ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକ ପ୍ରଦାନ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ ଓ କାରାଗାର ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ୭୩ତମ ସ୍ବାଧୀନତା ଦିବସ ଅବସରରେ ପଦକ ପ୍ରଦାନ କରାଯାଇଛି। ଗୁରୁବାର ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଏହି ପଦକ ପ୍ରଦାନ କରିଛନ୍ତି।
ଅଗ୍ନିଶମ ବିଭାଗ, ହୋମଗାର୍ଡ ଓ ସିଭିଲ ଡିଫେନ୍ସ, ପୋଲିସ ବିଭାଗ ଏବଂ କାରାଗାର ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କରାଯାଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଖୋର୍ଦ୍ଧା ସଦର ଥାନା ଆଇଆଇସି ବିକ୍ରମ କୁମାର ଜେନାଙ୍କୁ ଏସ୍‌ଟିଏଫ୍‌ ନୋଟିସ ଯୋଗୁ ପୋଲିସ ପଦକ ହରାଇବାକୁ ପଡ଼ିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁମିତ-ତପସ୍ବିନୀ ଘଟଣାର ନୂଆମୋଡ଼: ଅଡିଓ, ଭିଡିଓ ପରେ ଏବେ ଫଟୋ ଭାଇରାଲ

ବ୍ରହ୍ମପୁର ଅଫିସ,୨୦।୧୨: ଡାକ୍ତର ସୁମିତ ସାହୁ ଓ ତପସ୍ବିନୀ ଦାଶଙ୍କ ପାରିବାରିକ ବିବାଦ ଛିଡ଼ୁ ଥିବା ବେଳେ ଦିନକୁ ଦିନ ଏଥିରେ ଯୋଡ଼ି ହେଉଛି ନୂଆ...

ଭାଷା ଆଇନ ସମ୍ପର୍କରେ ଅବଗତ ନୁହନ୍ତି ଲୋକେ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ସରକାରୀ କାର୍ଯ୍ୟରେ ଏପର୍ଯ୍ୟନ୍ତ ଓଡ଼ିଆ ଭାଷାର ସମ୍ପୂର୍ଣ୍ଣ ବ୍ୟବହାର କରାଯାଉନାହିଁ। ଓଡ଼ିଆ ଭାଷାକୁ ଅଣଦେଖା କରାଯାଉଥିବା ନେଇ ବୁଦ୍ଧିଜୀବୀମାନେ ବାରମ୍ବାର ମତବ୍ୟକ୍ତ କରିଥିବାବେଳେ ସରକାର...

କେୱାଇସି ଅପଡେଟ୍‌ ଆଳରେ ଠକେଇ ଘଟଣା, ଆଉ ଜଣେ ଗିରଫ

କଟକ ଅଫିସ,୨୧ା୩: କେୱାଇସି ଅପଡେଟ୍‌ ଆଳରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ପ୍ରଫେସର ଜୟଦେବ ଜେନାଙ୍କଠାରୁ ୩ ଲକ୍ଷ ୯୯ ହଜାର ୯୯୬ ଟଙ୍କା ଠକି ନେବା ଅଭିଯୋଗରେ...

ଆଜିଠୁ ଦୁଇ ଦିନ ବନ୍ଦ ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆଜିଠୁ ଦୁଇ ଦିନ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ। ସରକାର ଟାକ୍ସ କମାଇବା...

ବୁଧବାର ବସିବ ଭାଜପାର କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବୁଧବାର ଅନୁଷ୍ଠିତ ହେବ। ଚାଷୀ ନୀତି, ଦାଦନ ଶ୍ରମିକଙ୍କ ସଂଖ୍ୟା ବଢିବା, ଆଇନ ଶୃଙ୍ଖଳା ପରିସ୍ଥିତି, ମହିଳା ନିର୍ଯାତନା...

ସ୍ନାନବେଦିରେ ସ୍ନାନକଲେ ଶ୍ରୀଗୁରୁଦେବ

କାକଟପୁର, ୧୭।୬(ଡି.ଏନ୍‌.ଏ.): ସୋମବାର ପବିତ୍ର ସ୍ନାନପୂର୍ଣ୍ଣିମା। ପ୍ରାଚୀ ଉପତ୍ୟକାର ବନ୍ଧେଶ୍ୱର ଗ୍ରାମରେ ପୂଜା ପାଉଥିବା ଶ୍ରୀଗୁରୁଦେବ ଠାକୁରଙ୍କ ସ୍ନାନ ଉତ୍ସବ ପାରମ୍ପରିକ ପ୍ରଥାନୁସାରେ ଅନୁଷ୍ଠିତ ହୋଇଯାଇଛି।...

୨୦ ଫୁଟ ଭଗ୍ନ ପୋଲ ତଳକୁ ଖସିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ହେଲପର

ବିଶୋଇ, ୬।୬(ଡି.ଏନ.ଏ): ମୟୁରଭଞ୍ଜ ଜିଲା ବିଶୋଇ ସ୍ଥିତ ୪୯ ନଂ ଜାତୀୟ ରାଜପଥ ନିକଟରେ ଗୁରୁବାର ଏକ ଟ୍ରକ ଭାରସାମ୍ୟ ହରାଇ ୨୦ ଫୁଟ ପୋଲ...

କୋଭିଡ୍‌-୧୯ ସମୀକ୍ଷା: କୋଭିଡ ନିୟନ୍ତ୍ରଣରେ ଆଗରେ କେନ୍ଦ୍ରାପଡା

ଭୁବନେଶ୍ୱର,୨୦ା୮(ବ୍ୟୁରୋ)-କେନ୍ଦ୍ରାପଡ଼ା ଜିଲାରେ କରୋନା ସଂକ୍ରମଣର ଆରୋଗ୍ୟ ହାର ରାଜ୍ୟରେ ସର୍ବାଧିକ ୭୭ ପ୍ରତିଶତ ରହିଥିବାବେଳେ ମୃତ୍ୟୁ ହାର ୦.୩୩ ପ୍ରତିଶତ ରହିଛି। ଯାହକି ସାରା ଦେଶରେ...

Advertisement
Archives

Model This Week