Posted inଜାତୀୟ

ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅଜିତ୍‌

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କୁ ଲାଗିଛି ଶକ୍ତ ଧକ୍କା। ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ୍‌ ପାଓ୍ବାର ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସକାଳୁ ସୁପ୍ରିମକୋର୍ଟଙ୍କ ରାୟ ପରେ ଏହାହିଁ ଆଲୋଚନା ହେଉଥିଲା। କାରଣ ଏହାପରେ ସେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ଘରକୁ ଯାଇଥିଲେ। ହେଲେ ଇତିମଧ୍ୟରେ କୁଆଡେ ଏନ୍‌ସିପି ନେତା ଛଗନ ଭୂଜବଳ ଓ ପ୍ରଫୁଲ୍ଲ ପଟେଳ ତାଙ୍କୁ ସାକ୍ଷାତ୍‌ କରିଥିଲେ। ପୁଣିଥରେ ଦଳକୁ ଫେରିବାକୁ ନେଇ ସେ ଶୀଘ୍ର ଚିନ୍ତା କରିବେ ବୋଲି ଗଣମାଧ୍ୟମକୁ କହିଥିଲେ। ତେଣୁ ବୁଧବାର ସନ୍ଧ୍ୟା ୫ଟାରେ ଭାଜପା ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ଥିବା ବେଳେ ଅଜିତ୍‌ ଇସ୍ତଫା ଦେବା ଏବେ ଭାଜପା ପାଇଁ ଶକ୍ତ ଧକ୍କା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଗାମ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର ୨୨।୫: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ଗୋପାଲପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ...

ଫୋନ୍‌ର ମାୟାରେ ବାୟା: ମୋବାଇଲ୍‌ରେ କଥା ହୋଇ ଶିଶୁକୁ ଅଟୋରେ ଛାଡ଼ି ପଳାଇଲେ ମା’; ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୨୭।୮: ମୋବାଇଲ୍‌  ସଭିଙ୍କୁ ପାଗଳ କରିଛି। ମୋବାଇଲ୍‌ ମାନିଆ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଜଣେ ମହିଳା...

ପ୍ରତି ୩ରୁ ଗୋଟିଏ ଯୌନ ହିଂସା

ନୂଆଦିଲ୍ଲୀ, ୩୧ା୧୦: ଭାରତରେ ଶିଶୁ ବିରୋଧୀ ଅପରାଧ ଉଦ୍‌ବେଗଜନକ ଭାବେ ବଢ଼ିଚାଲିଛି। ୨୦୨୧ରେ କେବଳ ଶିଶୁଙ୍କୁ ଯୌନ ଅପରାଧରୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ...

ଶରଦ ପାୱାରଙ୍କୁ ଭେଟିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ, ୨୫।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଗୁରୁବାର ମୁମ୍ବାଇରେ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଭେଟିଛନ୍ତି। ବରିଷ୍ଠ ଏନସିପି ନେତା ଓ୍ବାଇ.ବି ଚାବନ, ଅଜିତ...

କ୍ଷମା ମାଗିଲେ ଜାୱେଦ

ନୂଆଦିଲ୍ଲୀ,୭ ।୧: ଶେଷରେ କ୍ଷମା ମାଗିଲେ ହେୟାର ଷ୍ଟାଇଲିଷ୍ଟ ଜାୱେଦ ହବିବ । ଏକ ଭିଡିଓ ଜାରି କରି ସେ କହିଛନ୍ତି, ପ୍ରକୃତରେ ଆମ ଶୋ’ର...

ସୁଧୁରୁନି ପାକିସ୍ତାନ: ୧୧ ମାସରେ କଶ୍ମୀରରେ ବଡ଼ ଧରଣର ୪ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୩।୬: ପାକିସ୍ତାନ ଭାରତ ଉପରେ ଦାଉ ସାଧୁଛି। ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପାଇଁ ପାକିସ୍ତାନ ପଟୁ କୌଣସି ଆନ୍ତରିକତା ନାହିଁ। ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ଓ...

ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ବ୍ରିଜ୍‌ର ଉଦ୍‌ଘାଟନ କଲେ ମନ୍ତ୍ରୀ

ଶାହାଜାହାନପୁର,୧୦।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହେବା ପୂର୍ବରୁ ଜଣେ ମନ୍ତ୍ରୀ ଗାରା ନଦୀରେ ନିର୍ମାଣାଧୀନ ଏକ ପୋଲକୁ ଅସମ୍ପୂର୍ଣ୍ଣ...

ହରିୟାଣାରେ ମୋଦି, ରାହୁଲ ମୁହଁ।ମୁହିଁ

ଗୋହାନା,୧୯ା୧୦(ପି.ଟି.): କଂଗ୍ରେସର କୁଶାସନ ବେଳେ ଯବାନ ହୁଅନ୍ତୁ କି ଚାଷୀ ଅଥବା କ୍ରୀଡ଼ାବିତ୍‌ ଦେଶରେ କେହି ସୁରକ୍ଷିତ ନ ଥିଲେ। ଏହି ଦଳ ବାଲାକୋଟ ଏୟାର...

Advertisement
Archives

Model This Week