Posted inଜାତୀୟ

ଉମା ଭାରତୀଙ୍କୁ ଭେଟି ଭାବୁକ ହେଲେ ସାଧ୍ୱୀପ୍ରଜ୍ଞା

ଭୋପାଳ,୨୯।୪: ଲୋକ ସଭା ନିର୍ବାଚନକୁ ନେଇ ମଧ୍ୟ ପ୍ରଦେଶର ଭୋପାଳ ଆସନରେ ଏକ ରୋମାଞ୍ଚକର ଲଢେଇ ଦେଖିବାକୁ ମିଳିଛି। ଏଠାରେ ଭାଜପା ଟିକେଟରୁ ସାଧ୍ୱୀ ପ୍ରଜ୍ଞା ଠାକୁର ମଇଦାନକୁ ଓହ୍ଲାଇଛନ୍ତି। ନିକଟରେ ପ୍ରଚାର ଅଭିଯାନ ସମୟରେ ହଠାତ୍‌ କେନ୍ଦ୍ରମନ୍ତ୍ରୀ ଉମା ଭାରତୀ ଓ ସାଧ୍ୱୀ ପ୍ରଜ୍ଞା ଠାକୁରଙ୍କ ମଧ୍ୟରେ ସାକ୍ଷାତ୍‌ ହୋଇଯାଇଥିଲା। ଏହି ସମୟରେ ପ୍ରଜ୍ଞା ଭାବୁକ ହୋଇ ଆଖିରୁ ଲୁହ ଝରାଇ ଥିବା ବେଳେ ଉମା ମଧ୍ୟ ପ୍ରଜ୍ଞାଙ୍କୁ କିଛି ସମୟ ଲାଗି ଆଲିଙ୍ଗନ କରିଥିଲେ। ଏ ସମ୍ପର୍କରେ ପଚରା ଯିବାରୁ ଏହା ତାଙ୍କର ବ୍ୟକ୍ତିଗତ ସମ୍ପର୍କ ବୋଲି କହିଥିଲେ ଉମା। ସୂଚନାଯୋଗ୍ୟ, ନାସିକ ଜେଲ୍‌ରେ ଥିବା ସମୟରେ ପ୍ରଜ୍ଞାଙ୍କୁ ଦେଖା କରିବାକୁ ଯାଇଥିଲେ ଉମା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ,…

୧ ମାସ ପୂର୍ବରୁ ହିଁ ହୋଇଯାଇଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଭବିଷ୍ୟବାଣୀ! ସାମ୍ନାକୁ ଆସିଥିବା ଭିଡିଓ ଉଡ଼ାଇଦେବ ହୋସ୍‌!

ନୂଆଦିଲ୍ଲୀ,୨୬।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନ ପରେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଥିଲେ, ଯାହା…

ଆନ୍ଦୋଳନରୁ ଉଠୁ ଉଠୁ ଅଭିଜିତ୍‌ ଦିପକେଙ୍କୁ ହେଲା ଭୟଙ୍କର ରୋଗ! ସୋସିଆଲ ମିଡିଆରେ ସୂଚନା ଦେଇ କହିଲେ…

ନୂଆଦିଲ୍ଲୀ,୨୬।୭: ବର୍ଷା ଋତୁରେ ଟାଇଫଏଡ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହା ଏଭଳି ଏକ ରୋଗ, ଯାହାକୁ ଲୋକମାନେ ପ୍ରାୟତଃ ସାଧାରଣ ଜ୍ୱର ଭାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri