟ ମହୋତ୍ସବ

ଅନୁଗୋଳ ଅଫିସ୍‌, ୨୯।୧ – ଆସନ୍ତା ଫେବୃୟାରୀରେ ଜିଲା ମହୋତ୍ସବ ଆୟୋଜନ କରାଯିବ। ଏନେଇ ପ୍ରତି ବ୍ଲକ ସ୍ତରରେ ସଜବାଜ ଆରମ୍ଭ ହୋଇଛି। ଅନୁଗୋଳ ବ୍ଲକରେ...

ପୁନରାବୃତ୍ତି ହେବନି କହିଲେ ସିଡିଏମ୍‌ଓ

ଅନୁଗୋଳ ଅଫିସ, ୧୫।୧୨ ଅନେକ ସମୟରେ ସନ୍ଦିଗ୍ଧ ଅବସ୍ଥାରେ ଆହତ କିମ୍ବା ଗୁରୁତର ହୋଇ ବ୍ୟକ୍ତି ମେଡିକାଲକୁ ଆସୁଥିଲେ ହେଁ ଏ ସମ୍ପର୍କରେ ଜିଲା ମୁଖ୍ୟ...

ବସ୍‌କୁ ଯାତ୍ରୀ ଅଭାବ

ଅନୁଗୋଳ ଅଫିସ, ୧୯ା୬ ଲକ୍‌ଡାଉନ ବେଳେ ଯାତ୍ରୀ ପରିବହନ ସେବା ଚାଲୁ କରିବା ନେଇ ବିଭିନ୍ନ ଆଡ଼ୁ ଦାବି ଉଠୁଥିଲା। ସମୟ ସୁବିଧା ଦେଖି ସରକାର...

ସାଇକେଲ ମରାମତି ସହ ଜନସେବା

ଅନୁଗୋଳ ଜିଲା ବଅଁରପାଳ ବ୍ଲକ କନିଆବେଡ଼ା ଗ୍ରାମର କିଶୋରୀ ସାହୁ(୩୮)। ସ୍ତ୍ରୀ, ଦୁଇ ପୁଅ ଓ ମାଆ, ବାପାଙ୍କୁ ନେଇ ତାଙ୍କ ପରିବାର। ଅଷ୍ଟମ ଶ୍ରେଣୀ...

ଶେଷ ହେଉନି ଶୋଷ ସଂଘର୍ଷ

ଛେଣ୍ଡିପଦା,୧୦ା୪(ସ୍ବ.ପ୍ର.) ନଦୀକୂଳିଆ ଗାଁ । କୂଅ ଅଛି। ନଳକୂଅ ବସାଯାଇଛି। ପାଇପ୍‌ ପାଣି ପାଇଁ ସରକାରଙ୍କ ତରଫରୁ ପ୍ରକଳ୍ପ ମଧ୍ୟ କରାଯାଇଛି। ତଥାପି ଶୋଷ ମେଣ୍ଟାଇବାକୁ...

ଦିନକରେ ୧ ଟନ୍‌ ଆବର୍ଜନା ସଂଗ୍ରହ

ଅନୁଗୋଳ ଅଫିସ, ୩।୧: ଅନୁଗୋଳ ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ତଥା ଡେରେଜାଙ୍ଗ ଜଳଭଣ୍ଡାରକୁ ସଫାସୁତରା ରଖିବା ଲାଗି ଆରମ୍ଭ ହୋଇଥିବା ଅଭିଯାନରେ ନୂଆ ଫର୍ଦ୍ଦ...

Advertisement
Archives

Model This Week