ଋଣ ସମାଧାନ:ଆର୍‌ବିଆଇ ଦେଇପାରେ ଅତିରିକ୍ତ ୬୦ଦିନର ସମୟ

ମୁମ୍ବାଇ,୨୬-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଅସୁଲ ହେଉ ନ ଥିବା ଋଣ(ଏନ୍‌ପିଏ) ମାମଲାର ସମାଧାନ ଲାଗି ନିୟମରେ ସଂଶୋଧନ କରିବାକୁ ପ୍ରସ୍ତୁତ ହେଉଛି। ସଂଶୋଧିତ ନିୟମରେ ବକେୟା ଋଣ ଫେରସ୍ତ ଦେବାକୁ ଆର୍‌ବିଆଇ ଅତିରିକ୍ତ ୬୦ ଦିନ ସମୟ ଦେଇପାରେ। ଏହାଦ୍ୱାରା ସଚ୍ଚୋଟ ଋଣଗ୍ରହୀତାଙ୍କ କଷ୍ଟ ଅନେକାଂଶରେ ଲାଘବ ହୋଇଯିବ। ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ସୁପ୍ରିମକୋର୍ଟ ଆର୍‌ବିଆଇର ଫେବୃୟାରୀ ୧୨ ସର୍କୁଲାରକୁ ରଦ୍ଦ କରିଦେବା ପରେ କେନ୍ଦ୍ରୀୟ ବ୍ୟାଙ୍କ ସଂଶୋଧିତ ସର୍କୁଲାର ଜାରି କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏନ୍‌ପିଏର ନୂଆ ରୂପରେଖ ଅଧୀନରେ ବିଭିନ୍ନ ବିକଳ୍ପ ଉପରେ ବିଚାର କରାଯାଉଛି। ବର୍ତ୍ତମାନ ଏନ୍‌ପିଏ ସମାଧାନ ଲାଗି ଆର୍‌ବିଆଇ ୯୦ ଦିନର ସମୟ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟ ଶକ୍ତି ବ୍ୟବହାରକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ୱର,୨୪।୧: ବର୍ତ୍ତମାନ ସମୟରେ ଓଡ଼ଶା ସରକାର ଅକ୍ଷୟ ଶକ୍ତିକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏପରିକି ୨୦୨୭ ସୁଦ୍ଧା ରାଜ୍ୟରେ ୩ ଲକ୍ଷ ରୁଫ୍‌ ଟପ୍‌ ସୋଲାର...

ରୁଷିଆର ତୈଳକ୍ଷେତ୍ର ଉପରେ ଆମେରିକାର କଟକଣା

ଭୁବନେଶ୍ୱର,୨୪ା୧(ଅନୁରାଧା ମହାରଣା): ରୁଷିଆର ତୈଳ କ୍ଷେତ୍ର ଉପରେ ଆମେରିକାର ବ୍ୟାପକ କଟକଣା ଭାରତକୁ ଅଶୋଧିତ ତୈଳ ପ୍ରବାହକୁ ପ୍ରଭାବିତ କରିବାରେ ଲାଗିଛି। ପବ୍ଲିକ୍‌ ସେକ୍ଟର ଭାରତ ପେଟ୍ରୋଲିୟମ...

ରିଲାଏନ୍ସ ଡିଜିଟାଲ୍‌ର ଡିଜିଟାଲ୍‌ ଇଣ୍ଡିଆ ସେଲ୍‌

ମୁମ୍ବାଇ,୨୪।୧: ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ତଥା ଭାରତର ସବୁଠୁ ବଡ଼ ଇଲେକ୍ଟ୍ରୋନିକ୍ସ ସେଲ୍‌ ‘ଡିଜିଟାଲ୍‌ ଇଣ୍ଡିଆ ସେଲ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ସେଲ୍‌ ୨୦୨୫...

ସିଲ୍‌ ଫୁଡ୍‌ସକୁ ଅଧିଗ୍ରହଣ କଲା ଆର୍‌ସିପିଏଲ୍‌

ମୁମ୍ବାଇ,୨୪।୧: ଦେଶର ପ୍ରମୁଖ ଫୁଡ୍‌ସ ବ୍ରାଣ୍ଡ୍‌ ସିଲ୍‌ (ଏସ୍‌ଆଇଏଲ୍‌)କୁ ଆନୁଷ୍ଠାନିକ ଭାବେ ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡ୍‌ (ଆର୍‌ସିପିଏଲ) ନିକଟରେ ଅଧିଗ୍ରହଣ କରିଥିବା ରିଲାଏନ୍ସ ଗ୍ରୁପ...

ଓୟୁଟିଆର୍‌ରେ ଇ-ସମ୍ମିଟ୍‌ ୨୦୨୫

ଭୁବନେଶ୍ୱର,୨୪।୧ (ଅଭୟ ଦାଶ): ଓଡ଼ିଶା ୟୁନିଭର୍ସିଟି ଅଫ୍‌ ଟୋକ୍ନୋଲୋଜି ଆଣ୍ଡ ରିସର୍ଚ୍ଚ (ଓୟୁଟିଆର୍‌) ର ଇଡି ସେଲ୍‌ ପକ୍ଷରୁ ଏକ ୨ଦିନିଆ କର୍ମଶାଳା ‘ଇ-ସମ୍ମିଟ୍‌ ୨୦୨୫’ ନିକଟରେ...

Post Office ର ଏହି ଯୋଜନାରେ ୧୦୦୦ଟଙ୍କା କରନ୍ତୁ ନିବେଶ, ଡବଲ ହେବ ଟଙ୍କା, ୧୦ବର୍ଷ ବୟସର ପିଲା ବି ଖୋଲିପାରିବେ ଆକାଉଣ୍ଟ

ନୂଆଦିଲ୍ଲୀ,୨୩।୧: ଆଜିକାଲି ନିବେଶ ପାଇଁ ଅନେକ ବିକଳ୍ପ ଉପଲବ୍ଧ, କିନ୍ତୁ ଅଧିକାଂଶ ବିକଳ୍ପରେ ବିପଦ ରହିଛି। ଏପରି ପରିସ୍ଥିତିରେ, ଯେଉଁମାନେ ନିଜ ନିବେଶ ଉପରେ ୧୦୦ପ୍ରତିଶତ...

ଟ୍ୟାକ୍ସ ସ୍ଲାବ୍‌ରେ ହୋଇପାରେ ପରିବର୍ତ୍ତନ

ଭୁବନେଶ୍ୱର,୨୩ା୧(ଅନୁରାଧା ମହାରଣା): ଫେବୃଆରୀ ପହିଲାରେ ଦେଶର ସାଧାରଣ ବଜେଟ ଉପସ୍ଥାପିତ ହେବାକୁ ଯାଉଛି ଏବଂ ଏଥର ଟ୍ୟାକ୍ସ ସ୍ଲାବ୍‌ରେ ପରିବର୍ତ୍ତନ ଏବଂ ନୂତନ ଟିକସ ବ୍ୟବସ୍ଥା...

ଇପିଏଫ୍‌ଓରେ ଯୋଡ଼ିହେଲେ ୧୪.୬୩ ଲକ୍ଷ ସଦସ୍ୟ

ଭୁବନେଶ୍ୱର,୨୩ା୧(ଅନୁରାଧା ମହାରଣା): କର୍ମଚାରୀଙ୍କ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍‌ଓ) ନଭେମ୍ବର ୨୦୨୪ ପାଇଁ ଅସ୍ଥାୟୀ ବେତନ ତଥ୍ୟ ପ୍ରକାଶ କରିଛି। ଏହି ତଥ୍ୟ ଅନୁଯାୟୀ, ୨୦୨୪ ନଭେମ୍ବରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri