ଉମରକୋଟରେ ଭାଜପାର ନିତ୍ୟାନନ୍ଦ ଗଣ୍ଡ ବିଜୟୀ

ନବରଙ୍ଗପୁର, ୨୩।୫(ବି.ପ୍ର.)-ଉମରକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ବିଜୟୀ ହୋଇଛି। ଭାଜପାର ନିତ୍ୟନନ୍ଦ ଗଣ୍ଡ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ସୁବାସ ଗଣ୍ଡଙ୍କୁ ୯,୭୬୩ ଭୋଟରେ ହରାଇଛନ୍ତି। ଗଣତିରେ ମୋଟ ୧,୫୨,୭୪୬ ଭୋଟିଂ ମଧ୍ୟରୁ ନିତ୍ୟାନନ୍ଦ ଗଣ୍ଡଙ୍କୁ ୫୯,୬୬୩, କଂଗ୍ରେସର ଯଶୋଦା ଗଣ୍ଡଙ୍କୁ ୩୨,୩୦୭, ବିଏସ୍‌ପିର ସୁଦର ଭତରାଙ୍କୁ ୩,୭୩୬, ବିଜେଡିର ସୁବାସ ଗଣ୍ଡଙ୍କୁ ୪୯,୯୦୦ ଓ ସମତାକ୍ରାନ୍ତି ଦଳର ଲଖିରାମ ଗଣ୍ଡଙ୍କୁ ୨୯୬୦ଟି ଭୋଟ ମିଳିଛି। ୪୧୮୦ଟି ଭୋଟ ନୋଟାକୁ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସବୁ ଦଳର ବିଧାୟକଙ୍କ ବୈଠକ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏଥିରେ ମୋଟ ୨୬ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ଆରମ୍ଭ ଦିନ ରାଜ୍ୟ ସରକାର ଅତିରିକ୍ତ...

ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କପର୍ବ

ଭୋଗରାଇ, ୨ ।୪(ଡି.ଏନ.ଏ.) ଦେଶରେ କୋଭିଡ୍‌ କଟକଣା ହଟିଛି। ଏଭଳି ସ୍ଥିତିରେ ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ବାଲେଶ୍ୱର ଜିଲାର ଭୋଗରାଇ ବ୍ଲକର ଅଧୀନ ହୁଗୁଳି...

ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ନିକଟରେ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ, ଘୋଷଣା ହୋଇଥିଲା ୫ ଲକ୍ଷର ପୁରସ୍କାର ରାଶି

ମାଲକାନଗିରି,୨୫।୨(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିନ୍‌ ଅହମ୍ମଦ କେଙ୍କ ନିକଟରେ ଆଜି ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ...

ବରଦାନ ସାବ୍ୟସ୍ତ ହେବ ପ୍ଲାଷ୍ଟିକ ନିଷେଧ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ସାରା ରାଜ୍ୟରେ ବୁଧବାରଠାରୁ ପ୍ଲାଷ୍ଟିକ ବ୍ୟବହାରକୁ ନିଷେଧ କରାଯାଇଛି। ଏଥିପାଇଁ ରାଜ୍ୟ ପ୍ରଶାସନର ସମସ୍ତ ବିଭାଗ ତତ୍ପରତା ପ୍ରକାଶ କରିଛନ୍ତି। ହେଲେ ଏହା କେତେ...

ସୁସ୍ଥ ହେଲେ ୧୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୧- ଓଡ଼ିଶାରେ ବୁଧବାର ୧୦୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସମ୍ବଲପୁରରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୧୯ ଜଣ କରୋନା ଆକ୍ରାନ୍ତ। ସେହିଭଳି...

୨୪ଘଣ୍ଟା ପରେ ବି ମିଳିଲାନି ପରିଚୟ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ହତ୍ୟା ଜଳଜଳ। ହେଲେ ଅଭିଯୋଗ ଓ ମୃତକଙ୍କ ପରିଚୟ ନ ଥିବାରୁ ପୂରା ଘଟଣା ରହସ୍ୟାବୃତ୍ତ ହୋଇଯାଉଛି। ଅନେକ ମାମଲାରେ ପୋଲିସ ମୃତକଙ୍କ ପରିଚୟ...

ବିଜେପୁର ଉପନିର୍ବାଚନ : ପ୍ରଚାର ମୈଦାନରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ବରଗଡ଼ ଅଫିସ,୧୮।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ସନତ କୁମାର ଗଡ଼ତିଆଙ୍କ ପାଇଁ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି।...

ଭାଙ୍ଗିଲା ସ୍କୁଲର ଛାତ: ବର୍ତ୍ତିଲେ ଛାତ୍ରୀଛାତ୍ର

ଦେବଗଡ଼,୨୪।୮(ଡି.ଏନ.ଏ): ତିଲେଇବଣି ବ୍ଲକ ଅଧିନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଏକ ଅଘଟଣ ଘଟିଛି। ଶନିବାର ସକାଳୁଆ ସ୍କୁଲ ଥିବାରୁ ଶ୍ରେଣୀ ଗୃହରେ ପାଠପଢ଼ା...

Advertisement
Archives

Model This Week