Posted inଖେଳ

ଉସମାନ ଖ୍ବାଜା ବିପଦମୁକ୍ତ

ସାଉଥମ୍ପଟନ, ୨୩।୫(ପି.ଟି.)- ମୁଣ୍ଡରେ ବଲ୍‌ ବାଜି ଆଘାତପ୍ରାପ୍ତ ହୋଇଥିବା ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଉସମାନ ଖ୍ବାଜା ବିପଦମୁକ୍ତ ଥିବା ଗୁରୁବାର ଘୋଷଣା କରାଯାଇଛି। ବୁଧବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ବ୍ୟାଟିଂ କରୁଥିବାବେଳେ ଆନ୍ଦ୍ରେ ରସେଲଙ୍କ ଏକ ବାଉନ୍ସର ବଲ୍‌ ଖ୍ବାଜାଙ୍କ ହେଲ୍‌ମେଟ୍‌ରେ ବାଜିଥିଲା। ଏହାପରେ ଖ୍ବାଜା ରିଟାୟର୍ଡ ହର୍ଟ ହୋଇ ପ୍ୟାଭିଲିୟନ ଫେରିଯାଇଥିଲେ। ମେଡିକାଲରେ ଖ୍ବାଜାଙ୍କ ମୁଣ୍ଡ ସ୍କାନ କରାଯାଇଥିବାବେଳେ କୌଣସି ଗୁରୁତର ଆଘାତ ଲାଗି ନ ଥିବା ଜଣାପଡ଼ିଛି, ଯାହାକି ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆ ଦଳକୁ ଆଶ୍ୱସ୍ତି କରିଛି। ‘ଡରିଗଲା ଭଳି ଖବର ଥିଲା। ତାଙ୍କ ଗାଲ ପାଖ ହାଡ଼ରେ ବଲ୍‌ ବାଜିଥିଲା। ତେବେ ଏବେ ସେ ସୁସ୍ଥ ହୋଇ ପ୍ରତ୍ୟାବର୍ତ୍ତନ କରିବା ସବୁଠୁ ବଡ଼ ଖବର’ ବୋଲି ଏହି ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିବା ଶନ୍‌ ମାର୍ଶ କହିଛନ୍ତି। ଏହି ଓ୍ବାର୍ମଅପ୍‌ରେ ପ୍ରଥମେ ବ୍ୟାଟିଂ କରି ଓ୍ବେଷ୍ଟଇଣ୍ଡିଜ କାର୍ଲୋସ ବାର୍ଥଓ୍ବେଟ୍‌ (୬୦) ଓ ଏଭିନ ଲୁଇସ (୫୦)ଙ୍କ ଅର୍ଦ୍ଧଶତକ ବଳରେ ୪୯.୨ ଓଭରରେ ୨୨୯ ରନ କରି ଅଲ୍‌ଆଉଟ୍‌ ହୋଇଥିଲା। ଜବାବରେ ଅଷ୍ଟ୍ରେଲିଆ ୩୮.୨ ଓଭରରେ ୩ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଶନ୍‌ ମାର୍ଶ ୫୫, ଷ୍ଟିଭ ସ୍ମିଥ୍‌ ୭୬ ଓ ଅଧିନାୟକ ଆରୋନ୍‌ ଫିଞ୍ଚ୍‌ ୪୨ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଟି୨୦ ବିଶ୍ୱକପ୍ ପୂର୍ବରୁ ଭାରତର ହୁଙ୍କାର: ୱାର୍ମ-ଅପ୍ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ଧୂଳି ଚଟାଇଲା

ନଭି ମୁମ୍ବାଇ,୪ା୨: ଟି୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଦଳ ନିଜର ଶେଷ ପ୍ରସ୍ତୁତି ଶେଷ କରିଛି। ନଭି ମୁମ୍ବାଇର ଡି.ୱାଇ ପାଟିଲ ସ୍ପୋର୍ଟସ…

ସଞ୍ଜୁ ସାମସନଙ୍କ ପାଇଁ ବନ୍ଦ ହେବ କି ବିଶ୍ୱକପ୍ ଦ୍ୱାର? କ୍ୟାପଟେନ୍ ସୂର୍ଯ୍ୟାଙ୍କ ସଙ୍କେତ ପରେ ଚର୍ଚ୍ଚା ଜୋର

ନୂଆଦିଲ୍ଲୀ,୪ା୨: ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ ଅନୁଷ୍ଠିତ ଅଭ୍ୟାସ ମ୍ୟାଚ୍‌ରେ ଭାରତୀୟ ଦଳର ରଣନୀତି ଏକ ବଡ଼ ପରିବର୍ତ୍ତନର ସଙ୍କେତ ଦେଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଶେଷ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

୧୯ ବର୍ଷରୁ କମ ବିଶ୍ବକପ୍‌: ଦଶମ ଥର ଫାଇନାଲରେ ଭାରତ, ଜାଣନ୍ତୁ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪ା୨: ଆଇସିସି ୧୯ ବର୍ଷରୁ କମ ବିଶ୍ବକପ୍‌ରେ ଭାରତର ଦବଦବା ଜାରି ରହିଛି। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଆଫଗାନିସ୍ତାନକୁ ୭ ୱିକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri