Advertisement

‘ଉମରାଓ ଜାନ’ ଫିଲ୍ମର ଗୀତରେ ଝୁମିଲେ ଜାହ୍ନବୀ

ମୁମ୍ବାଇ: କରୋନା ଭାଇରସକୁ ନେଇ ସାରା ଦେଶରେ ୨୧ ଦିନିଆ ଲକଡାଉନ୍‌ ଚାଲିଥିବା ବେଳେ ବଲିଉଡ୍‌ ସେଲିବ୍ରିଟିମାନେ ଏବେ ନିଜ ନିଜ ଘରେ ବନ୍ଦ ହୋଇ ରହିଛନ୍ତି। ହେଲେ ଏହି ସମୟରେ ଏମାନେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଅଛନ୍ତି। ପ୍ରତିଦିନ ଏମାନେ କିଛି ନା କିଛି ଭିଡିଓ ଶେୟାର କରି ପ୍ରଶଂସକଙ୍କ ଆହୁରି ନିକଟତର ହେଉଛନ୍ତି। ନିକଟରେ ବଲିଉଡ୍‌ ଷ୍ଟାରକିଡ୍‌ ଜାହ୍ନବୀ କପୁର ମଧ୍ୟ ଏମିତି ଏକ ଭିଡିଓ ଶେୟାର କରିଛନ୍ତି ଯାହା ତାଙ୍କ ପ୍ରଶଂସକଙ୍କୁ ଖୁବ୍‌ ପସନ୍ଦ ଆସିଛି। ଉକ୍ତ ଭିଡିଓରେ ସେ ‘ଉମରାଓ ଜାନ’ ଫିଲ୍ମର ଗୀତ ‘ସଲାମ’ରେ କ୍ଲାସିକାଲ ଡ୍ୟାନ୍ସ ପ୍ରାକ୍ଟିସ କରୁଥିବା ଦେଖାଯାଇଛି। ଏହି ଭିଡିଓର କ୍ୟାପଶନରେ ସେ ଲେଖିଛନ୍ତି ଲକ୍‌ଡାଉନରେ କ୍ଲାସ ମିସ୍‌ କରୁଛି ସତ ହେଲେ କେବେବି କେଉଁଠିବି କ୍ଲାସ କରିହେବ। ଜାହ୍ନବୀଙ୍କର ଏହି ଭିଡିଓକୁ ଦର୍ଶକେ ବେଶ୍‌ ପସନ୍ଦ କରିଛନ୍ତି। ଡ୍ୟାନ୍ସରେ ରୁଚି ରଖୁଥିବା ଜାହ୍ନବୀ ଏଥର ପୁଣି ଥରେ ଦର୍ଶକଙ୍କୁ ମା’ ଶ୍ରୀଦେବୀଙ୍କ ଅସଲ ଝିଅ ବୋଲି ମନେପକାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତଙ୍କ ମୃତ୍ୟୁ ପରେ କାହିଁକି ଚୁପ୍‌ ଥିଲେ ଧୋନୀ

ମହେନ୍ଦ୍ର ସିଂ ଧୋନୀ, ଏହି ନାମରୁ ପରିଚୟ ବାରି ହୋଇପଡେ॥ ଧୋନୀ ମାନସିକ ସ୍ତରରେ କେତେ ଶକ୍ତିଶାଳୀ ତାହା ମଧ୍ୟ ତାଙ୍କ କ୍ରିକେଟ ନେତୃତ୍ୱରୁ ଜଣାପଡେ।...

ଓଟିଟିରେ ରିଲିଜ୍ ହେବ ‘ରାମ ସେତୁ’

ମୁମ୍ବାଇ: ବଲିଉଡର ମୋଷ୍ଟ ଆୱେଟେଡ ଫିଲ୍ମ ‘ରାମ ସେତୁ’ ବକ୍ସ ଅଫିସରେ ସେମିତି କିଛି କମଲ ଦେଖାଇ ପାରିଲା ନାହିଁ । ଫିଲ୍ମକୁ ଯେତିକି ଉତ୍ସୁକତାର...

ଲତା ମଙ୍ଗେସକର ଅସୁସ୍ଥ

ମୁମ୍ବାଇ,୧୧।୧୧: ସୁର ସାମ୍ରାଜ୍ଞୀ ତଥା ଭାରତରତ୍ନ ଲତା ମଙ୍ଗେସକର ଅସୁସ୍ଥ ହୋଇପଡିଥିବା ଖବର ମିଳିଛି। ଛାତିରେ ସଂକ୍ରମଣ ଯୋଗୁ ତାଙ୍କୁ ରବିବାର ରାତି ପ୍ରାୟ ୨ଟାରେ...

ଗୋବିନ୍ଦାଙ୍କୁ ୫୭: ନୀଲମ୍‌ ପ୍ରେମ କରି ସୁନୀତାଙ୍କ କରିଥିଲେ ବିବାହ

ମୁମ୍ବାଇ,୨୧।୧୨: ବଲିଉଡ୍‌ ଅଭିନେତା ଗୋବିନ୍ଦା ସୋମବାର ୫୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୩ ଡିସେମ୍ବର ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଗୋବିନ୍ଦା...

କରିସ୍ମା କହିଲେ, ପିଲାଦିନେ ଏମିତି ଥିଲେ କରୀନା

ସେଲିବ୍ରିଟି ଶୋ’ ‘ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ’ରେ ବିଚାରପତି ଭାବେ କରୀନା କପୁର, ବାସ୍କୋ ଏବଂ ରଫ୍‌ତାର ଉପସ୍ଥିତ ଥିଲେ। କିନ୍ତୁ ଏହି ସପ୍ତାହରେ କରୀନାଙ୍କ ସ୍ଥାନରେ...

ନିଜଠୁ ୪ ବର୍ଷ ବଡ଼ ଏହି ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ ମହେଶ ବାବୁ, ପରିବାରରେ ପ୍ରଥମେ ଜଣାଇଥିଲେ ….

ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ମହେଶ ବାବୁ ନିଜର ଦୃଢ଼ ଅଭିନୟ ଏବଂ ସୁନ୍ଦର ଚେହେରା ସହିତ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଚଳିତ ବର୍ଷ ମହେଶ...

ବଦଳିଲା ଆଦିତ୍ୟ ରୟ କପୁରଙ୍କ ଫିଲ୍ମ ‘ଓମ- ଦ ବ୍ୟାଟେଲ ୱିଦଇନ୍‌’ର ଟାଇଟଲ

ମୁମ୍ବାଇ: ଅନେକ ସମୟରେ ବଲିଉଡରେ ଦେଖିବାକୁ ମିଳିଛି କି ଫିଲ୍ମର ଟ୍ରେଲର ରିଲିଜ୍ ହୋଇ ସାରିଥିବା ବେଳେ ଏହାର ଟାଇଟେଲରେ କିଛି ଅଦଳ ବଦଳ କରାଯାଇଥାଏ...

୨୦୨୨ରେ ଆସିବେ ଜୁନିଅର୍‌ ଧିର୍‌

ମୁମ୍ବାଇ: ଟେଲି ଅଭିନେତ୍ରୀ କ୍ରାତିକା ସାଙ୍ଗର ଏକ ଖୁସି ଖବର ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି। ଖୁବ୍‌ ଶୀଘ୍ର ତାଙ୍କ ଘରକୁ ଏକ ନୂଆ ଅତିଥି ଆସିବ।...

Advertisement
Archives

Model This Week