Posted inଖେଳ

ଋଷଭ ପନ୍ତଙ୍କ ସଫଳ ବ୍ୟାଟିଂ ଦେଖି ଗର୍ଲଫ୍ରେଣ୍ଡ୍‌ କହିଲେ ଏମିତି…

ଚେନ୍ନାଇ, ୧୭।୧୨: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟ ଚାଲିଥିବା ଏକଦିବସୀୟ ସିରିଜର ପ୍ରଥମ ମ୍ୟାଚରେ ଯଦିଓ ଭାରତ ଭ୍ରମଣକାରୀ ଦଳଠାରୁ ପରାସ୍ତ ହୋଇଥିଲା, କିନ୍ତୁ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତଙ୍କ ବ୍ୟାଟିଂ ଚର୍ଚ୍ଚାରେ ଥିଲା। ଗତ କିଛି ମ୍ୟାଚ୍‌ରେ ଖରାପ ଫର୍ମ ଦେଇ ଗତି କରୁଥିବା ଋଷଭଙ୍କୁ ବହୁ ସମାଲୋଚନା ଶିକାର ହେବାକୁ ପଡୁଥିଲା। ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ମ୍ୟାଚରେ ଋଷଭ ୬୯ଟି ବଲରେ ୭୧ ରନର ପାଳି ଖେଲି ସମାଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି। ଋଷଭଙ୍କ ଏହି ପାଳି ଦେଖି ତାଙ୍କ ଗର୍ଲଫ୍ରେଣ୍ଡ୍‌ ଇଶା ନେଗି ମଧ୍ୟ ଭାବୁକ ହୋଇପଡିଛନ୍ତି। ସେ ଋଷଭ ଖେଲୁଥିବା ବେଳର ଏକ ଫଟୋ ନିଜ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଲେଖିଛନ୍ତି ‘ଦ କିଙ୍ଗ୍‌ ଋଷଭ୍‌ ପନ୍ତ’। ଚଳିତବର୍ଷ ଜାନୁଆରରେ ଇନଷ୍ଟାଗ୍ରାମ ଇଶାଙ୍କ ଫଟୋ ଛାଡି ତାଙ୍କୁ ପ୍ରେମ କରୁଥିବା ଋଷଭ ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ଗଭର୍ନିଂ କାଉନ୍ସିଲକୁ ପ୍ରଜ୍ଞାନ ମନୋନୀତ

ନୂଆଦିଲ୍ଲୀ, ୨୪।୧୨ (ପି.ଟି.)- ଇଣ୍ଡିଆନ କ୍ରିକେଟର୍ସ ଆସୋସିଏଶନ (ଆଇସିଏ)ର ପ୍ରତିନିଧିଭାବେ ଆଇପିଏଲ୍‌ ଗଭର୍ନିଂ କାଉନ୍‌ସିଲ୍‌କୁ ମନୋନୀତ ହୋଇଛନ୍ତି ଭାରତର ତାରକା ଓଡ଼ିଆ ସ୍ପିନର ପ୍ରଜ୍ଞାନ ଓଝା।...

୨୦୦ କିଗ୍ରା ଭାର ଉଠାଇଲେ ମୀରାବାଈ

ପଟୟା, ୨୦।୯(ପି.ଟି.)- ପୂର୍ବତନ ଚାମ୍ପିୟନ ତଥା ଷ୍ଟାର୍‌ ଭାରୋତ୍ତୋଳିକା ମୀରାବାଈ ଚାନୁ (୪୯ କିଗ୍ରା) ତାଙ୍କ ଜାତୀୟ ରେକର୍ଡ ପ୍ରଦର୍ଶନଠାରୁ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ...

ଜାହିର ଖାନଙ୍କୁ ପଛରେ ଛାଡ଼ିଲେ ଅଶ୍ୱିନ

ଅହମ୍ମଦାବାଦ,୨୪।୨: ଭେଟେରାନ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପୂର୍ବତନ ଭାରତୀୟ ପେସର ଜାହିର ଖାନଙ୍କୁ ପଛରେ ପକାଇ ଦେଇଛନ୍ତି। ଅନ୍ତର୍ଜାତୀୟ ସ୍ତରରେ ଟିମ୍‌ ଇଣ୍ଡିଆ ପାଇଁ...

ପୁଅ ଷ୍ଟୁଆର୍ଟ ବ୍ରଡ୍‌ଙ୍କୁ ଦଣ୍ଡିତ କଲେ ମ୍ୟାଚ୍‌ ରେଫରି କ୍ରିସ୍‌

ଦୁବାଇ, ୧୧ା୮ (ପି.ଟି.)-ମାଞ୍ଚେଷ୍ଟରରେ ପ୍ରଥମ ଟେଷ୍ଟ ମ୍ୟାଚ ବେଳେ ପାକିସ୍ତାନ ସ୍ପିନର ୟାସିର ଶାହାଙ୍କ ଆଉଟ ପରେ ଆପତ୍ତିଜନକ ଭାଷା ବ୍ୟବହାର କରିଥିବାରୁ ଇଂଲଣ୍ଡ ଫାଷ୍ଟ...

ଦଳ ୨୭-୦ ଗୋଲରେ ଜିତିବାରୁ ବିଦା ହେଲେ କୋଚ୍‌

ତୁସକାନି,୧୮।୧୧- ଇଟାଲୀରେ ଶନିବାର ଖେଳାଯାଇଥିବା ୧୮ ବର୍ଷରୁ କମ୍‌ ବୟସ ବର୍ଗର ଏକ ମ୍ୟାଚ୍‌ରେ ୨୭-୦ ଗୋଲର ବୃହତ୍‌ ବ୍ୟବଧାନରେ ଜିତିବା ପରେ ବିଜୟୀ ଦଳର...

ବିବିସି ପୁରସ୍କାର ଦୌଡ଼ରେ ଦୂତୀ

ନୂଆଦିଲ୍ଲୀ, ୪।୨- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ବିବିସିର ସର୍ବପ୍ରଥମ ଭାରତୀୟ ‘ସ୍ପୋଟର୍‌ସ ଓମ୍ୟାନ୍‌ ଅଫ୍‌ ଦି ଇୟର’ ପୁରସ୍କାର ଦୌଡ଼ରେ ସାମିଲ...

ଅଲିମ୍ପିକ୍‌ ବକ୍ସିଂ: ପ୍ରଶିକ୍ଷଣ ଦେବା ପାଇଁ ବିଦେଶୀ କୋଚ୍‌ ଭାରତ ଆସିବେ

ନୂଆଦିଲ୍ଲୀ,୨୯।୭(ପି.ଟି.)- ଅଲିମ୍ପିକ୍ସ ପାଇଁ ଭାରତୀୟ ବକ୍ସରମାନେ ପ୍ରଶିକ୍ଷଣ ନେବାକୁ ବିଦେଶ ଯିବା ଅତି ସାଧାରଣ କଥା। ଏବେ ଏହି ପ୍ରଥାରେ ପରିବର୍ତ୍ତନ ହେବ। ଆସନ୍ତାବର୍ଷ ଟୋକିଓରେ...

ଏଆଇଏଫ୍‌ଏଫ୍‌ ଲାଇସେନ୍ସ ପାଇବାରେ ଓଡ଼ିଶା ଏଫ୍‌ସି ବିଫଳ

ନୂଆଦିଲ୍ଲୀ: ଠିକ୍‌ ସମୟରେ ଆବଶ୍ୟକ କାଗଜପତ୍ର ଦାଖଲ କରିପାରି ନ ଥିବାରୁ ଓଡ଼ିଶା ଏଫ୍‌ସି ସମେତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ୫ଟି କ୍ଲବ ସର୍ବଭାରତୀୟ...

Advertisement
Archives

Model This Week