Posted inଜାତୀୟ

ଉପହାର ସିନେମା ଅଗ୍ନିକାଣ୍ଡ ଘଟଣା: ପୀଡିତଙ୍କୁ ଲାଗିଲା ଝଟ୍‌କା

ନୂଆଦିଲ୍ଲୀ,୨୦।୨: ଉପହାର ସିନେମା ଅଗ୍ନିକାଣ୍ଡ ମାମଲାରେ ପୀଡିତଙ୍କୁ ଲାଗିଛି ଝଟ୍‌କା। ସୁପ୍ରିମକୋର୍ଟ ପୀଡିତଙ୍କ ଦ୍ୱାରା କରାଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି। ଏହାସହ ଖୋଲା ଅଦାଲତରେ ମାମଲାର ଶୁଣାଣି କରିବାକୁ ମଧ୍ୟ ମନା କରି ଦେଇଛନ୍ତି। ଗତ ୧୩ ତାରିଖରେ ମାମଲାର ଶୁଣାଣି କରାଯାଇଥିବା ବେଳେ ଏବେ ଏହା ଜାରି କରାଯାଇଛି। ଉପହାର ସିନେମା ଅଗ୍ନିକାଣ୍ଡ ଘଟଣାରେ ପୀଡିତଙ୍କ ଦ୍ୱାରା କରାଯାଇଥିବା ଅଭିଯୋଗର କୌଣସି ଯୁକ୍ତି ଯୁକ୍ତ କାରଣ ନ ଥିବା ଦର୍ଶାଇ କୋର୍ଟ ଏହାକୁ ଖାରଜ କରି ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଗସ୍ତ ବାତିଲ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୧: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ନିଜର ଭାରତ ଗସ୍ତକୁ ବାତିଲ କରିଦେଇଛନ୍ତି। ଚଳିତ ବର୍ଷ ଜାନୁୟାରୀ ୨୬ ଗଣତନ୍ତ୍ର ଦିବସରେ ସେ ମୁଖ୍ୟ ଅତିଥି...

ବିଚାରପତି-ଆଇନଜୀବୀ-ଶିକ୍ଷକ-ଗଣମାଧ୍ୟମ ପ୍ରତିନିଧିଙ୍କୁ ଦିଆଯିବ କରୋନା ଟିକା

ଲୁଧିଆନା,୧୬।୩: ପଞ୍ଜାବରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଲୁଧିଆନା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ...

ମାର୍ଚ୍ଚ ସୁଦ୍ଧା ୧୩ ବିମାନ ବନ୍ଦର ଘରୋଇକରଣ

ନୂଆଦିଲ୍ଲୀ,୨୭ ।୧୦: ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ଦେଶର ୧୩ ବିମାନ ବନ୍ଦର ଘରୋଇକରଣ ପ୍ରକ୍ରିୟା ସାରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏହି...

ରବିବାର ଡିଆର୍‌ଡିଓ ଯୋଗାଇବ ୧୦ ହଜାର ଡୋଜ୍‌ ୨-ଡିଜି…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍‌ ଅଭାବ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ସରକାର...

୧୭ ଅକ୍ଟୋବର ପର୍ଯ୍ୟନ୍ତ ଜେଲ୍‌ରେ ରହିବେ ଚିଦାମ୍ବରମ

ନୂଆଦିଲ୍ଲୀ,୩।୧୦: ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ ଆଇଏନ୍‌ ଏକ୍ସ ମିଡିଆ ଭ୍ରଷ୍ଟଚାର ମାମଲାରେ ଗୁରୁବାର ଜାମିନ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ହେଲେ କୋର୍ଟ ତାଙ୍କୁ...

୨.୨ ଫୁଟ୍‌ ଦବିବ ଜୋଷୀମଠ: ସୁପ୍ରିମକୋର୍ଟରେ ଶୁଣାଣି ଆଜି

ଡେରାଡୁନ୍‌,୧୬।୧: ଜୋଷୀମଠର କେତେକ ଅଞ୍ଚଳ ପାଖାପାଖି ୨.୨ ଫୁଟ୍‌ ଦବିପାରେ ବୋଲି ଏକ ଗ୍ରାଉଣ୍ଡ ସର୍ଭେରୁ ଜଣାପଡ଼ିଛି। ଜାନୁୟାରୀ ଆରମ୍ଭରୁ ଜୋଷୀମଠ ସହରର ଭୂମି ଦବିବା...

ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା କୋଠା

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ସିଲମପୁର ଅଞ୍ଚଳରେ ଥିବା ୪ମହଲା ବିଶିଷ୍ଟ କୋଠା ଘର ସୋମବାର ବିଳମ୍ବିତ ରାତିରେ ଭୁଶୁଡ଼ିପଡ଼ିଛି। ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ...

କରୋନା ଯୋଗୁ ମହାରାଷ୍ଟ୍ରରେ ପ୍ରଥମରୁ ଅଷ୍ଟମ ଅଲ୍‌ ପାସ୍‌

ମୁମ୍ବାଇ,୨୧।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ...

Advertisement
Archives

Model This Week